-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||     

HOME   ଦେଶ ବିଦେଶ

ସ୍କୁଲ-କଲେଜ ଖୋଲିବା ପରେ ବଢିଗଲା କରୋନା : ୨୦ ଛାତ୍ରଛାତ୍ରୀ ପଜିଟିଭ୍, ସୁରଟର କଲେଜ ସହ ୨ ସ୍କୁଲ ବନ୍ଦ

15-Mar-2021



ସୁରଟ,(ପ୍ରେରଣା ଖବର ବ୍ୟୁରୋ) :ଦେଶରେ କରୋନା ମାମଲା ପୁଣି ଥରେ ବଢିବାରେ ଲାଗିଛି । ମହାରାଷ୍ଟ୍ର, ଦିଲ୍ଲୀ ଓ ମଧ୍ୟପ୍ରଦେଶ ଆଦି ରାଜ୍ୟରେ ସ୍ଥିତି ଅଣାୟତ ହେଲାଣି । ଏହା ମଧ୍ୟରେ ଗୁଜୁରାଟର ସୁରଟରେ ଗୋଟିଏ କଲେଜ ଓ  ଦୁଇଟି ବିଦ୍ୟାଳୟରେ ୨୦ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ରବିବାର ସୂଚନା ମିଳିଛି ।

ସୂଚନାନୁସାରେ, ଗୁଜୁରାଟରେ ଗତ ଫେବ୍ରୁଆରୀ ମାସରୁ ସ୍କୁଲ ଖୋଲିଲାଣି । ତାପରଠୁ ଏବେସୁଦ୍ଧା ରାଜ୍ୟରେ ୧୧୮ ଛାତ୍ରଛାତ୍ରୀ ଓ ଶିକ୍ଷକ ପଜିଟିଭ୍ ଚିହ୍ନଟ ହେଲେଣି ।ଶନିବାର ସୁରଟ ମ୍ୟୁନିସିପାଲ କର୍ପୋରେସନରେ ଥିବା ଗୋଟିଏ କଲେଜ ଓ  ଦୁଇଟି ବିଦ୍ୟାଳୟକୁ ୧୪ ଦିନ ପାଇଁ ବନ୍ଦ କରି ଦିଆଯାଇଛି । କାରଣ କଲେଜରେ ୧୦ ଜଣ ଛାତ୍ରଛାଚ୍ରୀ ପଜିଟିଭ୍ ଚିହ୍ନଟ ହୋଇଥିଲେ । ସେହିପରି ଗୋଟିଏ ସ୍କୁଲର ୬ ଓ ଅନ୍ୟ ଏକ ପ୍ରାଇମେରୀ ସ୍କୁଲର ୪ ଛାତ୍ର ପଜିଟିଭ୍ ଚିହ୍ନଟ ହୋଇଥି୍ଲେ । ତେଣୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉଭୟ ସ୍କୁଲକୁ ୧୪ ଦିନ ପାଇଁ ବନ୍ଦ କରି ଦିଆଯାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗର ଡେପୁଟି କମିଶନର ଆଶିଷ ନାଏକ ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଯେ, କୌଣସି ଶିକ୍ଷାନୁଷ୍ଠାନରେ ୫ରୁ ଅଧିକ କୋଭିଡ୍ କେସ୍ ସାମ୍ନାକୁ ଆସିଲେ ତାକୁ ବନ୍ଦ କରି ଦିଆଯାଉଛି । କ୍ଲାସ ରୁମକୁ ମଧ୍ୟ ସିଲ୍ କରାଯାଇ ସାନିଟାଇଜ୍ କରାଯାଉଛି । ଏପରିକି ପିଲା କିପରି ସ୍କୁଲକୁ ନଆସି ଘରେ ପାଠ ପଢି ପାରିବେ ସେନେଇ ଅନଲାଇନରେ ବ୍ୟବସ୍ଥା କରାଯାଉ ବୋଲି ସ୍କୁଲ କର୍ତୃପକ୍ଷଙ୍କୁ ସୁରଟ ମ୍ୟୁନିସିପାଲ କର୍ପୋରେସନ ଅନୁରୋଧ କରିଛି ।

ସୂଚନାଯୋଗ୍ୟ, ଶନିବାର ସୁରଟରେ ୧୮୮ଟି ପଜିଟିଭ୍ ମାମଲା ସାମ୍ନାକୁ ଆସିଥିଲା । ଏହାସହ ସହରରେ ମୋଟ ମାମଲା ୪୨୨୫୯ରେ ପହଁଚିଛି । ଏହାମଧ୍ୟରୁ ୪୦୫୦୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026

You Might Also Like