-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   (28-Nov-2026)       ||      ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   (28-Nov-2026)       ||      ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (28-Nov-2026)       ||      ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   (28-Nov-2026)       ||      ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   (28-Nov-2026)       ||      କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||      ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||     

HOME   ଜିଲ୍ଲା

*ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*

28-Nov-2026



ନବରଙ୍ଗପୁର -(ପ୍ରିୟଦର୍ଶିନୀ ପାତ୍ର)
ବିରିଶୋଲା ଆଶ୍ରମ ର ମୂଖ୍ୟ ବ୍ରହ୍ମ ଅବଧୂତ ଅନାଦି ବାବା ଙ୍କୁ ଦିଆ ଯାଇଛି ମାନସିକ ଓ ଶାରିରୀକ ଯନ୍ତ୍ରଣା। ମିଳିଛି ଜୀବନରେ ମାରିଦେବାକୁ ଧମକ,  କରା ଯାଉଛି ଚରିତ୍ର ସଂହାର, ଆଶ୍ରମ ର ଗୋ ସଂପଦ ଓ ବିଭିନ୍ନ ଜିନିଷ କୁ ନେଇ ଫେରସ୍ତ କରାଯାଉ ନାହିଁ, ସାମାଜିକ ଗଣମାଧ୍ୟମରେ ମିଥ୍ୟା ପ୍ରସଙ୍ଗ ସବୁ ପ୍ରଚାର କରା ଯାଉଛି। ୨୭ ତାରିଖ ନଭେମ୍ବର ୨୦୨୬ ଅପରାହ୍ନ ରେ ଜଗବନ୍ଧୁ ଭତ୍ରା, ତାଙ୍କ ସ୍ତ୍ରୀ ଏବଂ ଗୌତମ ନନ୍ଦ ଦାସ ବିରୋଧରେ ଡାବୁଗାଁ ଥାନା ରେ ଏଭଳି  ଏତଲା ଦେଇଛନ୍ତି  ବାବା। ବ୍ରହ୍ମ ଅବଧୂତ ସୌଭାଗ୍ୟ ବାବା, ଜୁନାପାଣୀ ସରପଞ୍ଚ ଦୟାନିଧି ଭତ୍ରା, ରାମ ଭତ୍ରା, ହିନ୍ଦୁ ମହାସଂଘ ସାମାଜିକ ଗଣମାଧ୍ୟମ ପ୍ରଭାରୀ ଗୋରା ହରିଜନ, ଜଗନ୍ନାଥ ନାୟକ, ଗୋବର୍ଦ୍ଧନ ସାନ୍ତା, ପବିତ୍ର ମାଳି,  ଦଳମଣୀ ସାହୁ, ଅମର ସିଂ, ପୂର୍ଣ୍ଣ ଭକ୍ତ ଏବଂ ଅନେକ ମହିମା ସମାଜର ଭକ୍ତ ଏତଲା ଦେବା ସମୟରେ ଉପସ୍ଥିତ ଥିଲେ। ହିନ୍ଦୁ ମହାସଂଘ ର ପ୍ରତିଷ୍ଠାତା ସୂର୍ଯ୍ୟବଂଶୀ ଜୟନ୍ତ କୁ ଏ ବିଷୟରେ ସଂପର୍କ କରିବା ପରେ ସେ ନିଜ ପ୍ରତିକ୍ରିୟା ରେ କହିଛନ୍ତି " ଅନାଦି ବାବା ଜଣେ ଅତି ଉଚ୍ଚକୋଟୀର ସାଧୁ। ସାଧୁସନ୍ଥ ମାନଙ୍କ ଉପରେ ଦିନକୁ ଦିନ କୁ ଦିନ ଅତ୍ୟାଚାର ବଢୁଛି। ସନ୍ଥ ମାନଙ୍କ ସୁରକ୍ଷା ପାଇଁ ହିନ୍ଦୁ ସମାଜ ଧ୍ୟାନ ଦେବା ଉଚିତ। ସମସ୍ତେ ଆଇନ୍ ଉପରେ ଭରସା ରଖନ୍ତୁ। ବିନା ପ୍ରମାଣ ରେ ସାମାଜିକ ଗଣମାଧ୍ୟମରେ କରାଯାଉଥିବା ପୋଷ୍ଟ ଉପରେ ମଧ୍ୟ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବା ଉଚିତ ବୋଲି ସେ ନିଜ ମତ ରଖିଛନ୍ତି। ବାବା ଙ୍କ ଉପରେ ହେଉଥିବା ଅତ୍ୟାଚାର କୁ ନାପସନ୍ଦ କରିଛନ୍ତି ଅଞ୍ଚଳବାସୀ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   28-Nov-2026
  ଜିଲ୍ଲା  
ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   28-Nov-2026
  ଜିଲ୍ଲା  
ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   28-Nov-2026
  ଜିଲ୍ଲା  
ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   28-Nov-2026
  ଜିଲ୍ଲା  
ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   28-Nov-2026
  ଜିଲ୍ଲା  
କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   28-Nov-2026
  ଜିଲ୍ଲା  
ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   28-Nov-2026
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026

You Might Also Like