-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||     

HOME   ରାଜ୍ୟ

ଆଜି ଓଡିଶା ଆସୁଛି ୩ଲକ୍ଷରୁ ଅଧିକ କରୋନା ଟିକା, ଯେତିକି ଆସୁଛି ତାହା ୩ ଦିନ ହିଁ ଯିବ

06-Apr-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) : ଆଜି ଅପରାହ୍ନରେ ୩ ଲକ୍ଷ୪୯ ହଜାର ଟିକା ଓଡ଼ିଶାରେ ପହଞ୍ଚିବ । ଯେତିକି ଟିକା ଆସୁଛି ତାହା ୩ ଦିନ ହିଁ ଯିବ । ଯଦି ଅଧିକ ଟିକା ନ ଆସେ ତେବେ ଆଗକୁ ଟିକା କରଣ ବାଧାପ୍ରାପ୍ତ ହେବର ସମ୍ଭାବନା ରହିଛି । ତେଣୁ ପୁଣି ଆଉ ଥରେ ଆମେ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିବୁ ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।

ସେହିପରି ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଆମର ଗତକାଲି ୨ ଲକ୍ଷ ୬୩ ହଜାର ୪୧ ଟିକା କରଣ ହୋଇଛି । ପ୍ରତିଦିନ ୨ ଲକ୍ଷ ଟିକା କରଣର ଟାର୍ଗେଟ ରହିଥିଲା । ଏବେ କିନ୍ତୁ ଏହା ବୃଦ୍ଧି ପାଇଛି । ୫ ଦିନରେ ୧୦ ଲକ୍ଷ ଟାର୍ଗେଟ ଥିବା ବେଳେ ୧୧ ଲକ୍ଷ ପାର କରିଛି । ରାଜ୍ୟରେ ବର୍ତ୍ତମାନ ୩ ଲକ୍ଷ ୪୭ ହଜାର କୋଭିସିଲଡ଼ ଟିକା ମହଜୁଦ ଅଛି । ହିଟୱେଭ ପାଇଁ ଆମେ ଟିକା କରଣର ସମୟ ପରିବର୍ତ୍ତନ କରିଛୁ । ସେକେଣ୍ଡ ୱେଭ ପ୍ରଥମ ପର୍ଯ୍ୟାୟ ଅପେକ୍ଷା ଅଧିକ ଦ୍ରୁତ ଗତିରେ ସଂକ୍ରମଣ ହେଉଛି । ଏଥିରେ ଗୋଟିଏ ଆଶ୍ୱସ୍ତି କର କଥା ହେଉଛି ଡେଥ ରେଟ ନାହିଁ । କରୋନା ସଂକ୍ରମଣ ଟିକିଏ କମିବା ପରେ ଲୋକମାନେ ପୁଣି ବେପରୁଆ ହୋଇଗଲେ । କିନ୍ତୁ ଏବେ ସମୟ ଆସିଛି ଲୋକମାନେ ନିଜକୁ ସଚେତନ କରନ୍ତୁ । ଗାଇଡ଼ ଲାଇନର ଅନୁପାଳନ କରନ୍ତୁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026

You Might Also Like