-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||     

HOME   ଜିଲ୍ଲା

ଛାତ୍ରୀଙ୍କୁ ତାଙ୍କ ସ୍କୁଲର ଜଣେ ଶିକ୍ଷକ ଗତ ଦୁଇ ବର୍ଷ ହେଲା ବିଭିନ୍ନ ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରିଥିବା ଅଭିଯୋଗ ।

16-Mar-2021



କଳାହାଣ୍ଡି(ସଞ୍ଜୀବ ଦାସ) କଳାହାଣ୍ଡି ଜିଲ୍ଳା ମ.ରାମପୁର ଥାନା ଅଂଚଳରେ ପୁଣିଥରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି । ଅଭିଯୋଗ ମୁତାବକ ଜୈନେକ ଶିକ୍ଷକ ଗତ ଦୁଇ ବର୍ଷ ଧରି ଜଣେ ନାବାଳିକା ତଥା ନିରୀହ ଝିଅକୁ ଯୌନ ନିର୍ଯ୍ୟାତନା ଦେଉଥିଲେ । ଏପରିକି ସେ ଉକ୍ତ ଛାତ୍ରୀ ଜଣଙ୍କୁ କିଛି ଦିନ ତଳେ ଘରୁ ପ୍ରଲୋଭନ ଦେଖେଇ ନିଜ ସାଙ୍ଗରେ ନେଇ ଭୁବନେଶ୍ୱର ଯାଇଥିଲେ ଏବଂ ସେଠାରେ ଉକ୍ତ ନାବାଳିକାଙ୍କୁ ବରମୁଣ୍ଡା ବସଷ୍ଟାଣ୍ଡରେ ଛାଡ଼ିଦେଇଥିଲେ । ପରେ ମୁଁ ପୁଣିଥରେ ତମ ସହିତ ଯୋଗାଯୋଗ କରିବି ବୋଲି କହିଥିଲେ । ଏପଟେ ଝିଅର ପରିବାର ତରଫରୁ ଏକ ଅପହରଣ ମାମଲା ମ.ରାମପୁର ଥାନାରେ ରୁଜୁ କରାଯାଇଥିଲା । ଥାନାଧିକାରୀ ଏଇ ମାମଲା ରୁଜୁ କରି ଘଟଣାର ଛାନଭିନ୍ ଆରମ୍ଭ କରିବାପରେ ପରେ ମ.ରାମପୁର ଥାନା ଅନ୍ତର୍ଗତ ପଲମଠାରେ ଉକ୍ତ ଛାତ୍ରୀ ଜଣଙ୍କ ରହିଥିବା ସୂଚନା ପାଇବା ପରେ ପୋଲିସ ଏବଂ ପରିବାର ତରଫରୁ ଘର ଲୋକେ ଝିଅକୁ ଆଣିଥିଲେ । ପରେ ମ.ରାମପୁର ଥାନାରେ ଏ ନେଇ ପୁଣିଥରେ ଝିଅ ଗତ ଦୁଇବର୍ଷ ଧରି ବାରବନ୍ଧା ଗ୍ରାମ ପଂଚାୟତର ବେଲଗାଁ ସ୍ଥିତସରକାରୀ ବିଦ୍ୟାଳୟର ଶିକ୍ଷକ ହିମାଦ୍ରୀ ମଳୟ ମଙ୍ଗରାଜ ଗତ ଦୁଇବର୍ଷ ଧରି ତାକୁ ଭଲପାଉଥିଲେ ଏବଂ ବର୍ତ୍ତମାନ ନବମଶ୍ରେଣୀ ବେଳକୁ ଏହି ଶିକ୍ଷକ ଜଣଙ୍କ ତାଙ୍କୁ ନେଇ ଫେରାର ହେଇଯାଇଥିଲେ । ଏନେଇ ଥାନାରେ ଅଭିଯୋଗ ହେଇଛି, ଅଭିଯୋଗକୁ ଭିତ୍ତି କରି ତଦନ୍ତ ଚାଲୁରହିଛି । ଏଣେ ମ.ରାମପୁର ଅଂଚଳରେ ବାହାର ଜିଲ୍ଳାର ଜଣେ ଶିକ୍ଷକଙ୍କ ଏଭଳି ଜଣେ ନିରୀହ ସରଳ ଝିଅ ପ୍ରତି ଯୌନନିର୍ଯ୍ୟାତନାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି । ତେବେ ଅଭିଯୁକ୍ତ ଜଣଙ୍କ ବିବାହିତ ଏବଂ ତାଙ୍କରି ଘର ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବୋଲି ଜଣାପଡ଼ିଛି । ଶିକ୍ଷକ ଜଣଙ୍କ ଏବେ ଫେରାର ଅଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026

You Might Also Like