-+91-9937148622 |

prerana_bgr@rediffmail.com |

  Tuesday 16th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   (16-Apr-2024)       ||      ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   (16-Apr-2024)       ||      ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ   (16-Apr-2024)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ ସୋନପୁର ଅଞ୍ଚଳ ରେ ଶୋକ   (16-Apr-2024)       ||      ବିଜେପି ର ମିଶ୍ରଣ ପର୍ବ : ଶତାଧିକ କର୍ମୀ ଙ୍କ ଯୋଗଦାନ   (15-Apr-2024)       ||      ବିଜେଡିମୁହାଁ ଯୁବକ ଓ କୃଷକ, ଖଗସୀକନା,ଅଏଁଲାପାଲିର ଦେଢଶହ ଲୋକ ବିଜେଡିରେ ସାମିଲ   (15-Apr-2024)       ||      ଛିଣ୍ଡୁନି କଣ୍ଟାବାଞ୍ଜିର ଅଛିଣ୍ଡାଗଣିତ... ନୀରୁପମା ମାଝିଙ୍କ ସପକ୍ଷରେ ବାହାରିଲା ଆଦିବାସୀକଲ୍ୟାଣସଂଘ   (15-Apr-2024)       ||      ହନୁମାନ ଜୟନ୍ତିରେ ରାଜନେତାଙ୍କ ପଣା ରାଜନୀତି   (15-Apr-2024)       ||      ସୋନପୁର ରେ ପ୍ରିୟବ୍ରତ ଓ ବୀରମହାରାଜପୁର ପାଇଁ କଂଗ୍ରେସ ର ପ୍ରାର୍ଥୀ ହେଲେ ପ୍ରଦୀପ   (15-Apr-2024)       ||      ତୃତୀୟ ଜିଲ୍ଲା ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ   (15-Apr-2024)       ||      ସମ୍ରାଟ ଅଶୋକ,ମହାତ୍ମା ଫୁଲେ ଓ ଡଃ.ଅମ୍ଵେଦକର ଙ୍କ ଜୟନ୍ତୀ ପାଳିତ   (15-Apr-2024)       ||      ଜିଲ୍ଲା ଦଳିତ ବିକାଶ ମଞ୍ଚ, ବଲାଙ୍ଗୀର ଦ୍ୱାରା ଆମ୍ବେଦକର ଜୟନ୍ତୀ ପାଳିତ   (15-Apr-2024)       ||      ଉଲିଗୁଞ୍ଜେର ଠାରୁ ନର୍ଲା କୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ,   (15-Apr-2024)       ||      ଲୋଇସିଂହା ବନବିଭାଗ ପକ୍ଷରୁ ୧୨ କ୍ଵିଣ୍ଟାଲ ଖଇର କାଠ ଜବତ   (15-Apr-2024)       ||      କାଉଡୋଲା ଠାରେ ବାବାସାହେବଆମ୍ବେଦକର ଙ୍କ ୧୩୩ ତମ ଜନ୍ମଜୟନ୍ତୀ ପାଳିତ   (15-Apr-2024)       ||      ଶିକ୍ଷିତ ହୁଅ,ସଂଗଠିତ ହୁଅ ଏବଂ ସଂଘର୍ଷ କର   (14-Apr-2024)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ପଣା ସରବତ ବଣ୍ଟନ କାର୍ଯ୍ୟକ୍ରମ   (14-Apr-2024)       ||      ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ ଆମ୍ବେଦକର ଜୟନ୍ତୀ ସମାରୋହ ପାଳିତ l   (14-Apr-2024)       ||      ବଲାଙ୍ଗିର ରେ ପାଳିତ ହେଲା ଜିଲ୍ଲାସ୍ତରୀୟ ୧୩୩ତମ ଡଃ ବି.ଆର୍. ଆମ୍ବେଦକର ଜୟନ୍ତୀ    (14-Apr-2024)       ||      ଶ୍ୟାମା ଶ୍ୟାମ ସତ୍‌ସଙ୍ଗ ବଲାଙ୍ଗୀର ତରଫରୁ ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି  ପାଳିତ   (14-Apr-2024)       ||     

