-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||     

HOME   ଜିଲ୍ଲା

କୋଦଳାରେ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ

18-Mar-2021



କୋଦଳା(ଉମା ମହାରଣା): ରାସ୍ତା ଦୁର୍ଘଟଣା ଯୋଗୁଁ ଆମ ଦେଶରେ ପ୍ରତିବର୍ଷ ଅନେକ ବ୍ୟକ୍ତି ପ୍ରାଣ ହରାଉଛନ୍ତି। ଏହା ଛଡ଼ା ଅନେକ ବ୍ୟକ୍ତି ଦୁର୍ଘଟଣାରେ ଆହତ ହୋଇ ସମ୍ପୂର୍ଣ୍ଣ ଭାବେ ଆରୋଗ୍ୟ ହୋଇନପାରି ସାରା ଜୀବନ ପାଇଁ ଅକର୍ମଣ୍ୟ ହୋଇଯାଉଛନ୍ତି।
ଏହି ଦୁର୍ଘଟଣାର କୁପ୍ରଭାବ ପରିବାରର ମହିଳା ଓ ଶିଶୁମାନଙ୍କ ଉପରେ ସର୍ବାଧିକ ପଡ଼ୁଛି। ତେଣୁ ଆର୍ଥିକ କ୍ଷତି ସହିତ ସାମାଜିକ ଓ ପାରିବାରିକ କ୍ଷତି ସଡ଼କ ଦୁର୍ଘଟଣାର ଏକ ଅଣଆଲୋଚିତ ଦିଗ ଯାହାର ପ୍ରଭାବ ଦୀର୍ଘ ସମୟ ପର୍ଯ୍ୟନ୍ତ ଅନୁଭୂତ ହୋଇଥାଏ।ତେଣୁ ଏହାକୁ ଆଖି ଆଗରେ ରଖି ପ୍ରତେକ ବର୍ଷ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ମଧ୍ୟ ପାଳନ ହେଉଛି। ସେହିପରି ଗୁରୁବାର ଦିନ
କୋଦଳା ଦଣ୍ଡେଶ୍ଵର ମନ୍ଦିର ପ୍ରାଙ୍ଗଣରେ ମିଳିତ ଭାବରେ ବିକାଶ ପୁରୁଷୋତ୍ତମପୁର,ଆରଟିଓ ଛତ୍ରପୁର ଓ କୋଦଳା ସ୍ଥିତ ମା ଲକ୍ଷ୍ମଣ ଚଣ୍ଡୀ ଅଟୋ ମାଲିକ ସଙ୍ଘ ଦ୍ୱାରା ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କୋଦଳା ବସଷ୍ଟାଣ୍ଡ  ଠାରୁ ଦଣ୍ଡେଶ୍ଵର ମନ୍ଦିର ଯାଏଁ ଏକ ରାଲି ଅନୁଷ୍ଠିତ ହେବା ସହ ସଡ଼କ ସୁରକ୍ଷା ରଥ ଗଡିଥିଲା। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ବେଗୁନିଆପଡା ବ୍ଲକ ବିଡ଼ିଓ ବେଦବର ପ୍ରଧାନ,ବିଇଓ କମଳକାନ୍ତ ସାହୁ,ମୁଖ୍ୟ ବକ୍ତା ଛତ୍ରପୁର ଅତିରିକ୍ତ ଆରଟିଓ ଅଧିକାରୀ କେ.ଭେଙ୍କେଟେଶ ଙ୍କ ସମେତ,ପୁରୁଷୋତ୍ତମପୁର ବିକାଶ ଅନୁଷ୍ଠାନ ର ସଭାପତି ପ୍ରଫୁଲ୍ଲ କୁମାର ରଥ  ଓ ସମ୍ପାଦକ ଗୋକୁଳ ଚନ୍ଦ୍ର ଦାସ ଯୋଗଦେଇଥିଲେ। ଏଥିସହ ସଡ଼କ ସୁରକ୍ଷା ଓ ଟ୍ରାଫିକ ନିୟମ ଉପରେ ଆଲୋକପାତ କରିବା ସହ ପୂର୍ବରୁ ସ୍କୁଲ ଓ କଲେଜ ପିଲାଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଯେଉଁମାନେ ଉତ୍ତୀର୍ଣ୍ଣ ହୋଇଥିଲେ ସେମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026

You Might Also Like