-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||     

HOME   ରାଜ୍ୟ

ପେପ୍ସି କମ୍ପାନୀରେ ଶ୍ରମିକ ଅସନ୍ତୋଷ, ମନମୁଖୀ କାର୍ଯ୍ୟକୁ ବିରୋଧ କରି ଫାଟକ ଆଗରେ ଦେଲେ ଧାରଣା

15-Mar-2021



କଟକ, (ପ୍ରେରଣା ଖବର) ଜଗତପୁର ଶିଳ୍ପାଞ୍ଚଳରେ ଥିବା ପେପ୍ସି କମ୍ପାନୀରେ ଶ୍ରମିକ ଅସନ୍ତୋଷ ଦେଖାଦେଇଛି।ଵରୁଣ ଵେଭ୍ରେଜ ଦ୍ବାରା ପରିଚାଳିତ ଏହି ପେପ୍ସି ବଟଲିଂ ପ୍ଲାଣ୍ଟର ପରିଚାଳନା କମିଟିର ମନମୁଖି କାମକୁ ଵିରୋଧ କରି ଶତାଧିକ ଶ୍ରମିକ କମ୍ପାନୀ ଫାଟକ ଆଗରେ ଧାରଣା ଦେଇଛନ୍ତି।

ଶ୍ରମିକମାନଙ୍କ ଅଭିଯୋଗ ଅନୁସାରେ, ୨୦ରୁ ୩୦ଵର୍ଷ ଧରି ଏହି କମ୍ପାନୀରେ କାମ କରୁଥିବା ଶ୍ରମିକ ମାନଙ୍କୁ କୌଣସି ନୋଟିସ ନଦେଇ କମ୍ପାନୀ ଛଟେଇ କରିବା ଆରମ୍ଭ କରିଛି।ଏହା ସହ କମ୍ପାନୀ ଶ୍ରମିକ ମାନଙ୍କର ଵକେୟା ପାଉଣା ମଧ୍ୟ ଦେଉ ନାହିଁ।ପ୍ରାୟ ପାଞ୍ଚ ଵର୍ଷର ଵୋନସ୍ ପଇସା କମ୍ପାନୀ ଏଯାଏ ଦେଇନଥିବା ଶ୍ରମିକମାନେ ଅଭିଯୋଗ କରିଛନ୍ତି।ସେପଟେ ଏସଵୁ ଅଭିଯୋଗ ସମ୍ପର୍କରେ କମ୍ପାନୀ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


News Comment




Photo in News

Advertisment
Lastest News
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026

You Might Also Like