-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||     

HOME   ଜିଲ୍ଲା

କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ

24-Nov-2026



କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବଡ଼ପଡା ଠାରେ ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ଶ୍ରଦ୍ଧା ଓ ଉଲ୍ଲାସର ସହ ପାଳିତ ହୋଇଯାଇଛି । କାର୍ତ୍ତିକ ମାସର ଶେଷ ଦିନ ତଥା ପବିତ୍ର ପୂର୍ଣ୍ଣିମା ତିଥିରେ ଆଜି ଭୋରରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ସ୍ନାନ ସାରି ନିକଟସ୍ଥ ଜଳାଶୟ ଓ ନଦୀ ଘାଟରେ ପହଞ୍ଚିଥିଲେ ।
ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇବା ସହ ଦୀପ, ଧୂପ, ପାନ ଓ ଗୁଆ ସମର୍ପଣ କରି ନିଜ ପରିବାରର ସୁଖଶାନ୍ତି ଓ ସମୃଦ୍ଧି କାମନା କରିଥିଲେ । ପ୍ରାଚୀନ ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାର ସ୍ମୃତି ବହନ କରୁଥିବା ଏହି ପର୍ବକୁ ନେଇ ଗ୍ରାମର ଓ ଆଖପାଖ ଗ୍ରାମାଞ୍ଚଳରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ସକାଳୁ ବିଭିନ୍ନ ଦେବାଳୟରେ ମଧ୍ୟ ପୂଜାର୍ଚ୍ଚନା ଓ ଦର୍ଶନ ପାଇଁ ଭକ୍ତଙ୍କ ଗହଳି ଲାଗି ରହିଥିଲା । ଏହି କାର୍ଯ୍ୟକ୍ରମରେ କର୍ତ୍ତା ଭାବରେ ଚନ୍ଦ୍ର ଭାନୁ ସୁନା ତାଙ୍କ  ଧର୍ମ ପତ୍ନୀ ଲତା ସୁନା  ଓ ପୂଜକ ରାମଚନ୍ଦ୍ର ସୁନା  ଓ ପଡ଼ାର, ନବଘନ ବାଗ, ରାଜେନ୍ଦ୍ର ବାଗ, ଟୁକୁ ସୁନା, ସନ୍ତୋଷ ନିଆଲ,ମନ୍ଦାରୁ ସୁନା, ସୁମିତ ସୁନା, ଧବଲେଶ୍ୱର ବାଗ, ବେଣୁଧର ନିଆଲ, ସାମନ୍ତ ସୁନା, ଭୂଜବଲ ସୁନା, ଲକ୍ଷ୍ମୀ କାନ୍ତ ନାୟକ ଡ଼ଚି ଖମାରୀ, ଦେବରାଜ ନାୟକ, ମାନ ସୁନା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସାହାଯ୍ୟ ସହଯୋଗ କରି ଥିଲେ ଏବଂ ଶାନ୍ତିଶୃଙ୍ଖଳାର ସହ ଉତ୍ସବ ସମାପ୍ତ ହୋଇଥିବା ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026

You Might Also Like