-+91-9937148622 |

prerana_bgr@rediffmail.com |

  Thursday 18th April 2024 |

| | | |

R.N.I. Regd No. ODIODI/2010/46693

Breaking News

ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ପାଳିତ   (17-Apr-2024)       ||      ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ଅବସରରେ ଶୋଭାଯାତ୍ରା   (17-Apr-2024)       ||      ଫୋକସରେ ପଶ୍ଚିମଓଡିଶା.. କଣ୍ଟାବାଞ୍ଜି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେଡି ମହଲରେ ଖୁସିର ଲହରୀ, କୋସଲ ପ୍ରସଙ୍ଗ ଉଠିବାରୁ ମୁଖ୍ୟମନ୍ତ୍ରୀ ଭୟଭିତ-ନରସିଂହ   (17-Apr-2024)       ||      ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ   (17-Apr-2024)       ||      ବଲାଙ୍ଗିର ସହର ଛାତି ଉପରେ ଅସହାୟ ଯୁବକର ଅନାହାର ମୃତ୍ୟୁ; ପଚା ଶବ ଟେକିବାକୁ ହାତ ବାନ୍ଧି ଦେଲା ପୌର ପ୍ରଶାସନ, ପିପିଇ କିଟ୍ ପିନ୍ଧି ଶବକୁ ଉଦ୍ଧାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ   (17-Apr-2024)       ||      ଆମ୍ବଗାଁରେ ଜୋନ ସ୍ତରୀୟ ତୈଳିକ ସମାଜ ଗଠିତ, ବିଜୟ ସାହୁ ସଭାପତି ଓ ପ୍ରଭାତ ସାହୁ ସଂପାଦକ   (17-Apr-2024)       ||      ବିଜେଡିର ଟାର୍ଗେଟରେ ସଦରବ୍ଲକ,ଖଲିଆପାଲିରେ ଯୁବସମାବେଶ   (16-Apr-2024)       ||      ସୋନପୁର ବିଜେପି ରେ ବିଦ୍ରୋହ, ସ୍ଵାଧୀନ ସାଂସଦ ବଳରାମଙ୍କୁ ଦେବେ ସମର୍ଥନ    (16-Apr-2024)       ||      ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   (16-Apr-2024)       ||      ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   (16-Apr-2024)       ||      ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ   (16-Apr-2024)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ ସୋନପୁର ଅଞ୍ଚଳ ରେ ଶୋକ   (16-Apr-2024)       ||      ବିଜେପି ର ମିଶ୍ରଣ ପର୍ବ : ଶତାଧିକ କର୍ମୀ ଙ୍କ ଯୋଗଦାନ   (15-Apr-2024)       ||      ବିଜେଡିମୁହାଁ ଯୁବକ ଓ କୃଷକ, ଖଗସୀକନା,ଅଏଁଲାପାଲିର ଦେଢଶହ ଲୋକ ବିଜେଡିରେ ସାମିଲ   (15-Apr-2024)       ||      ଛିଣ୍ଡୁନି କଣ୍ଟାବାଞ୍ଜିର ଅଛିଣ୍ଡାଗଣିତ... ନୀରୁପମା ମାଝିଙ୍କ ସପକ୍ଷରେ ବାହାରିଲା ଆଦିବାସୀକଲ୍ୟାଣସଂଘ   (15-Apr-2024)       ||      ହନୁମାନ ଜୟନ୍ତିରେ ରାଜନେତାଙ୍କ ପଣା ରାଜନୀତି   (15-Apr-2024)       ||      ସୋନପୁର ରେ ପ୍ରିୟବ୍ରତ ଓ ବୀରମହାରାଜପୁର ପାଇଁ କଂଗ୍ରେସ ର ପ୍ରାର୍ଥୀ ହେଲେ ପ୍ରଦୀପ   (15-Apr-2024)       ||      ତୃତୀୟ ଜିଲ୍ଲା ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ   (15-Apr-2024)       ||      ସମ୍ରାଟ ଅଶୋକ,ମହାତ୍ମା ଫୁଲେ ଓ ଡଃ.ଅମ୍ଵେଦକର ଙ୍କ ଜୟନ୍ତୀ ପାଳିତ   (15-Apr-2024)       ||      ଜିଲ୍ଲା ଦଳିତ ବିକାଶ ମଞ୍ଚ, ବଲାଙ୍ଗୀର ଦ୍ୱାରା ଆମ୍ବେଦକର ଜୟନ୍ତୀ ପାଳିତ   (15-Apr-2024)       ||     

