-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||     

HOME   ଜିଲ୍ଲା

ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି

27-Nov-2026



ଲୋକ ଉତ୍ସବ ରେ କେବଳ ସହରର କିଛି କଳାକାରଙ୍କୁ ପ୍ରାଧାନ୍ୟ ଦିଆଯାଉଥିବାରୁ ଗ୍ରାମାଂଚଳର ପ୍ରକୃତ କଳାକାର ଧିରେ ଧିରେ ମରିଯାଉଛି । ଅତଏବ୍ ଐତିହ୍ୟ ସମ୍ପନ୍ନ ବଲାଙ୍ଗିର ଜିଲ୍ଲାରେ ଲୋକ ମହୋତ୍ସବ ଠିକ୍ ସମୟରେ ଓ ଅସଲି କଳାକାର ମଂଚ କୁ ପ୍ରତିନିଧିତ୍ୱ କରନ୍ତୁ ବୋଲି କମିଟି ଜୋର ଦେଇଛି । ସୂଚନାଯୋଗ୍ୟ ଯେ ବଲାଙ୍ଗିର ସହରର କୋଶଲ କଳା ମଣ୍ଡଳ ପଡିଆ କଳାକାରଙ୍କ ପ୍ରାଣସ୍ଥଳି । ୧୯୯୯ ମସିହାରେ ପ୍ରଥମ କରି ଆୟୋଜିତ ହୋଇଥିବା ବଲାଙ୍ଗିର ଲୋକ ଉତ୍ସବ ଲୋକଙ୍କ ଉତ୍ସବ ନ ହୋଇ ଧିରେ ଧିରେ ଏହା ଦିଗହରା ହୋଇ ଯାଉଛି । ଏଠି କଳାକାର ଙ୍କ ଅପେକ୍ଷା ରାଜନୀତି ପଶୁଛି । ଲୋକଉତ୍ସବ ହେଉଛି ଜନସାଧାରଣ ତଥା ଲୋକ କଳାକାରଙ୍କ ଉତ୍ସବ । ଏହାର ପରିଚାଳନା ଓ ନିତିଗତ ନିଷ୍ପତ୍ତି କଳାକାରମାନଙ୍କ ଉପରେ ଛାଡିଦେବା ପାଇଁ ଦେବାଳୟ ଓ ଐତିହ୍ୟ ସୁରକ୍ଷା କମିଟି ଆହ୍ୱାନ ଦେଇଛି । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ବଲାଙ୍ଗିର ର ଭୁଲ ନିଷ୍ପତ୍ତି ଯୋଗୁଁ ଚଳିତ ବର୍ଷ ଲୋକ ଉତ୍ସବ ବିଳମ୍ବ ହେଉଛି । ବର୍ତ୍ତମାନ ସୁଦ୍ଧା ଏହି ଲୋକ ମହୋତ୍ସବର ପ୍ରସ୍ତୁତି ମଧ୍ୟ ହୋଇ ନାହିଁ । ହଠାତ୍ ବିଭାଗୀୟ ଅଧିକାରୀ କିଛି ଲୋକଙ୍କୁ ନେଇ ବିଜ୍ଞପ୍ତି ପ୍ରକାଶ କରି ତରତର ରେ ଲୋକଉତ୍ସବ ଆୟୋଜନ କରୁଥିବା ବେଳେ ଗ୍ରାମାଂଚଳର ପ୍ରକୃତ କଳାକାର କଳା ପ୍ରଦର୍ଶନରୁ ବଂଚିତ ହୋଇ ଆସୁଛନ୍ତି । ଲୋକ ଉତ୍ସବ ଆୟୋଜନ ପୂର୍ବରୁ ଏକ ନିର୍ଦ୍ଦିଷ୍ଟ ସମୟସୀମା ସହ ପୁର୍ଣ୍ଣାଙ୍ଗ ତାରିଖ କଳାକାରଙ୍କୁ ଜଣାଇବା ପାଇଁ କମିଟି ଦାବି କରିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକ ଉତ୍ସବ ପାଇଁ ବିଭିନ୍ନ ଜିଲ୍ଲାକୁ ପାଣ୍ଠି ଯୋଗାଇ ଦିଆଯାଉଥିବା ବେଳେ ବଲାଙ୍ଗିର ଜିଲ୍ଲା ପାଇଁ ସ୍ୱତନ୍ତ୍ର ଅନୁଦାନ ରାଜ୍ୟ ସରକାର ଘୋଷଣା କରନ୍ତୁ । ସରକାର ଦେଉଥିବା ଅର୍ଥକୁ ସଠିକ୍ ପରିଚାଳନା ଓ ଠିକ୍ ଜାଗାରେ ଖର୍ଚ୍ଚ କରିବାକୁ ଜିଲ୍ଲାପାଳଙ୍କ ଠାରେ ଦାବି ରଖିଛି କମିଟି । ଏହି ଉତ୍ସବ ଆୟୋଜନ ହେଲେ କଳା ଓ କଳାକାର ଙ୍କ ବିକାଶ ହେବ ତଥା ଜିଲ୍ଲାର ସଂସ୍କୃତି ଐତିହ୍ୟ ସମଗ୍ର ରାଜ୍ୟ ତଥା ରାଜ୍ୟ ବାହାରେ ଉଜ୍ଜିବିତ ହେବ । ଆଗକୁ ବିଭିନ୍ନ ସ୍କୁଲ ଓ କଲେଜର ବାର୍ଷିିକ ପରୀକ୍ଷା ହେବାକୁ ଥିବା ବେଳେ ଲୋକ ଉତ୍ସବ ଠିକ୍ ସମୟରେ ଆୟୋଜନ କରିବା ପାଇଁ ଜିଲ୍ଲାପାଳଙ୍କ ଠାରେ ଦାବି ହୋଇଛି । ଜିଲ୍ଲାପାଳ ଶ୍ରୀ ଇସ୍‌ଲୱାର କମିଟିର ଦାବି ଗୁଡିକ ଶୁଣିବା ପରେ ଆସୁଥିବା ସମସ୍ୟାକୁ ଗୁରୁତର ସହ ଗ୍ରହଣ କରି ତାର ସମାଧାନ କରାଯିବ ବୋଲି ନିର୍ଭର ପ୍ରତିଶୃତି ଆଲୋଚନା ସମୟରେ ଦେଇଥିଲେ । ଆଲୋଚନା ବେଳେ ଅନ୍ୟମାନଙ୍କ ମଧ୍ୟରେ ଦେବାଳୟ ଓ ଐତିହ୍ୟ ସୁରକ୍ଷା କମିଟିର ସଂପାଦକ ପ୍ରଶାନ୍ତ ମହାକୁର, ଭବାନୀ ଶଙ୍କର ଭୋଇ, ଶମ୍ଭୁ ପ୍ରସାଦ ଶତପଥୀ ଓ ବିଭୁ କଲ୍ୟାଣ ଗଡତ୍ୟା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   27-Nov-2026
  ରାଜ୍ୟ  
ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   27-Nov-2026

You Might Also Like