-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||     

HOME   ଜିଲ୍ଲା

ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll

27-Nov-2026



 

 

 

 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )

 

ସମ୍ବଲପୁରର ସର୍ବପୁରାତନ ନାଟ୍ୟସଂସ୍ଥା ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ଆୟୋଜିତ "ନାଟ୍ୟକଳା ଉତ୍ସବ- ୨୦୨୬" ର ପ୍ରଥମ ଦିନରେ " ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଏକ ଆଲୋଚନାଚକ୍ର ଜେଲ ଛକ ସମ୍ବଲପୁର କଳାକେନ୍ଦ୍ର ମଞ୍ଚ ରେ ଅନୁଷ୍ଠିତ ହୋଇଯାଇଛି l 

 

ଏଥିରେ ବିଶିଷ୍ଟ ନାଟ୍ୟବିତ୍‌ ଡ. ଶ୍ୟାମ ସୁନ୍ଦର ଧରଙ୍କ ସଭାପତିତ୍ୱରେ ଆୟୋଜିତ "ଏଭର୍‌ ସମ୍ବଲପୁରୀ ନାଟକଥି ଲୋକ୍‌ ଉପାଦାନ୍‌ " ବିଷୟ ଉପରେ ଆୟୋଜିତ ଆଲୋଚନା ସଭାରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଡ. ଦ୍ୱାରିକାନାଥ ନାୟକ କହିଥିଲେ ଯେ, ପଶ୍ଚିମ ଓଡିଶାରେ ସବୁଠାରୁ ବେଶି ସମ୍ବଲପୁରୀ ନାଟକ ସମ୍ବଲପୁରରେ ହିଁ ମଞ୍ଚନ ହେଉଛି l ସମ୍ବଲପୁରୀ ଭାଷାରେ ନାଟକ ଲେଖା ପାଖାପାଖି ଶହେ ବର୍ଷ ହୋଇଗଲାଣି ଏବଂ ଭାଷା ପ୍ରସାରର ସବୁଠାରୁ ବଡ ମାଧ୍ୟମ ସମ୍ବଲପୁରୀ ହିଁ ନାଟକ ସାଜିଛି l 

ଏହି ଅବସରରେ ଆଲୋଚକ ନାଟ୍ୟବିତ ପ୍ରଦୀପ କୁମାର ପଣ୍ଡା ତାଙ୍କ ବକ୍ତବ୍ୟରେ କହିଥିଲେ, ପ୍ରାୟ ସମସ୍ତ ସମ୍ବଲପୁରୀ ନାଟକରେ ଅଳ୍ପ ବେଶି ଲୋକ ଉପାଦାନର ପ୍ରଭାବ ରହିଛି। ସଙ୍ଗୀତ,ସଂଳାପ ଚରିତ୍ର ସମ୍ବଲପୁରୀ ନାଟକରେ ସବୁଠି ଲୋକ ଉପାଦାନ ଭରି ରହିଛି। ମୌଳିକ ସମ୍ବଲପୁରୀ ନାଟକ ଲୋକ ଉପାଦାନ ବିନା ଅସମ୍ଭବ l ଆଲୋଚକ ସତ୍ୟରଞ୍ଜନ ବେହେରା ତାଙ୍କ ବକ୍ତବ୍ୟରେ କହିଥିଲେ ଯେ, କୌଣସି ସମାଜର ପ୍ରକୃତ ପରିଚୟ ସେହି ସମାଜର ସଂସ୍କୃତି ଉପରେ ନିହିତ, ଯାହାର ନିଛକ ରୂପ ରହିଥାଏ ସେହି ଅଞ୍ଚଳର ଲୋକvସଂସ୍କୃତିରେ l ଏହାର ତୀବ୍ର ପ୍ରତିଫଳନ ଆମେ ନାଟକରେ ପାଇଥାଉ l ଶ୍ରୀ ବେହେରା ଏହି ମାଧ୍ୟମରେ ଅନେକ ଗୁଡିଏ ସମ୍ବଲପୁରୀ ନାଟକର ଦୃଷ୍ଟାନ୍ତ ଦେଇଥିଲେ l

 