HOME   ଜିଲ୍ଲା

କଲାପଥର କଲେଜରେ ରେଡକ୍ରସ ତାଲିମ ଶିବିର ଉଦଘାଟିତ

20-Feb-2021



ଉଲୁଣ୍ଡା(ଗୌର ଚନ୍ଦ୍ର ପରିଛା)- ଉଲୁଣ୍ଡା ବ୍ଲକ କଲାପଥର ସତ୍ୟବାଦୀ ଜୁନିୟର କଲେଜରେ କ୍ଲଷ୍ଟରସ୍ତରୀୟ ୟୁବ ରେଡକ୍ରସ ତାଲିଢ଼ ଶିବିର ଉଦଘାଟିତ ଜହୋଇଯାଇଛି । ଅଧ୍ୟକ୍ଷ ଶ୍ରୀକାନ୍ତ ପଧାନଙ୍କ ଅଧ୍ୟକ୍ଷତାରେ ହୋଇଥିବା ଉଦଘାଟନୀ ଉତ୍ସବରେ ଜିଲ୍ଲା ରେଡକ୍ରସ କମିଟୀର ଅଧ୍ୟକ୍ଷ ତରୁଣ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସଭାକୁ ଉଦଘାଟନ କରିବା ସହ ରେଡକ୍ରସ ମାଧ୍ୟମରେ ମାନବ ଭିତରେ ମାନବିକତା ଏବଂ ବନ୍ଧୁତ୍ୱ ଭାବ ସୃଷ୍ଟି କରିବା ଉଚିତ ବୋଲି ପ୍ରକାଶ କରିଥିଲେ । ସମ୍ମାନୀତ ଅତିଥି ଭାବରେ ରେଡକ୍ରସ ସଂଯୋଜକ ଉମାକାନ୍ତ ବାଗ ଯୋଗଦେଇ ରେଡକ୍ରସର ଉଦ୍ୟେଶ୍ୟ ଜ୍ଞାପନ କରିଥିଲେ । ସେହିପରି  କଲେଜର ରେଡକ୍ରସ କାଉନସେଲର କିଶୋର ସାହୁ ସେବା ମନୋବୃତ୍ତି ରହିଲେ ସୁସ୍ଥ ସମାଜ ଗଠନ କରାଯାଇ ପାରିବ ବୋଲି ପ୍ରକାଶ କରିଥିଲେ । ଏହି ଶିବରକୁ କାଦୋଦର ଉମାଦେବୀ ଜୁନିୟର ଏବଂ ଡିଗ୍ରୀ କଲେଜ, ଜାଲୋଏ ଡିଗ୍ରୀ କଲେଜର ପ୍ରାୟ ୨୨ଜଣ କାଉନସେଲର ଏବଂ ସ୍ୱେଚ୍ଛାସେବୀ ଯୋଗ ଦେଇଥିଲେ । ଏହି ଅବସରରେ ସ୍ୱେଚ୍ଛାେସେବୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା । ଦେବଜାନୀ ମେସୁଆ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଅଧ୍ୟାପିକା ପ୍ରତିମା ବାରିକ ଧନ୍ୟବାଦ ଦେଇଥିଲେ । କଲେଜର ସମସ୍ତ ଅଧ୍ୟାପକ ଏବଂ କର୍ମଚାରୀ  ଉପସ୍ଥିତ ଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ପାଳିତ   17-Apr-2024
  ଜିଲ୍ଲା  
ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ଅବସରରେ ଶୋଭାଯାତ୍ରା   17-Apr-2024
  ରାଜନୀତି  
ଫୋକସରେ ପଶ୍ଚିମଓଡିଶା.. କଣ୍ଟାବାଞ୍ଜି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେଡି ମହଲରେ ଖୁସିର ଲହରୀ, କୋସଲ ପ୍ରସଙ୍ଗ ଉଠିବାରୁ ମୁଖ୍ୟମନ୍ତ୍ରୀ ଭୟଭିତ-ନରସିଂହ   17-Apr-2024
  ଜିଲ୍ଲା  
ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ   17-Apr-2024
  ଜିଲ୍ଲା  
ବଲାଙ୍ଗିର ସହର ଛାତି ଉପରେ ଅସହାୟ ଯୁବକର ଅନାହାର ମୃତ୍ୟୁ; ପଚା ଶବ ଟେକିବାକୁ ହାତ ବାନ୍ଧି ଦେଲା ପୌର ପ୍ରଶାସନ, ପିପିଇ କିଟ୍ ପିନ୍ଧି ଶବକୁ ଉଦ୍ଧାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ   17-Apr-2024
  ଜିଲ୍ଲା  
ଆମ୍ବଗାଁରେ ଜୋନ ସ୍ତରୀୟ ତୈଳିକ ସମାଜ ଗଠିତ, ବିଜୟ ସାହୁ ସଭାପତି ଓ ପ୍ରଭାତ ସାହୁ ସଂପାଦକ   17-Apr-2024
  ଜିଲ୍ଲା  
ବିଜେଡିର ଟାର୍ଗେଟରେ ସଦରବ୍ଲକ,ଖଲିଆପାଲିରେ ଯୁବସମାବେଶ   16-Apr-2024
  ଜିଲ୍ଲା  
ସୋନପୁର ବିଜେପି ରେ ବିଦ୍ରୋହ, ସ୍ଵାଧୀନ ସାଂସଦ ବଳରାମଙ୍କୁ ଦେବେ ସମର୍ଥନ   16-Apr-2024
  ଜିଲ୍ଲା  
ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   16-Apr-2024
  ଜିଲ୍ଲା  
ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   16-Apr-2024
  ଜିଲ୍ଲା  
ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ   16-Apr-2024
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ ସୋନପୁର ଅଞ୍ଚଳ ରେ ଶୋକ   16-Apr-2024

You Might Also Like