-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||     

HOME   ଜିଲ୍ଲା

ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା

23-Nov-2026



(ମନୋରଞ୍ଜନ ତ୍ରିପାଠୀ )
: ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭାରତୀୟ ଜ୍ଞାନପରମ୍ପରା, ନୈତିକ ମୂଲ୍ୟବୋଧ ତଥା ଆଧ୍ୟାତ୍ମିକ ଚେତନାର ଜାଗରଣ ଉଦ୍ଦେଶ୍ୟରେ ପ୍ରଜ୍ଞାନ ମିଶନ୍ ପକ୍ଷରୁ 
ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ସରକାରୀ ମହିଳା ମହାବିଦ୍ୟାଳୟ ଠାରେ ଆୟୋଜିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ଛାତ୍ରଛାତ୍ରୀମାନେ ଉତ୍ସାହ ଓ ଉଦ୍ଦୀପନାର ସହ ଯୋଗଦାନ କରି ଗୀତାର ଶ୍ଳୋକ ଆବୃତ୍ତି ମାଧ୍ୟମରେ ନିଜସ୍ୱ ପ୍ରତିଭା ଓ ଶାସ୍ତ୍ରୀୟ ଜ୍ଞାନର ପରିଚୟ ପ୍ରଦାନ କରିଥିଲେ।
ମୁଖ୍ୟ ଅତିଥି ଭାବେ ବିଶ୍ବହିନ୍ଦୁ ପରିଷଦ ପଶ୍ଚିମ ପ୍ରାନ୍ତ ର ସଂଯୋଜିକା ସରସ୍ୱତୀ ନନ୍ଦ ଓ  ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ବଲାଙ୍ଗୀର ଜିଲ୍ଲାର ନୋଡାଲ୍ ଅଧ୍ୟକ୍ଷ କ୍ଷମାନିଧି ଝାଙ୍କର ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଶ୍ରୀମଦ୍‌ଭଗବଦ୍‌ଗୀତାର ସାର୍ବଜନୀନ ଜୀବନଦର୍ଶନ, କର୍ତ୍ତବ୍ୟନିଷ୍ଠା ଓ ଚରିତ୍ର ଗଠନରେ ଏହାର ଅପରିହାର୍ଯ୍ୟ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ସଂସ୍କୃତ ଭାରତୀ ର ପ୍ରାନ୍ତ ସମ୍ପାଦକ ଅଧ୍ୟାପକ ଅଜିତ କୁମାର ପଣ୍ଡା  ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।
ଏହି ପ୍ରତିଯୋଗିତା କେବଳ ଶ୍ଳୋକ ଆବୃତ୍ତିରେ ସୀମିତ ନ ରହି ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସ୍କୃତ ଭାଷାପ୍ରତି ଅନୁରାଗ, ଭାରତୀୟ ସଂସ୍କୃତିପ୍ରତି ଶ୍ରଦ୍ଧା ତଥା ଗୀତାର ଜୀବନୋପଯୋଗୀ ଆଦର୍ଶକୁ ଆତ୍ମସାତ୍ କରିବାର ପ୍ରେରଣା ସୃଷ୍ଟି
କରିବ ବୋଲି ପ୍ରଜ୍ଞାନମିଶନ, ବଲାଙ୍ଗୀର ସଂଯୋଜକ ଚିତ୍ତରଞ୍ଜନ ଷଡ଼ଙ୍ଗୀ କହିଥିଲେ।
ସଂସ୍କୃତ ଭାରତୀ ର ପ୍ରାନ୍ତ ପ୍ରଚାର ପ୍ରମୁଖ ତଥା  ଓଏଭି ପଥରଚେପାର ସଂସ୍କୃତ ଶିକ୍ଷକ  ଶେଷଦେବ ମିଶ୍ର
ସଭା ପରିଚାଳନା କରିଥିଲେ।
ଆଦର୍ଶ ମହାପାତ୍ର,ଝୁନୀତା ଭୋଇ, ଶମ୍ଭୁ ପ୍ରସାଦ ଦାଶ, ଶ୍ରେୟଶ ପଟନାୟକ,ରଘୁନାଥ ହୋତା, ରୀନା ମିଶ୍ର, ସୁପ୍ରିୟା ମହାନ୍ତି, ମନୋରଞ୍ଜନ ଶତପଥୀ, ସତ୍ୟପ୍ରକାଶ ବେଦବାକ୍, ଶ୍ରୁତି ତ୍ରିପାଠୀ 
 ଆଦି ନିର୍ଣ୍ଣାୟକ ଭୂମିକା ନିର୍ବାହ କରି ମୂଲ୍ୟାଙ୍କନ ରେ ସହଯୋଗ କରିଥିଲେ।

ପ୍ରତିଯୋଗିତାର ବିଭିନ୍ନ  ବିଭାଗରେ 
1. ସୃଜନୀ ଶୁଭଲକ୍ଷ୍ମୀ
2. ସମ୍ପୂର୍ଣ୍ଣା ମେହେର
3. ଶ୍ରେୟାଂଶ ସାତ୍ତ୍ୱିକ ମିଶ୍ର

1. ହୀରାଜ ମହାନନ୍ଦ
2. ବେଦବ୍ୟାସ ଦୀପ
3. ହର୍ଷିତା ସିଂହ

1. ଅନିକେତ ତ୍ରିପାଠୀ
2. ପ୍ରିୟାଂଶୀ କୁଡ଼େଇ
3. ଅନୁଷ୍କା ଦୋରା

1. ବିଶ୍ୱଜିତ ସ୍ୱାଇଁ
2. ସୁଶ୍ରୀ ସୌମ୍ୟମୟୀ ରଥ
3. ଆଖ୍ୟାୟିକା ତ୍ରିପାଠୀ

 ସ୍ଥାନ ଅଧିକାର ସହ  କୃତିତ୍ୱ ହାସଲ କରି ହରିହରାନନ୍ଦ ଗୁରୁକୁଳ, ପୁରୀ ରେ ଆସନ୍ତା ରାଜ୍ୟସ୍ତରୀୟ 
ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାର ସୁଯୋଗ ପାଇବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   23-Nov-2026
  ଜିଲ୍ଲା  
ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   23-Nov-2026
  ଜିଲ୍ଲା  
କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   23-Nov-2026
  ଜିଲ୍ଲା  
ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   23-Nov-2026
  ଜିଲ୍ଲା  
କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ   23-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026

You Might Also Like