-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||     

HOME   ଜିଲ୍ଲା

ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ

25-Nov-2026



ବଲାଙ୍ଗୀର(ପ୍ରେରଣା ଖବର): ଶୀତ ଋତୁରେ ଅସହାୟ, ଗରିବ ଓ ଆବଶ୍ୟକତା ଥିବା ଲୋକଙ୍କୁ ଶୀତରୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ସହଯୋଗ ଫାଉଣ୍ଡେସନ, ବଲାଙ୍ଗୀର ପକ୍ଷରୁ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଗତକାଲି ରାତିରେ ଏହି ମାନବିକ ସେବା କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଥିଲା।

କାର୍ଯ୍ୟକ୍ରମରେ ବଲାଙ୍ଗୀର ପୌରପାଳିକାର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।। ଏହି କାର୍ଯ୍ୟକ୍ରମରେ ସାମ୍ବାଦିକ  ଶ୍ରୀମନ୍ତ ପଣ୍ଡା ଏବଂ ଶରତ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଗରିମା ବଢ଼ାଇଥିଲେ।

ଶୀତ ରାତିରେ ରାସ୍ତାକଡ଼, ହସ୍ପିଟାଲ ପରିସର ଓ ଅନ୍ୟାନ୍ୟ ସ୍ଥାନରେ ରହୁଥିବା ଅସହାୟ ଏବଂ ଆବଶ୍ୟକତା ଥିବା ଲୋକଙ୍କୁ କମ୍ବଳ ପ୍ରଦାନ କରାଯାଇ ମାନବିକତାର ଏକ ସୁନ୍ଦର ଉଦାହରଣ ସୃଷ୍ଟି କରା ଯାଇଛି। ଆବଶ୍ୟକତା ସମୟରେ ଜଣେ ଅସହାୟ ବ୍ୟକ୍ତିଙ୍କୁ ଶୀତରୁ ସୁରକ୍ଷା ଦେବା ହିଁ ପ୍ରକୃତ ମାନବ ସେବା ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।ସହଯୋଗ ଫାଉଣ୍ଡେସନ ପକ୍ଷରୁ କୁହାଯାଇଛି ଯେ, ସମାଜର ଆବଶ୍ୟକତା ଥିବା ଲୋକଙ୍କ ସହାୟତା ପାଇଁ

ସଂସ୍ଥା ପକ୍ଷରୁ ବିଭିନ୍ନ ସେବାମୂଳକ କାର୍ଯ୍ୟ ନିରନ୍ତର ଭାବେ କରାଯାଉଛି। ଅନ୍ନ ସେବା, ବସ୍ତ୍ର ବଣ୍ଟନ, ସ୍ୱାସ୍ଥ୍ୟ ସେବା, ରକ୍ତଦାନ ଓ ଅନ୍ୟାନ୍ୟ ମାନବିକ କାର୍ଯ୍ୟକ୍ରମ ସହିତ ଶୀତ ଋତୁରେ କମ୍ବଳ ବଣ୍ଟନ ମଧ୍ୟ ସଂସ୍ଥାର ଏକ ପ୍ରମୁଖ ସେବା ପଦକ୍ଷେପ।

ଏହି ଅବସରରେ ସହଯୋଗ ଫାଉଣ୍ଡେସନ ପକ୍ଷରୁ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିବା ସମସ୍ତ ଅତିଥି, ସହଯୋଗୀ, ଦାତା, ସ୍ୱେଚ୍ଛାସେବୀ ଓ ସେବାକର୍ମୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଯାଇଛି।

ସମାଜର ପ୍ରତ୍ୟେକ ସକ୍ଷମ ବ୍ୟକ୍ତି ଆଗକୁ ଆସି ଆବଶ୍ୟକତା ଥିବା ଲୋକଙ୍କ ପାଇଁ ସହାୟତାର ହାତ ବଢ଼ାଇଲେ ଏହି ସେବା ଅଭିଯାନ ଆହୁରି ବ୍ୟାପକ ହୋଇପାରିବ ବୋଲି ସଂସ୍ଥା ପକ୍ଷରୁ ଆଶା ପ୍ରକାଶ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   25-Nov-2026
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026

You Might Also Like