-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପାପଡ଼ାହାଣ୍ଡିରେ "କନ୍ୟାରତ୍ନ ଦିବସ ନିଆରା ଢଙ୍ଗ " ରେ ପାଳନ ଓ ଶପଥ ପାଠ ଗ୍ରହଣ   (28-Nov-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୫ତମ ଜନ୍ମ ଜୟନ୍ତୀ ପାଳିତ*   (28-Nov-2026)       ||      ଫ୍ୟୁଜନ୍ ଶକ୍ତି ବିଶ୍ୱକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବ: ପ୍ରଫେସର ଡେଭିଡ୍ ଗ୍ୟାନ୍ ୟୁକେ ଫ୍ୟୁଜନ୍ ଏନର୍ଜି ଲିମିଟେଡ୍‌ର ଅଧ୍ୟକ୍ଷ ତଥା ସ୍ୱଚ୍ଛ ଶକ୍ତି ଓ ପରିବେଶ ସଂରକ୍ଷଣ କ୍ଷେତ୍ରରେ ଜଣେ ବିଶ୍ୱସ୍ତରୀୟ ଅଗ୍ରଦୂତ   (28-Nov-2026)       ||      ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   (28-Nov-2026)       ||      ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ    (28-Nov-2026)       ||      ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   (28-Nov-2026)       ||      *ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   (28-Nov-2026)       ||      ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   (28-Nov-2026)       ||      ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (28-Nov-2026)       ||      ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   (28-Nov-2026)       ||      ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   (28-Nov-2026)       ||      କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||      ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||     

