-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||     

HOME   ଜିଲ୍ଲା

ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।

27-Nov-2026



ଭୁବନେଶ୍ୱର(ପ୍ରେରଣା ଖବର)- ଭୁବନେଶ୍ୱର ସ୍ଥିତ ହୋଟେଲ ଏକ୍ସେଲେନ୍ସି ଠାରେ ଓଡ଼ିଶାର ସ୍ୱେଚ୍ଛାସେବୀ ଅନୁଷ୍ଠାନ ଅରୁଣା ,ବ୍ରହ୍ମପୁର ଦ୍ୱାରା ସଦସ୍ୟ  ସଚିବ ଲୋକନାଥ ମିଶ୍ର ଙ୍କ ସଭାପତିତ୍ବରେ  ସିଆରଏସ୍ , ଆଇଏସି ଏନ୍,ସେଣ୍ଟର ଅଫ ଏକ୍ସେଲେନ୍ସ ଦ୍ୱାରା  ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ କରାଗଲା। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଓଡିଶା ରାଜ୍ୟ ଶିଶୁ  ଅଧିକାର ସୁରକ୍ଷା ଆୟୋଗ ର ଅଧ୍ଯକ୍ଷା ବବିତା ପାତ୍ର, ସଦସ୍ୟା  ଚନ୍ଦନା ଦାସ,କସ୍ତୁରୀ ମିଶ୍ର,ମନସ୍ମିତା

ଖୁଣ୍ଟି,ଡକ୍ଟର ବସୁନ୍ଧରା, ୟୁନିସେଫ୍ ର ଓଡ଼ିଶାର ମାନା ବିଶ୍ୱାସ ମଞ୍ଚାସୀନ ଥିଲେ।ଏହି ଅବସରରେ ପ୍ରତ୍ୟେକ ଶିଶୁଙ୍କ ପାଇଁ ପ୍ରଥମେ ପରିବାର ଆବଶ୍ୟକତା ରହିଛି ,ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଶିଶୁମାନଙ୍କ ପାଇଁ ଶାରୀରିକ,ବୌଦ୍ଧିକ ,ମାନସିକ ବିକାଶ ନିମନ୍ତେ ପାରିବାରିକ ଯତ୍ନର ଆବଶ୍ୟକତା ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ।ରାଜ୍ୟରେ ଏହାକୁ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷ ପୁସ୍ତକ ଉନ୍ମୋଚନ ଅବସରରେ ମତବ୍ୟକ୍ତ ପ୍ରଦାନ କରିଥିଲେ।ୟୁନିସେଫ୍  ଓଡ଼ିଶାର ମାନା ବିଶ୍ୱାସ ମଧ୍ୟ ଓଡ଼ିଶାରେ ପ୍ରତ୍ୟେକ ଶିଶୁଙ୍କ ପାଇଁ ପ୍ରଥମେ ପରିବାର ଆବଶ୍ୟକତା ରହିଛି ,ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଶିଶୁମାନଙ୍କ ପାଇଁ ଶାରୀରିକ,ବୌଦ୍ଧିକ ,ମାନସିକ ବିକାଶ ନିମନ୍ତେ ପାରିବାରିକ ଯତ୍ନର ଆବଶ୍ୟକତା ବୋଲି ବକ୍ତବ୍ୟରେ ପ୍ରକାଶ କରିଥିଲେ। ଏହି ପୁସ୍ତକ ଓଡ଼ିଶାରେ ଫୋଷ୍ଟର କେୟାର ଯୋଜନା କୁ ଆହୁରି ସୁଦୃଢ଼ କରିବା ବୋଲି

ଲେଖିକା  ଡକ୍ଟର ବସୁନ୍ଧରା ମତାମତ ପ୍ରଦାନ କରିଥିଲେ।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ବନିଶ୍ରୀ ପଟ୍ଟନାୟକ ସି ଆର୍ ଏସ ର ମନୋରଞ୍ଜନ ଦାସ,ସୁସ୍ମିତା ଭୋଈ, ଏଡ ଏଡ୍ ଏକ୍ସନ୍ ର ସରୋଜ ବାରିକ, ପିକକ୍,ସୁନ୍ଦରଗଡ,ବଲାଙ୍ଗୀର,ଗଜପତି ଜିଲ୍ଲାର ଅରୁଣା ର ଜିଲ୍ଲା ପରାମର୍ଶଦାତା  ଓ  କର୍ମୀ ମାନେ ଉପସ୍ଥିତ ଥିଲେ।ପରିଶେଷରେ  ସି ଆର୍ ଏସ ର ସୁସ୍ମିତା ଭୋଈ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   27-Nov-2026
  ରାଜ୍ୟ  
ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   27-Nov-2026
  ଜିଲ୍ଲା  
ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,   27-Nov-2026
  ଜିଲ୍ଲା  
ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା   27-Nov-2026
  ଜିଲ୍ଲା  
*ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   27-Nov-2026
  ଜିଲ୍ଲା  
ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    27-Nov-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026

You Might Also Like