-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ରାଜ୍ୟ

ଏକ୍ସପାଇରି ଔଷଧ ବଣ୍ଟନ ଓ ଔଷଧ କିଣାରେ ଅନିୟମିତତା ଘଟଣାରେ ବିହିତ ପଦକ୍ଷେପ ନିଆଯାଇଥିବା କଥା ‘ଏନ୍ଏଚ୍ଆର୍‌ସି’ଙ୍କୁ ଜଣାଇଲେ ଓଡ଼ିଶା ସରକାର

21-Sep-2020



ସରକାରୀ ଡାକ୍ତରଖାନାମାନଙ୍କୁ ଆସୁଥିବା ରୋଗୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ଔଷଧ କିଣିବା, ଗଚ୍ଛିତ ରଖିବା ଓ ଯୋଗାଣ ବ୍ୟବସ୍ଥାକୁ ଦୁର୍ନୀତିମୁକ୍ତ କରାଯିବା ସହ ଏକ୍ସପାରି ହୋଇଥିବା ଔଷଧ ବଣ୍ଟନ ଘଟଣାରେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି ବ‌ୋଲି ଓଡ଼ିଶା ସରକାର ଜାତୀୟ ମାନବ ଅଧିକାର କମିସନ୍‌ଙ୍କୁ (ଏନ୍ଏଚ୍ଆର୍‌ସି) ଜଣାଇଛନ୍ତି। ଏହି ମାମଲାର ଅଭିଯୋଗକାରୀ ସୁପ୍ରିମ୍ କୋର୍ଟର ଓକିଲ ତଥା ସାମାଜିକକର୍ମୀ ରାଧାକାନ୍ତ ତ୍ରିପାଠୀ ଓଡ଼ିଶାର କଟକ, ଜୟପୁର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାସ୍ଥିତ ସରକାରୀ ଡାକ୍ତରଖାନା/ସ୍ବାସ୍ଥ୍ୟକେନ୍ଦ୍ରର ଟେଷ୍ଟ୍‌ ଅଡିଟ୍ ବିଷୟରେ ଭାରତ ସରକାରଙ୍କ କମ୍ପ୍‌ଟ୍ରୋଲର୍ ଆଣ୍ଡ୍ ଅଡିଟର୍ ଜେନେରାଲ୍‌ ଦେଇଥିବା ପ୍ରତିକୂଳ ମନ୍ତବ୍ୟଗୁଡ଼ିକୁ ଦର୍ଶାଇ ଅଭିଯୋଗ କରିଥିଲେ ଯେ, ୨୦୦୭ ରୁ ୨୦୧୩ ମଧ୍ୟରେ ରୋଗୀମାନଙ୍କୁ ଏକ୍ସପାଇରି ଔଷଧ ଦିଆଯାଇଥିଲା। । ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିସନ ପ୍ରଣୟନରେ ରାଜ୍ୟ ସରକାରଙ୍କ ତ୍ରୁଟିପୂର୍ଣ୍ଣ ନୀତିରେ ଆବଶ୍ୟକତା ଠାରୁ ବହୁ ପରିମାଣର ମିସୋପ୍ରୋଷ୍ଟଲ୍‌ ୨୦୦ ଏମ୍‌ଜି ବଟିକା ଖରିଦ କରାଯାଇଥିଲା। ଏହି ଔଷଧର ମାନ ଯାଞ୍ଚ ନ କରାଯାଇ ବଣ୍ଟନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like