HOME   ଜିଲ୍ଲା

*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୫ତମ ଜନ୍ମ ଜୟନ୍ତୀ ପାଳିତ*

28-Nov-2026



ବରପାଲି,(ସୁଦାମ ଦୀପ)ବରପାଲି ସ୍ଥିତ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀ ତରଫରୁ କାଳଜୟୀ ପ୍ରତିଭା ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୫ତମ ଜନ୍ମ ଜୟନ୍ତୀ ସଭାପତି ରସାନନ୍ଦ ଥପାଙ୍କ ସଭାପତିତ୍ବରେ ଅନୁଷ୍ଠିତହୋଇଯାଇଅଛି।ଯତୀନ୍ଦ୍ର କୁମାର ସାହୁଙ୍କ ସଂଯୋଜନା ସଭାରେ ମୁଖ୍ୟ ଅତିଥି ଭାବେ ଯୁଗ୍ମ ନିର୍ଦ୍ଦେଶିକା ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ କଲ୍ୟାଣୀ ଦାଶ,ସମ୍ମାନିତ ଅତିଥି ଭାବେ ଜଗବନ୍ଧୁ ଦାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ ମେହେର, ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶ,ମୁଖ୍ୟ ବକ୍ତାଭାବେ ସ୍ୱୟଂ ଶାସିତ ମହାବିଦ୍ୟାଳୟ ରାଉରକେଲା ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ଅଶ୍ୱିନୀ କୁମାର ରାୟ ଯୋଗ ଦେଇଥିଲେ। ସଭାରେ ସ୍ମୃତି କମିଟିର ସମ୍ପାଦକ ଯତୀନ୍ଦ୍ର କୁମାର ସାହୁ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିବା ସହ ବିବରଣୀ ପଠନ କରିଥିଲେ ।ସଭା ପ୍ରାରମ୍ଭରୁ ସୁଧାଂଶୁ କୁମାର ଦାଶଙ୍କ ଗୀତ ରଚନା ନିର୍ଦ୍ଦେଶନାରେ ସ୍ବାଗତ ଓ ସମାପ୍ତି ସଙ୍ଗୀତ ଗାନ କରାଯାଇଥିଲା 
ଏ ଅବସରରେ ଭାଷା ସାହିତ୍ୟ ଜଗତର ଜଣେ ଅମଳିନ ପ୍ରତିଭା ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ରାୟ ଓ  ଏ ଅଞ୍ଚଳର ବିଶିଷ୍ଟ ସମାଜ ସେବୀ ଅନୁଷ୍ଠାନ ଆନନ୍ଦ ସେବା ସଦନ ଆଶ୍ରମ ଉଭୟଙ୍କୁ "ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି ସମ୍ମାନ ୨୦୨୬" ପ୍ରଦାନ  କରାଯାଇଥିଲା ।ବରପାଲି ବ୍ଲକ ସ୍ତରରେ ସର୍ବୋଚ୍ଚ ନମ୍ବର ରଖିଥିବା ଉଚ୍ଚ ବିଦ୍ୟାଳୟର ଛାତ୍ର ଶୁଭମ୍ ସାହୁ,ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ରୋଜାଲିନ ଥପା,ସ୍ନାତକ ଶ୍ରେଣୀର ଛାତ୍ରୀ ଯାଜ୍ଞସେନୀ ମହାକୁରଙ୍କୁ "ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ମେଧା ସମ୍ମାନ -୨୦୨୬ "ପ୍ରଦାନ କରାଯାଇଥିଲା।ପରେ ପରେ  ସ୍ମୃତି କମିଟି ସଦସ୍ୟ ଶ୍ରୀଯୁକ୍ତ ରମାକାନ୍ତ ତ୍ରୀପାଠୀ ଧନ୍ୟବାଦ ଦେଇଥିଲେ। ଜନ୍ମ ଜୟନ୍ତୀ ପାଳନର ପ୍ରାରମ୍ଭିକ ପର୍ଯ୍ୟାୟରେ ବରପାଲି ତହସିଲଦାର ରୁକ୍ମଣ ମେହେର ଚକ୍ଷୁ ଚିକିତ୍ସା ଶିବିର,ରକ୍ତ ଦାନ ଶିବିର ଓ ରକ୍ତ ଶର୍କରା ପରୀକ୍ଷା ଶିବିରକୁ ଉଦଘାଟନ କରିଥିଲେ। ସ୍ମୃତି କମିଟିର ସମସ୍ତ ସଦସ୍ୟ ସଦସ୍ୟା ଏଥିରେ ସାମିଲ ହୋଇଥିଲେ। ୩୨ଜଣ ସ୍ୱେଚ୍ଛା ସେବୀ ରକ୍ତ ଦାନ କରିଥିବା ବେଳେ ୨୨୧ରୁ ଉର୍ଦ୍ଧ ଆଖି ପରୀକ୍ଷା କରିଥିଲେ।ଆନୁଷ୍ଠ।ନିକ କାର୍ଯକ୍ରମର ପରିସମାପ୍ତି ପରେ ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାପଡ଼ାହାଣ୍ଡିରେ "କନ୍ୟାରତ୍ନ ଦିବସ ନିଆରା ଢଙ୍ଗ " ରେ ପାଳନ ଓ ଶପଥ ପାଠ ଗ୍ରହଣ   28-Nov-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୫ତମ ଜନ୍ମ ଜୟନ୍ତୀ ପାଳିତ*   28-Nov-2026
  ଜିଲ୍ଲା  
ଫ୍ୟୁଜନ୍ ଶକ୍ତି ବିଶ୍ୱକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବ: ପ୍ରଫେସର ଡେଭିଡ୍ ଗ୍ୟାନ୍ ୟୁକେ ଫ୍ୟୁଜନ୍ ଏନର୍ଜି ଲିମିଟେଡ୍‌ର ଅଧ୍ୟକ୍ଷ ତଥା ସ୍ୱଚ୍ଛ ଶକ୍ତି ଓ ପରିବେଶ ସଂରକ୍ଷଣ କ୍ଷେତ୍ରରେ ଜଣେ ବିଶ୍ୱସ୍ତରୀୟ ଅଗ୍ରଦୂତ   28-Nov-2026
  ଜିଲ୍ଲା  
ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   28-Nov-2026
  ଜିଲ୍ଲା  
*ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   28-Nov-2026
  ଜିଲ୍ଲା  
ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   28-Nov-2026
  ଜିଲ୍ଲା  
ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   28-Nov-2026
  ଜିଲ୍ଲା  
ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   28-Nov-2026
  ଜିଲ୍ଲା  
ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   28-Nov-2026
  ଜିଲ୍ଲା  
କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   28-Nov-2026

You Might Also Like