ଅନ୍ୟତମ ଆଲୋଚକ ଡ. ମାନସ ରଞ୍ଜନ ମିଶ୍ର ତାଙ୍କ ବକ୍ତବ୍ୟରେ କହିଥିଲେ ଯେ,ଲୋକ ଉପାଦାନ ହେଉଛି ସମ୍ବଲପୁରୀ ନାଟକର ଆତ୍ମା। l ଲୋକ ଉପାଦାନକୁ ଛାଡି ସମ୍ବଲପୁରୀ ନାଟକର ଅସ୍ଥିତ୍ୱ ନାହିଁ l ଯେଉଁ ଧାରା ଏତେଦିନ ହେଲା ଜାରି ରହିଛି l 

ଶେଷରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ର ପ୍ରଦର୍ଶନ କଳା ବିଭାଗର ସହକାରୀ ପ୍ରଫେସର ଆଲୋଚକ ଡ. ଚନ୍ଦ୍ରକାନ୍ତ ମହାନନ୍ଦ ଲୋକ ଉପାଦାନ ଉପରେ ଆଲୋଚନା କରିବା ପୂର୍ବରୁ ଆମକୁ 'ଲୋକ'କୁ ଜାଣିବାକୁ ହେବ ବୋଲି କହିଥିଲେ l ପ୍ରାୟତଃ ସମାଜରେ ଦରିଦ୍ର ଖଟିଖିଆ ଶ୍ରେଣୀର ବ୍ୟକ୍ତି ହିଁ ଲୋକକଳାକୁ ବଞ୍ଚାଇ ରଖୁଛି l ଜୀବନ ବଞ୍ଚିବାର ଶୈଳୀରୁ ପରୋକ୍ଷରେ କଳାର ସୃଷ୍ଟି ତେଣୁ ଆମକୁ ନାଟ୍ୟକଳାକୁ ଗଭୀର ଅଧ୍ୟୟନ କରିବାର ଆବଶ୍ୟକତା ରହିଛି ବୋଲି କହିଥିଲେ l

 

 ସଭା ପ୍ରାରମ୍ଭରେ ଦିବଂଗତ ନାଟ୍ୟକାର ଶୈଳେଶ ଚନ୍ଦ୍ର ପଟ୍ଟନାୟକ ଓ ନାଟ୍ୟ ସଙ୍ଗଠକ ମନୋରଞ୍ଜନ ପାଢୀଙ୍କ ଆତ୍ମାର ସଦଗତି କାମନା କରି ନୀରବ ପ୍ରାର୍ଥନା କରାଯାଇଥିଲା l ଅନୁଷ୍ଠାନ ର ସହ ସମ୍ପାଦକ ବିରୂପାକ୍ଷ ପ୍ରଧାନ ଅତିଥିମାନଙ୍କୁ ମଞ୍ଚକୁ ଆମନ୍ତ୍ରଣ କରିଥିବା ବେଳେ ଉପଦେଷ୍ଟା ସୂର୍ଯ୍ୟ ପାଣିଗ୍ରାହୀ ଅତିଥି ପରିଚୟ ପ୍ରଦାନ କରିଥିଲେ l ସମ୍ପାଦକ ଡଃ ସିଦ୍ଧାର୍ଥ ପଣ୍ଡା ପ୍ରାରମ୍ଭିକ ସୂଚନା ସହ ସ୍ୱାଗତ ଭାଷଣ ଦେଇଥିଲେ l ଶେଷରେ ଅନୁଷ୍ଠାନ ର ଉପଦେଷ୍ଟା ଶିରୀଷ ଚନ୍ଦ୍ର ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ l ସଭ୍ୟ ସଭ୍ୟା ତଥା ରଞ୍ଜନା ପୃଷ୍ଟି, ସଂଯୁକ୍ତା ପଣ୍ଡା, ଗୋରେଖ ଲାଲ ଦାଶ,ପୂର୍ଣ୍ଣଚନ୍ଦ୍ର ଦାଶ, ଅଶୋକ କୁମାର ମିଶ୍ର, ଯୋଗେଶ ନନ୍ଦ, ପ୍ରଶାନ୍ତ ମହାରଣା, ଅଶୋକ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା ରେ ସକ୍ରିୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026

You Might Also Like