HOME   ଜିଲ୍ଲା

ଘରେ ପଶି ଆଲମାରୀ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଲେ ଲୁଟେରା

13-Mar-2021



ବ୍ରହ୍ମପୁର:(ପ୍ରେରଣା ଖବର) ବ୍ରହ୍ମପୁର ସଦର ଥାନା  ଅନ୍ତର୍ଗତ ନିମଖଣ୍ଡି ଗାଁରେ ପୁଣି  ଏକ ବଡ଼ଧରଣର ଚୋରୀ ଅଭିଯୋଗ। ରାତି ପ୍ରାୟ ତିନିଟା ବେଳେ ସୀମାଞ୍ଚଳ ସାସମଲଙ୍କ ଘରୁ ଲୁଟ ହୋଇଥିବା ଅଭିଯୋଗ । ଲୁଟେରା ମାନେ କୌଶଳ କ୍ରମେ ବାରି ପଟୁ ଗେଟ ତାଡି ଘର ଭିତରେ ପଶି ଆସିଥିଲେ।ରାତିରେ ଘରେ ସମସ୍ତ ସୋଇଥିବା ବେଳେ ଘରୁ ତିନି ତିନିଟା ଆଲମୀରା ଭାଙ୍ଗି ପ୍ରାୟ ଦୁଇଲକ୍ଷରୁ ଉର୍ଦ୍ଧ ଟଙ୍କାର ସୁନା, ନଗଦ ୫୦ ହଜାର ଟଙ୍କା ସହ କିଛି ଗୁରୁତ୍ତ୍ୱପୂର୍ଣ୍ଣ କାଗଜପତ୍ର ମଧ୍ୟ ଲୁଟେରା ଚୋରି କରି ନେଇଥିବା ଜଣା ପଡିଛି। ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   16-Apr-2024
  ଜିଲ୍ଲା  
ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   16-Apr-2024
  ଜିଲ୍ଲା  
ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ   16-Apr-2024
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ ସୋନପୁର ଅଞ୍ଚଳ ରେ ଶୋକ   16-Apr-2024
  ରାଜନୀତି  
ବିଜେପି ର ମିଶ୍ରଣ ପର୍ବ : ଶତାଧିକ କର୍ମୀ ଙ୍କ ଯୋଗଦାନ   15-Apr-2024
  ଜିଲ୍ଲା  
ବିଜେଡିମୁହାଁ ଯୁବକ ଓ କୃଷକ, ଖଗସୀକନା,ଅଏଁଲାପାଲିର ଦେଢଶହ ଲୋକ ବିଜେଡିରେ ସାମିଲ   15-Apr-2024
  ମହାନଗର  
ଛିଣ୍ଡୁନି କଣ୍ଟାବାଞ୍ଜିର ଅଛିଣ୍ଡାଗଣିତ... ନୀରୁପମା ମାଝିଙ୍କ ସପକ୍ଷରେ ବାହାରିଲା ଆଦିବାସୀକଲ୍ୟାଣସଂଘ   15-Apr-2024
  ରାଜନୀତି  
ହନୁମାନ ଜୟନ୍ତିରେ ରାଜନେତାଙ୍କ ପଣା ରାଜନୀତି   15-Apr-2024
  ଜିଲ୍ଲା  
ସୋନପୁର ରେ ପ୍ରିୟବ୍ରତ ଓ ବୀରମହାରାଜପୁର ପାଇଁ କଂଗ୍ରେସ ର ପ୍ରାର୍ଥୀ ହେଲେ ପ୍ରଦୀପ   15-Apr-2024
  ରାଜ୍ୟ  
ତୃତୀୟ ଜିଲ୍ଲା ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ   15-Apr-2024
  ଜିଲ୍ଲା  
ସମ୍ରାଟ ଅଶୋକ,ମହାତ୍ମା ଫୁଲେ ଓ ଡଃ.ଅମ୍ଵେଦକର ଙ୍କ ଜୟନ୍ତୀ ପାଳିତ   15-Apr-2024
  ଜିଲ୍ଲା  
ଜିଲ୍ଲା ଦଳିତ ବିକାଶ ମଞ୍ଚ, ବଲାଙ୍ଗୀର ଦ୍ୱାରା ଆମ୍ବେଦକର ଜୟନ୍ତୀ ପାଳିତ   15-Apr-2024

You Might Also Like