-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||     

HOME   ଜିଲ୍ଲା

*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*

26-Nov-2026



(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ଲ୍ୟାମ୍ପସ୍ ରେ ବ୍ୟାପକ ସାର ଦୁର୍ନୀତି ଅଭିଯୋଗ ପରେ , ସାର ଷ୍ଟକ୍ ଯାଞ୍ଚ ବେଳେ ୩୨ ଲକ୍ଷ ୬୨ ହଜାର ଟଙ୍କା ର ଏକ ବଡ଼ ଦୁର୍ନୀତି ସାମ୍ନାକୁ ଆସିଛି। ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶରେ ବର୍ତ୍ତମାନ ଡାବୁଗାଁ  ଲ୍ୟାମ୍ପସ୍ ଭାର ପ୍ରାପ୍ତ ଶାଖା ପରିଚାଳକ ହରିବନ୍ଧୁ ମିର୍ଗାନ ଙ୍କୁ ନିଲମ୍ବିତ କରା ଯାଇଛି। ବର୍ତ୍ତମାନ ବିଭିନ୍ନ ସ୍ବେଛାସେବୀ ସଂଗଠନ, ସଂଘ, ଓ ବୁଦ୍ଧିଜୀବୀ ମାନେ ଏହାର ଉଚ୍ଚ ସ୍ତରୀୟ ଭିଜିଲାନ୍ସ ତଦନ୍ତ ପାଇଁ ଦାବି କରିଛନ୍ତି। ଏହା ସହ ସାର ନିୟନ୍ତ୍ରଣ ଆଦେଶ, ୧୯୮୫ ଅନୁସାରେ ନିରପେକ୍ଷ ତଦନ୍ତ ସହ , ଆବଶ୍ୟକ ସ୍ଥଳେ ଲୋକାୟୁକ୍ତ ଦ୍ବାରା ମଧ୍ୟ ଉଚ୍ଚ ସ୍ତରୀୟ ତଦନ୍ତ ହେବା ଉଚିତ ବୋଲି ସାମାଜିକ କାର୍ଯ୍ୟକର୍ତ୍ତା ମାନେ ମତବ୍ୟକ୍ତ କରିଛନ୍ତି। ସାର ଦୁର୍ନୀତି ଓ ବିଭିନ୍ନ ଅନିୟମିତତା କୁ ନେଇ ଡାବୁଗାଁ ଲ୍ୟାମ୍ପସ୍  ବିରୋଧରେ ଅନେକ ଅଭିଯୋଗ ସୋଇଥିବା ସ୍ଥଳେ , ନିରପେକ୍ଷ ତଦନ୍ତ ପରେ  ଦୋଷୀ ସାବ୍ୟସ୍ତ ହେଲେ  ଲ୍ୟାମ୍ପସ୍ ଏମ୍.ଡି ଙ୍କୁ କାର୍ଯ୍ୟ ରୁ ବରଖାସ୍ତ ଯଥା ଶୀଘ୍ର କରିବା ପାଇଁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   26-Nov-2026
  ଜିଲ୍ଲା  
*ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   26-Nov-2026
  ଜିଲ୍ଲା  
ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   26-Nov-2026
  ଜିଲ୍ଲା  
ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   26-Nov-2026
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   25-Nov-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   25-Nov-2026
  ଜିଲ୍ଲା  
ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   25-Nov-2026
  ଜିଲ୍ଲା  
ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   25-Nov-2026

You Might Also Like