-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ

24-Nov-2026



ନୂଆପଡା(ପରମେଶ୍ୱର ମେହେର): ନୂଆପଡ଼ା ଜିଲ୍ଲା କୋମନା ବ୍ଲକ  ସୁନାବେଡ଼ା ଅଭାୟରଣ୍ୟ ମଧ୍ୟରେ ଥିବା ଗଡ଼ଭଟା ଗ୍ରାମର ହରେନ୍ଦ୍ର ମାଝୀ ଏବଂ ନୂଆପଡ଼ା ବ୍ଲକ ର ତିଲେଇଝର ଗ୍ରାମର ରୁପସିଂ ରାଉତ ଆହତ ହୋଇଥିବା ବିଷୟରେ ଅବଗତ ହେବା ପରେ ପୀଡ଼ିତମାନେ ଯେପରି ଚିକିତ୍ସା ଓ ସରକାରୀ କ୍ଷତିପୂରଣ ସହାୟତା ପାଇଁ ନୂଆପଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲା ପ୍ରଶାସନ ଓ ବନ ବିଭାଗ ମିଳିତ ସହଯୋଗରେ ଆବଶ୍ୟକୀୟ ପଦକ୍ଷେପ ନିଆଯାଇଥିଲା ।  ପ୍ରାଧିକରଣର ସଚିବ ନବନୀତା ଦାଶ ତୁରନ୍ତ ବିହିତ ପଦକ୍ଷେପ ନେଇ ନାଲସା ହିଂସ୍ରଜନ୍ତୁ-ମନୁଷ୍ୟ ସଂଘର୍ଷରେ ପୀଡ଼ିତଙ୍କୁ ଆଇନ ସହାୟତା ଯୋଜନା, ୨୦୨୫ ଅନୁଯାୟୀ ଅଧିକାର ମିତ୍ରଙ୍କୁ ପୀଡ଼ିତମାନଙ୍କୁ ତୁରନ୍ତ ନିଶୁଳ୍କ ସେବା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ହସ୍ତକ୍ଷେପ ଓ ଆବଶ୍ୟକୀୟ ସହଯୋଗ ଫଳରେ ଉଭୟ ପୀଡ଼ିତାଙ୍କୁ ଉନ୍ନତମାନର ଚିକିତ୍ସା ମିଳିବା ସହିତ ବନ ବିଭାଗ ପକ୍ଷରୁ ଉଭୟ ପୀଡ଼ିତଙ୍କୁ ୫,୦୦୦ ଟଙ୍କା ଲେଖାଏଁ ଅର୍ଥାତ୍ ମୋଟ ୧୦,୦୦୦ ଟଙ୍କାର କ୍ଷତିପୂରଣ ପ୍ରଦାନ କରାଯାଇଛି। 

ପ୍ରାଧିକରଣର ସଚିବ ନବନୀତା ଦାଶ  ଗତ 23 ସେପ୍ଟେମ୍ବର 2026 ବିଳମ୍ବିତ ରାତିରେ ପୀଡ଼ିତ ରୁପସିଂ ରାଉତଙ୍କୁ ଉପଯୁକ୍ତ ମାଗଣା ଚିକିତ୍ସା ପାଇଁ ଅଧିକାର ମିତ୍ର ସନ୍ତୋଷ ରାଉତଙ୍କୁ ପଠାଇଥିଲେ ଓ ତା' ପର ଦିନ ସେ ଜିଲ୍ଲାପାଳଙ୍କୁ  ରୁପସିଂ ରାଉତଙ୍କୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଅନୁରୋଧ କରିବାରୁ ତତ୍କାଳୀନ ଜିଲ୍ଲାପାଳ ମଧୁସୂଦନ ଦାଶ ସେହିଦିନ ତୁରନ୍ତ ପୀଡ଼ିତଙ୍କ ପୁଅଙ୍କୁ ୧୦ ହଜାର ଟଙ୍କା ରେଡ୍ କ୍ରସ ପାଣ୍ଠିରୁ ପ୍ରଦାନ କରିଥିଲେ । ଏହି ଅର୍ଥରାଶି ଦ୍ଵାରା ପୀଡ଼ିତଙ୍କୁ ସଙ୍ଗେସଙ୍ଗେ ରାୟପୁର ର ଏକ ଚିକିତ୍ସାଳୟକୁ ତାଙ୍କ ପୁଅ ଆମ୍ବୁଲାନ୍ସ ଦ୍ଵାରା ନେଇକି ଯାଇଥିଲେ । ଚିକିତ୍ସିତ ହୋଇ ଫେରିବା ପରେ ସଚିବ ଅଧିକାର ମିତ୍ର ବସୁମତୀ ସୁନାନୀଙ୍କୁ ପଠାଇ ଡାକ୍ତରଙ୍କ ପାଖରୁ ଉପଯୁକ୍ତ କାଗଜପତ୍ର ଆଣି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ରେ ପୈଠ କରିଥିଲେ ଓ ଏହା ପରେ ବନ ବିଭାଗ ତରଫରୁ ତାଙ୍କୁ ଅନୁକମ୍ପା ଯୋଜନା ଅନୁଯାୟୀ ୫ ହଜାର ଟଙ୍କା କ୍ଷତିପୂରଣ ମିଳିଥିଲା। 

ସେହିପରି ଗତ ୩୧ ଅଗଷ୍ଟ ୨୦୨୬ ରେ ଗଡଭଟା ଗ୍ରାମର ହରେନ୍ଦ୍ର ମାଝୀ    ଭାଲୁ ଆକ୍ରମଣରେ ଆହତ ହୋଇଛନ୍ତି ବୋଲି ପ୍ରକାଶିତ ଖବର ମାଧ୍ୟମ ରୁ ଜାଣି ସଚିବ ତୁରନ୍ତ ଅଧିକାର ମିତ୍ର ସୁବଳ ରଣା ଓ ଅନ୍ୟ ମାନଙ୍କୁ ଆହତ ଉପଯୁକ୍ତ ଚିକିତ୍ସା ପାଇବେ ବୋଲି ସାହାଯ୍ୟ କରିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026

You Might Also Like