-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||     

HOME   ଜିଲ୍ଲା

ବରଗଡ଼ : ପାଞ୍ଚ ଜଣ ଶିକ୍ଷକଙ୍କୁ ଏକକାଳୀନ ବିଦାୟ ସମ୍ବର୍ଦ୍ଧନା

17-Mar-2021



ବରଗଡ଼ (ମୁକୁନ୍ଦ ଦାସ) : ଆଜି ଚାଉଁରପୁର ସ୍ଥିତ ରତ୍ନାକର ବେହେରା ଏମ୍ ଇ ସ୍କୁଲ ରେ 5 ଜଣ ବରିଷ୍ଠ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବଦ୍ଧନା ଦିଆଗଲା।ଅବସର ଗ୍ରହଣ କରିଥିବା ଶିକ୍ଷକମନଙ୍କୁ ସମ୍ମାନିତ କରାଯାଇଥିଲା।ସେମାନେ ହେଲେ  ଶତ୍ରୁଘ୍ନ ସେଠ , ପ୍ରଶାନ୍ତ କୁମାର ମିଶ୍ର,  ରଞ୍ଜନ ବିଶ୍ୱାଳ,  ଟିକେଶ୍ୱର ବିଶ୍ୱାଳ ଏବଂ  ଜୟନ୍ତ କୁମାର ପତି।ଏହି ସମାରୋହ ରେ ବ୍ଲକ ଶିକ୍ଷା ଅଧିକାରୀ ଡ଼ଃ ମୁରଲୀଧର ବେହେରା, ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।ଏତଦବ୍ୟତୀତ ବ୍ଲକର ସମସ୍ତ ଏ ବି ଇ ଓ ଯଥା  ପ୍ରଫୁଲ୍ଲ ପ୍ରଧାନ, ରମେଶ ମିଶ୍ର,ଶ୍ରୀମତୀ ପଦ୍ମିନୀ ନାୟକ, ଶ୍ରୀମତୀ ସୁସ୍ମିତା ପାଟଯୋଶୀ ଯୋଗ ଦେଇଥିଲେ।ଏଥିରେ ସିଆରସିସି  ରାଧେଶ୍ୟାମ ରଣା ସଭାପତିତ୍ୱ କରିଥିଲେ ଏବଂ ମଞ୍ଚ ପରିଚାଳନା କରିଥିଲେ  ରାଜେଶ ପଟନାୟକ ଓ ଡାନିଏଲ ବାରିକ।ସମସ୍ତ ଅତିଥିଙ୍କୁ  ଫୁଲତୋଡା ଉତ୍ତରିୟ ତଥା ଗୀତା ପ୍ରଦାନ କରିଥିଲେ।ଏଥିରେ ସୁଶାନ୍ତ ଭୋଇ ଓ ସୁରେଶ ଚୌହାନ କବିତା ପାଠ କରିଥିଲେ। ଜିତେନ୍ଦ୍ର ସିଂହ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ।ସମସ୍ତ ବକ୍ତାଗଣ ଅବସର ନେଉଥିବା ଶିକ୍ଷକ ମାନଙ୍କର ଆଗାମୀ ଜୀବନ ପାଇଁ ଶୁଭ କାମନା କରିଥିଲେ। ଏହି ସମାରୋହକୁ ସଫଳମଣ୍ଡିତ କରିବା ପାଇଁ ମୌସୁମ ପଟେଲ,ପବିତ୍ର ନାଗ, ଚତୁର୍ଭୁଜ ଭୋଇ, ଆସିଫ ଅକ୍ତର, ନିର୍ମଳ ପ୍ରଧାନ, ପ୍ରଫୁଲ୍ଲ ବାଦୀ, ନାରାୟଣ ଲୁହା, ଶୋବନାଥ ନାଗ, ଘନଶ୍ୟାମ ସେଠ,ସୈରୀନ୍ଧ୍ରି ପ୍ରଧାନ, ସତ୍ୟଭାମା ସାହୁ,ତାପସ୍ୱିନୀ ମଲ୍ଲିକ, ବିବସ୍ତ ମେହେର, ତାପସ୍ୱିନୀ ପତି, ସୁରମା ମହାକୁର, ସୁଧାଂଶୁ ସାହୁ,ଚିନାମାଲି ଗରଡ଼ିଆ ସହଯୋଗ କରିଥିଲେ।ସମସ୍ତ କାର୍ଯ୍ୟକୁ ବରିଷ୍ଠ ଶିକ୍ଷକ  ଗୋଲାପ କଲାରୀ ତଦାରଖ କରିଥିଲେ ଏବଂ  ଉପେନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026

You Might Also Like