-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||     

HOME   ଜିଲ୍ଲା

ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ

25-Nov-2026



ବାଲିଗୁଡ଼ା(ସୁଶୀଳ କୁମାର ପାଣିଗ୍ରାହୀ):  କାର୍ତ୍ତିକ ମାସର ଧାର୍ମିକ ନିୟମ ଓ ସଂଯମ ପରେ ଆସିଛି ବହୁ ପ୍ରତୀକ୍ଷିତ ଛାଡ଼ଖାଇ। ଏହାକୁ ନେଇ ଆମିଷପ୍ରେମୀଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ ଓ ଉଦ୍ଦୀପନା। ସକାଳୁ ସକାଳୁ ବାଲିଗୁଡ଼ା ସହରର ବିଭିନ୍ନ ଆମିଷ ବଜାରରେ ଗ୍ରାହକଙ୍କ ଭିଡ଼ ଜମିଥିବା ବେଳେ ବଜାରରେ ସୃଷ୍ଟି ହୋଇଛି

ଉତ୍ସବମୁଖର ପରିବେଶ। ଛାଡ଼ଖାଇ ଅବସରରେ ନିଜ ପସନ୍ଦର ଆମିଷ ସାମଗ୍ରୀ କିଣିବା ପାଇଁ ଲୋକେ ସକାଳୁ ବଜାରକୁ ଛୁଟି ଆସିଥିଲେ। ମାଛ, ମାଂସ, ଚିଙ୍ଗୁଡ଼ି, କଙ୍କଡ଼ା ଓ ଅଣ୍ଡା ଦୋକାନ ଗୁଡ଼ିକରେ ଗ୍ରାହକଙ୍କ ଲମ୍ବା ଧାଡ଼ି ଲାଗିଥିଲା। କାଲି ମାର୍ଗଶିର ଗୁରୁବାର ଯୋଗୁଁ କେତେକ ଙ୍କ ଘରକୁ ଆମିଷ ଆସି ନ ଥିବା ଜଣାପଡ଼ିଛି, ସେମାନେ ଶୁକ୍ରବାର ଦିନ ଛାଡ଼ ଖାଇ ପାଳନ କରିବେ ବୋଲି ପ୍ରକାଶ କରିଛନ୍ତି  l ବିଶେଷକରି ତାଜା ଚିଙ୍ଗୁଡ଼ି ଓ ଜୀଅନ୍ତା ମାଛ ଓ କଙ୍କଡ଼ା କିଣିବା ପାଇଁ ଗ୍ରାହକଙ୍କ ଅଧିକ ଆଗ୍ରହ ଦେଖିବାକୁ ମିଳିଥିଲା। ଗ୍ରାହକଙ୍କ ଚାହିଦାକୁ ଦେଖି ବ୍ୟବସାୟୀ ମାନେ ମଧ୍ୟ ବିଭିନ୍ନ ପ୍ରକାରର ଆମିଷ ସାମଗ୍ରୀ ଦୋକାନରେ ମହଜୁଦ ରଖିଥିଲେ। ଦୀର୍ଘ

ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରି ଆମିଷ ଖାଦ୍ୟଠାରୁ ଦୂରେଇ ରହିଥିବା ଲୋକେ ଛାଡ଼ଖାଇରେ ନିଜ ପସନ୍ଦର ଖାଦ୍ୟର ମଜା ନେବାକୁ ପ୍ରସ୍ତୁତ ହୋଇଛନ୍ତି। ଘରେ ଘରେ ଚାଲିଥିଲା  ବିଭିନ୍ନ ସ୍ୱାଦିଷ୍ଟ ଆମିଷ ବ୍ୟଞ୍ଜନ ପ୍ରସ୍ତୁତିର ଆୟୋଜନ। କେଉଁଠି ମାଛ ତରକାରୀ ତ ଆଉ କେଉଁଠି ଚିଙ୍ଗୁଡ଼ି ଓ କଙ୍କଡ଼ାର ସ୍ୱତନ୍ତ୍ର ବ୍ୟଞ୍ଜନ ମଧ୍ୟ ହୋଇଥିଲା l  ଅନ୍ୟପକ୍ଷରେ ଛାଡ଼ଖାଇର ଚାହିଦାକୁ ନେଇ ଆମିଷ ବ୍ୟବସାୟୀଙ୍କ ମଧ୍ୟରେ ମଧ୍ୟ ଖୁସିର ମାହୋଲ ଦେଖାଦେଇଛି। ସକାଳଠାରୁ ଗ୍ରାହକଙ୍କ ଭିଡ଼ ଲାଗି ରହିଥିବାରୁ ବ୍ୟବସାୟ ଭଲ ହୋଇଥିବା ଦେଖିବାକୁ ମିଳିଥିଲା। ସାମଗ୍ରିକ ଭାବେ ଛାଡ଼ଖାଇକୁ ନେଇ ବାଲିଗୁଡ଼ାରେ ଆମିଷ ବଜାରଠାରୁ ଆରମ୍ଭ କରି ଘର ପର୍ଯ୍ୟନ୍ତ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ ପରିଲକ୍ଷିତ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   25-Nov-2026
  ଜିଲ୍ଲା  
ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   25-Nov-2026
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026

You Might Also Like