-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||     

HOME   ଦେଶ ବିଦେଶ

ନେତାଙ୍କ ଘରୁ ମିଳିଲା ଇଭିଏମ୍

06-Apr-2021



ନୂଆଦିଲ୍ଲୀ(ପ୍ରେରଣା ଖବର ବ୍ୟୁରୋ): ଆସାମ ପରେ ପଶ୍ଚିମବଙ୍ଗରେ ନେତାଙ୍କ ଘରୁ ଜବତ ହେଲା ଇଲେକ୍ଟୋ୍ରନିକ ଭୋଟିଂ ମେସିନ (ଇଭିଏମ୍) । ଜବତ ହୋଇଥିବା ଇଭିଏମ୍କୁ ନିର୍ବାଚନ ଅଧିକାରୀ ସୋମବାର ରାତିରେ ସମ୍ପର୍କୀୟଙ୍କ ଘରକୁ ନେଇକି ଯାଇଥିଲେ । ସେଠାରେ ରାତିରେ ଶୋଇ ପଡ଼ିଥିବା କହିଛନ୍ତି ନିଲମ୍ବିତ ନିର୍ବାଚନ ଅଧିକାରୀ । ତାଙ୍କୁ ନିର୍ବାଚନ ଆୟୋଗ (ଇସି) ପକ୍ଷରୁ ସସ୍ପେଣ୍ଡ କରାଯାଇଛି । ଜବତ ହୋଇଥିôବା ଇଭିଏମ୍ ଓ ଭିଭିପିଟି ମତଦାନରେ ବ୍ୟବହୃତ ହେବ ନାହିଁ । ଏ ନେଇ ଇସି ପକ୍ଷରୁ ମଙ୍ଗଳବାର ସକାଳେ ଘୋଷଣା କରିଛି ।

ହାୱରା ସେକ୍ଟର ୧୭ର ଡେପୁଟି ଅଫିସର ତପନ ସରକାର ଏକ ରିଜର୍ଭ ଇଭିଏମ୍କୁ ନେଇ ରାଜନୈତୀକ ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ । ଏଥି ଲାଗି ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏ ଘଟଣାରେ ପୋଲିସ ମଧ୍ୟ ତଦନ୍ତ କରିବ ବୋଲି ଅଧିକାରୀ ସୂଚନା ଦେଇଛନ୍ତି ।

ଜେନେରାଲ ଓବଜରଭର ନୀରଜ ପୱନ ଇଭିଏମ୍ର ସମସ୍ତ ସିଲ ଚେକ୍ କରିଥିଲେ । ଏହାପରେ ଅବଜରଭରଙ୍କ ହେଫାଜତରେ ଭିନ୍ନ ରୁମ୍ରେ ରଖାଯାଇଥିଲା ଇଭିଏମ୍କୁ । କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଏ ଘଟଣାର ପୂର୍ଣ୍ଣ ତଦନ୍ତ ଦାବି କରିଛନ୍ତି । ଏହା ସବୁଠୁ ଗୁରୁତ୍ୱପୂର୍ଣ୍ଣ । କାରଣ ଆଜି ହିଁ ମତଦାନ । ଘଟଣାଟି ଯେଉଁଭଳି ଦେଖାଯାଉଛି, ତାଠାରୁ ଖୁବ୍ ଅଧିକ ହୋଇପାରେ । କିଛି ଦିନ ତଳେ ଆସାମରେ ଭାଜପା ନେତାଙ୍କ ପତ୍ନୀଙ୍କ ଗାଡିÿରୁ ଜବତ ହୋଇଥିଲା ଇଭିଏମ୍ । ଆଜି ପଶ୍ଚିମ ବଙ୍ଗରେ ତୃତୀୟ ପର୍ଯ୍ୟାୟ ମତଦାନ । ଏହି ପର୍ଯ୍ୟାୟରେ ୩୧ଟି ଆସନରେ ମତଦାନ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026

You Might Also Like