-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||     

HOME   ଜିଲ୍ଲା

ପାଣି ପାଇଁ ରାସ୍ତାରୋକ କଲେ  ସାହିବାସିନ୍ଦା

17-Mar-2021



ବେଗୁନିଆପଡା (ଉମା ମହାରଣା) ::  ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ କେ.ବରିଡ଼ା ପଞ୍ଚାୟତର ନିମିନା ଛକରେ ପାଣି ପାଇଁ  ଆଖପାଖ ସାହି ବାସିନ୍ଦା ରାସ୍ତାରୋକ କରିଛନ୍ତି । ରାସ୍ତାରୋକ ସମୟରେ ହାଣ୍ଡି, ମାଠିଆ,ବାଲତିକୁ ରାସ୍ତାରେ ରଖି ରାସ୍ତା ଅବରୋଧ କରିଥିବାର ଦେଖିବାକୁ ମିଳିଥିଲା । ପାନୀୟ ଜଳ ସୁବିଧା ନଥିବା ଫଳରେ ଲୋକେ ପାଣି ପାଇଁ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଥିବାରୁ ରାସ୍ତାକୁ ଓଲ୍ଲାଇଥିଲେ ସହି ବାସିନ୍ଦା । ରାସ୍ତାରୋକ କରୁଥିବା ବିକ୍ଷୋଭକାରୀ ମାନେ କହିଛନ୍ତି ଯେ ଖରା ଦିନ ଆରମ୍ଭ ନହେଉଣୁ ଯଦି ପାଣି ସମସ୍ୟା ଦେଖାଦେଲାଣି ତେବେ  ଆସୁଥିବା ଖରା ଦିନରେ ପାଣି ପାଇଁ ଉତ୍କଟସମସ୍ୟା ଦେଖାଯିବ ବୋଲି କହିଛନ୍ତି । ବିକ୍ଷୋଭକାରୀ ମାନଙ୍କ ଗୋଟିଏ ଦାବୀ ଆମକୁ ସବୁ ଦିନ ପାଣି ଦରକାର । ଆମକୁ ପ୍ରତିଶୃତି ନମିଳିବା ପର୍ଯ୍ୟନ୍ତ ରାସ୍ତା ରୋକ ହଟିବ ନାହିଁ ବୋଲି କହିଥିଲେ । ଏହା

ପରେ ରାସ୍ତାରୋକ ସ୍ଥାନକୁ ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ପହଁଚି ସମସ୍ତଙ୍କୁ ବୁଝାସୁଝା କରିବା ପରେ ବିକ୍ଷୋଭକାରୀ ରାସ୍ତାରୋକରୁ ହଟିଥିଲେ । ପରେ  ଵ୍ଳକ ଜଳ ଯୋଗାଣ  ବିଭାଗର କନିଷ୍ଠ ଯନ୍ତ୍ରୀ ପହଁଚି ସାହି ବାସିନ୍ଦାଙ୍କୁ ପାଣି ସସ୍ୟା ଦୂର କରିବା ଲାଗି ପ୍ରତିଶୃତି ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026

You Might Also Like