-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||     

HOME   ଦେଶ ବିଦେଶ

୧୩ ବର୍ଷୀୟ ଛାତ୍ର ସହ ଜବରଦସ୍ତ ବିବାହ କଲେ ଶିକ୍ଷୟତ୍ରୀ, ୬ ଦିନ ଏକାଠି ରହିଲେ, ତାପରେ…

18-Mar-2021



ଜଳନ୍ଧର,(ପ୍ରେରଣା ଖବର ବ୍ୟୁରୋ): କୁହାଯାଏ ବାପା- ମାଙ୍କ ପରେ ଯିଏ ଜୀବନର ବାଟ ଦେଖାନ୍ତି ସିଏ ହେଉଛନ୍ତି ଗୁରୁ । କିନ୍ତୁ ଗୁରୁଙ୍କୁ ନେଇ ଏକ ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି ପଞ୍ଜାବର ଜଳନ୍ଧର ସହରରେ । ଜଳନ୍ଧରର ଏକ ସ୍କୁଲ୍‌ରେ ଶିକ୍ଷୟତ୍ରୀ ଭାବେ ଚାକିରି କରିଥୁବା ଜଣେ ମହିଳା ୧୩ ବର୍ଷୀୟ ଛାତ୍ର ସହିତ ବଳପୂର୍ବକ ବିବାହ କରିଥିବା ଜଣାପଡ଼ିଛି ।

ସହରର ଏକ ବସ୍ତିରେ ଏହି ଘଟଣା ଘଟିଛି । କୁହାଯାଉଛି ଯେ, ଉକ୍ତ ଶିକ୍ଷୟତ୍ରୀଙ୍କ ବାହାଘରରେ ବହୁତ ବିଳମ୍ବ ହେଉଥିଲା । ତେଣୁ ସେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଏପରି କରିଛନ୍ତି । ତାଙ୍କୁ ଲାଗିଥିଲା ଯେ ଏପରି ଯଦି କରାଯାଏ ତେବେ ତାଙ୍କର ମାଙ୍ଗଳିକ ଦୋଷ ଦୂର ହୋଇଯିବ । ଏନେଇ ନାବଳକ ଛାତ୍ରର ପରିବାର ଥାନାରେ ଏଫ୍‌ଆଇଆର୍‌ ଦାଏର୍‌ କରିବା ପରେ ପୋଲିସ୍‌ ମାମଲା ରୁଜ୍ଜୁ କରିଛି ।

ଅଭିଯୋଗ ମୁତାବକ, ଶିକ୍ଷୟତ୍ରୀ ଜଣକ ଛାତ୍ରକୁ ଟ୍ୟୁସନ୍‌ର ଲୋଭ ଦେଖାଇ ୬ ଦିନ ପର୍ଯ୍ୟନ୍ତ ବନ୍ଦୀ କରି ନିଜ ଘରେ ରଖିଥିଲେ ଏବଂ ବିବାହ କରିଥିଲେ । ଛାତ୍ରର ଘର ଲୋକଙ୍କ ଆର୍ଥିକ ସ୍ଥିତି ଭଲ ନଥିଲା । ମାଗଣାରେ ଛାତ୍ରଟିକୁ ପଢ଼ାଇବା ପାଇଁ ଶିକ୍ଷୟତ୍ରୀ ଜଣକ ତାଙ୍କ ପରିବାରକୁ କହିଥିଲେ । ଘର ଲୋକ ଏଥିରେ ରାଜି ହୋଇଯାଇଥିଲେ ।

ପୋଲିସ୍‌ ଏନେଇ କହିଛି ଯେ, ଛାତ୍ରକୁ ୬ ଦିନ ରଖି ବିବାହର ସମସ୍ତ ନୀତି ନିୟମ ସମ୍ପୂର୍ଣ୍ଣ କରାଯାଇଥିଲା । ଏଥିରେ ହଳଦୀ-ମେହେନ୍ଦି ହେବା ସହିତ ଚଉଠି ରାତିର ନାଟକ ମଧ୍ୟ କରାଯାଇଥିଲା । ଏହାପରେ ପଣ୍ଡିତଙ୍କ କହିବା ମୁତାବକ ହାତରୁ ଚୁଡ଼ି ଭାଙ୍ଗି ତାଙ୍କୁ ବିଧବା କରାଯାଇଥିଲା ଏବଂ ଏଥି ପାଇଁ ଶୋକ ସଭାର ଆୟୋଜନ ମଧ୍ୟ କରାଯାଇଥିଲା ।
ତେବେ ପୋଲିସ୍‌ରେ ମାମଲା ପରେ ଉକ୍ତ ଶିକ୍ଷୟତ୍ରୀ ଏବଂ ତାଙ୍କ ପରିବାର ଏବେ ସମସ୍ୟାରେ ପଡ଼ିଥିବା ଜଣାପଡ଼ିଛି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026

You Might Also Like