-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||     

HOME   ଜିଲ୍ଲା

ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି

25-Nov-2026



କଣ୍ଟାବାଞ୍ଜି(ପୂର୍ଣ୍ଣ ଶଶୀ ଶେଖର ରାଓ ): ଧାନ ସଂଗ୍ରହ ଠାରୁ ଆରମ୍ଭ କରି ଚାଉଳ ମିଲିଂ ଏବଂ କଷ୍ଟମ ମିଲିଂ ରାଇସ୍ (ସିଏମ୍‌ଆର୍‌) ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାକୁ ନେଇ ଏକାଠି ହୋଇଛନ୍ତି ରାଜ୍ୟର ରାଇସ୍ ମିଲର୍ସ । ମିଲର୍ସଙ୍କ ଆର୍ଥିକ ଓ ପରିଚାଳନାଗତ ସମସ୍ୟାର ସମାଧାନ ସହ ୧୨ ଦଫା ଦାବି ପୂରଣ ପାଇଁ ଓଡ଼ିଶା ରାଇସ୍ ମିଲର୍ସ ଆସୋସିଏସନ୍ ପକ୍ଷରୁ ଦାବି କରାଯାଇଛି। ୧୨ଦଫା ଦାବି ପୂରଣ ନହେଲେ ଧାନ କିଣା ଚୁକ୍ତିନାମା ରେ ସ୍ଵାକ୍ଷର କରିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି।
ଏହି ପରିପ୍ରେକ୍ଷୀରେ ଆସନ୍ତା ୨୭ ତାରିଖରେ ବରଗଡ଼ଠାରେ ଏକ ବିଶାଳ ସମାବେଶ ଆୟୋଜନ କରାଯିବ। କଣ୍ଟାବାଞ୍ଜି ସ୍ଥିତ ବନମାଳୀ ପ୍ୟାଲେସ୍‌ରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଛି।ଏହି ସାମ୍ବାଦିକ ସମ୍ମିଳନୀ ରେ ରାଜ୍ୟ ମିଲର୍ସ ସଂଘ ସଭାପତି ମହେଶ କୁମାର ବଂଶଲ ସଭାପତିତ୍ୱ କରିଥିଲେ।

ବୈଠକରେ ଧାନ ସଂଗ୍ରହ ବ୍ୟବସ୍ଥାରେ ରହିଥିବା ଅବ୍ୟବସ୍ଥା, ଧାନର ଏଫ୍‌ଏକ୍ୟୁ ମାନ ନିର୍ଦ୍ଧାରଣ, ସିଏମ୍‌ଆର୍‌ ଚାଉଳ ଗ୍ରହଣ ଓ ସଂରକ୍ଷଣ, ଧାନ ଏବଂ ଚାଉଳ ପରିବହନ ଖର୍ଚ୍ଚ ବୃଦ୍ଧି ସହ ମିଲିଂ ପ୍ରୋତ୍ସାହନ ରାଶି ବଢ଼ାଇବା ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା।

ମିଲର୍ସଙ୍କ ସମସ୍ୟାକୁ ସରକାର ଗୁରୁତ୍ୱର ସହ ବିଚାର କରି ୧୨ ଦଫା ଦାବି ଉପରେ ତୁରନ୍ତ ନିଷ୍ପତ୍ତି ନେବାକୁ ସଂଘ ପକ୍ଷରୁ ଦାବି କରାଯାଇଛି।
ସାମ୍ବାଦିକ ସମ୍ମିଳନୀରେ ଦିନଦୟାଲ କେଡ଼ିଆ, ନିବାସ ଜୈନ, ଦୀପକ ଅଗ୍ରୱାଲ, ରମେଶ ଜୈନ , ରାଜେଶ କୁମାର ଖେମକା ଓ ମହେଶ ଅଗ୍ରୱାଲ ମଞ୍ଚାସୀନ ଥିଲେ । ଏଥିସହ ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର ଶତାଧିକ ରାଇସ୍ ମିଲ୍ ମାଲିକ ବୈଠକରେ ଯୋଗ ଦେଇ ସଂଘର ଦାବିଗୁଡ଼ିକ ପ୍ରତି ସମର୍ଥନ ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026

You Might Also Like