-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||     

HOME   ଜିଲ୍ଲା

୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬

24-Nov-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ଓଡ଼ିଶା ସଚିବାଳୟ କ୍ରିକେଟ୍‌ ଆସୋସିଏସନ୍‌ ପକ୍ଷରୁ ଆୟୋଜିତ ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬ର ଲିଗ୍‌ ମ୍ୟାଚ୍‌ରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଦଳ କୋଟାକ ମହିନ୍ଦ୍ରାକୁ ହରାଇ ବିଜୟୀ ହୋଇଛି । ପ୍ରଥମେ ବ୍ୟାଟିଂ କରି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ୪ ୱିକେଟ୍‌ ହରାଇ ୧୨୪ ରନ୍‌ କରିଥିବାବେଳେ କୋଟାକ୍‌ ମହିନ୍ଦ୍ରା ଦଳ ୬ ୱିକେଟ୍‌ ହରାଇ ୧୨୩ ରନ୍‌ କରିବାକୁ ସମର୍ଥ ହୋଇଥିଲା । ରିଜର୍ଭ ବ୍ୟାଙ୍କ ପକ୍ଷରୁ ନିୟାମତୁଲା ଶେଖ୍‌ ୩୧ ରନ୍‌, ପ୍ରଭାଶ ୨୭ ରନ୍‌ ଓ ଶୁଭ୍ର ସୌରଭ୍‌ ୨୫ ରନ୍‌ କରିଥିଲେ । କୋଟାକ୍‌ ମହିନ୍ଦ୍ରା ପକ୍ଷରୁ ଜ୍ୟୋତି ପ୍ରକାଶ ସ୍ୱାଇଁ ୪ ଓଭରରେ ୨୯ ରନ୍‌ ଦେଇ ୨ ୱିକେଟ୍‌ ପାଇଥିଲେ । ସେହିପରି କୋଟାକ୍‌ ମହିନ୍ଦ୍ରା ପକ୍ଷରୁ ସୁଧୀର ନନ୍ଦ ୪୨, ସୌମ୍ୟ ରଞ୍ଜନ ବିଶ୍ୱାଳ ୨୭ ରନ୍‌

କରିଥିବାବେଳେ ରିଜର୍ଭ ବ୍ୟାଙ୍କର ପ୍ରବେଶ ୪ ଓଭରରେ ୨୮ ରନ୍‌ ଦେଇ ଗୋଟିଏ ୱିକେଟ୍‌ ପାଇଥିଲେ । ଆଜି ଖେଳରେ ପ୍ରଭାଶ କୁମାର ସାହୁଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଘୋଷଣା କରାଯାଇଥିଲା । 

ସେହିଭଳି ଦ୍ୱିତୀୟ ମ୍ୟାଚ୍‌ରେ ଡେଲଏଟ୍‌କୁ ହରାଇ ଜ୍ୟୋତି ଗ୍ରୁପ୍‌ ଦଳ ବିଜୟୀ ହୋଇଛି । ଦିବ୍ୟ ପଣ୍ଡାଙ୍କ ୨୦୧ ରନ୍‌ ଏବଂ ସନ୍ଦିପ୍‌ ସେଠୀଙ୍କ ୩୩ ରନ୍‌ ବଳରେ ଜ୍ୟୋତି ଗ୍ରୁପ୍‌ ୨୭୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା । ପରେ ବ୍ୟାଟିଂ କରିବାକୁ ଆସି ଡେଲଏଟ୍‌ ୯ ୱିକେଟ୍‌ ବିନିମୟରେ ୧୧୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା । ଜ୍ୟୋତି ଗ୍ରୁପ୍‌ର ଦିବ୍ୟ ପଣ୍ଡାଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଘୋଷଣା କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026

You Might Also Like