-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

କଦମଫୁଲ ସାହିତ୍ୟ ପତ୍ରିକା ଉନ୍ମୋଚନ ଓ କବିତା ପାଠୋତ୍ସବ

06-Apr-2021



ଉଲୁଣ୍ଡା( ଗୌରଚନ୍ଦ୍ର ପରିଛା)-ଉଲୁଣ୍ଡା ବ୍ଲକ କଲାପଥର ସତ୍ୟବାଦୀ କାଲେଜ ଠାରେ କଦମଫୁଲ  ସାହିତ୍ୟ ପତ୍ରିକା ଉନ୍ମୋଚନ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବୀରମହାରାଜପୁର କଦମଫୁଲ ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଗୋରେଖ  ନାଥ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବରେ ଅଖୋଜ ଷାଣ୍ଢ, ଯଜେ୍ଞଶ୍ୱର ବିଶି, ରବିନ୍ଦ୍ର ହୋତା, ଦେବଜାନୀ ମେଷୁଆ ଯୋଗଦେଇ ଥିଲେ । ପ୍ରାରମ୍ଭରେ କଦମଫୁଲ ସାହିତ୍ୟ ପତ୍ରୀକାର ଉନ୍ମୋଚନ କରାଯାଇଥିଲା । ଅତିଥି ମାନଙ୍କ ଦ୍ୱାରା ପ୍ରହଲ୍ଲାଦ ନାଏକ ଏବଂ ପ୍ରତ୍ୟୁସ ଶତପଥିଙ୍କୁ ଉପଢୌକନ ଏବଂ ମାନପତ୍ର ଦେଇ ସମ୍ମାନୀତ କରାଯାଇଥିଲା । ଏହି ଅବଶରରେ ପତ୍ରୀକାର ସଂପାଦକ ସାନ୍ତନୁ କର୍ଣ୍ଣ ଏବଂ ଉପଦେଷ୍ଟା ସୌମିତ୍ରୀ କର୍ଣ୍ଣଙ୍କ ସମେତ ଦ୍ୱିତିକୃଷ୍ଣ ପଣ୍ଡା, ଲକ୍ଷ୍ମିନାରାୟଣ ସାହୁ, ପ୍ରସାନ୍ତ ଶତପଥି, ଗୌରଚନ୍ଦ୍ର ପରିଛା ଏବଂ ତ୍ରୀପୁରାରୀ ମହାକୁର କୋଶଲୀ ଭାଷା ଓ ସାହିତ୍ୟ ଉପରେ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମକୁ ପଙ୍କଜ ଖମାରୀ ଓ ମୁକୁନ୍ଦ ଧରୁଆ ସଂଯୋଜନା କରିଥିବା ବେଲେ ହୃଷିକେଶ ଚାନ୍ଦ୍ ଧନ୍ୟବାଦ ଦେଇଥିଲେ । ଦ୍ୱିତୀୟ ପର୍ଯ୍ୟାୟ  କବିତା ପାଠୋତ୍ସବ ଉତ୍ସବରେ ମନୋଜ ମହାନ୍ତୀ ଓ ଜଟାଧାରୀ ପଧାନ ଅତିଥି ଭାବରେ ଯୋଗଦେଇ ଥିବା ବେଳେ କବି ତ୍ରୀପୁରାରୀ ମହାକୁର, ବିଶ୍ୱନାଥ କର୍ଣ୍ଣ, ଅଶୋକ ଷାଣ୍ଢ, ସୁଭେନ୍ଦୁ ମେହେର, ଅଭିନବ ପଟ୍ଟନାଏକ, ସରୋଜ ମେହେର, ସତ୍ୟନାରାୟଣ ପଧାନ, ପ୍ରହଲ୍ଲାଦ ନାଏକ, ଚିତ ରଂଜନ ବେହେରା, ଯଦୁମଣୀ କର୍ଣ୍ଣ, ଗଜିନ୍ଦ୍ର ସେଠୀଙ୍କ ସମେତ ପ୍ରାୟ ୫୦ ଜଣ କବି ଯୋଗଦେଇ  ସ୍ୱରଚିତ କୋଶଲୀ କବିତା ପାଠ କରିଥିଲେ ।  ଚନ୍ଦ୍ରାବତୀ ପାଣ୍ଡେ ଓ ଲକ୍ଷ୍ମୀନାରାୟଣ ସାହୁ  କବିତା ସଂଯୋଜନା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like