-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||     

HOME   ଜିଲ୍ଲା

ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ

26-Nov-2026



ସୁନ୍ଦରଗଡ଼(କାଞ୍ଚନପ୍ରଭା ନନ୍ଦ): ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ତୀର୍ଥଯାତ୍ରୀ ମାନେ ସମ୍ବଲପୁର ଅଭିମୁଖେ ଯାତ୍ରା କରିଛନ୍ତି। ସମ୍ୱଲପୁରରୁ ଆସନ୍ତା କାଲି ଏକ ସ୍ବତନ୍ତ୍ର ଟ୍ରେନ ମାଧ୍ୟମରେ ହରିଦ୍ୱାର ଏବଂ ଋଷିକେଶକୁ ଯାତ୍ରା କରିବେ। ଏହି ଅବସରରେ ଆଜି ସ୍ଥାନୀୟ ବିକାଶ ଭବନ ପରିସରରେ ବିଭିନ୍ନ ବ୍ଲକରୁ ଆସିଥିବା ତୀର୍ଥଯାତ୍ରୀ

ମାନଙ୍କର ବସକୁ ମାନ୍ୟବର କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ ସନ୍ତୋଷ  ଅମାତ୍, ସୁନ୍ଦରଗଡ଼ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ତନୟା ମିଶ୍ର,ଜନଜାତି ପରାମର୍ଶଦାତା କମିଟିର ସଦସ୍ୟ ଶ୍ରୀମତୀ କୁସୁମ ଟେଟେ ପତାକା ଦେଖାଇ ଶୁଭାରମ୍ଭ  କରିଥିଲେ। ଏହି ଅବସରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀ ହରେକୃଷ୍ଣ ସାହୁ ଏବଂ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ। 

ଏହି ତୀର୍ଥଯାତ୍ରାରେ  ସୁନ୍ଦରଗଡ଼ ଜିଲ୍ଲାରୁ ମୋଟ ୧୮୦ ଜଣ ତୀର୍ଥଯାତ୍ରୀ ସାମିଲ ହୋଇଛନ୍ତି । ଏହି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ତୀର୍ଥ ଯାତ୍ରୀଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ପ୍ରକାଶ ଥାଉ କି ଏହି ତୀର୍ଥ ଯାତ୍ରାରେ ଉତ୍ତରାଞ୍ଚଳ ରାଜସ୍ୱ ଡିଭିଜନର ୭ ଗୋଟି ଜିଲ୍ଲା ର ତୀର୍ଥ ଯାତ୍ରୀ ସାମିଲ ହୋଇଛନ୍ତି। ଆସନ୍ତା କାଲି ଯାତ୍ରା ଆରମ୍ଭ କରି ଚଳିତ ନଭେମ୍ବର ୦୨ ତାରିଖ ତୀର୍ଥ ଯାତ୍ରୀ ମାନଙ୍କ ଫେରିବାର କାର୍ଯ୍ୟକ୍ରମ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026

You Might Also Like