-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

 ଓଡିଶା ଭିଜନ ୨୦୨୪ : ୟଙ୍ଗ ଷ୍ଟୁଡେଣ୍ଟ କ୍ରିକେଟ କ୍ଳବ ବିଜୟୀ

06-Apr-2021



ବଲାଙ୍ଗିର,(ପ୍ରେରଣା ଖବର)- ଆଜି ବଲାଙ୍ଗିର ଗାନ୍ଧିଷ୍ଟାଡିୟମଠାରେ ଆୟୋଜିତ ଓସିଏ ଭିଜନ ୨୦୨୪ ସିନିୟର ଇନ୍‌ଟ୍ରାକ୍ଳବ ସୁପରଲିଗ୍ କ୍ରିକେଟ ପ୍ରତିଯୋଗିତାରେ ୟଙ୍ଗ ଷ୍ଟୁଡେଣ୍ଟ କ୍ରିକେଟ କ୍ଳବ ବିଜୟ ଲାଭ କରିଛି । ଆଜିର ପ୍ରତିଯୋଗିତା ୟଙ୍ଗ ଷ୍ଟୁଡେଣ୍ଟ କ୍ରିକେଟ କ୍ଳବ ଓ ପାଟଣାଗଡ କ୍ରିକେଟ କ୍ଳବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ୟଙ୍ଗ ଷ୍ଟୁଡେଣ୍ଟ କ୍ରିକେଟ କ୍ଳବ ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରି ୪୯.୫ ଓଭରରେ  ସମସ୍ତ ଉଇକେଟ କରାଇ ୨୬୨ ରନ୍ ସ୍କୋର କରିଥିଲେ । ଦଳ ତରଫରୁ ସନ୍ତୋଷ ଆନନ୍ଦ ମିଶ୍ର ସର୍ବାଧିକ ୧୨୦ ରନ୍ ଓ ରୋହିତ ନାଗ ୬୪ ରନ୍ ସଂଗ୍ରହ କରିଥିଲେ । ପାଟଣାଗଡ କ୍ରିକେଟ ଦଳ ତରଫରୁ ହର ବେନ୍ତାକର, ବିଶାଳ ହାତୀ ଓ ପଲ୍ଳବ ନାଗ ପ୍ରତ୍ୟେକ ୨ ଟି ଲେଖାଁଏ ଉଇକେଟ ଅକ୍ତିଆର କରିଥିଲେ । ୨୬୩ରନ୍‌ର ଲକ୍ଷକୁ ପିଛା କରିବାକୁ ଯାଇ ପାଟଣାଗଡ କ୍ରିକେଟ କ୍ଳବ ୪୪.୩ ଓଭରରେ ସମସ୍ତ ଉଇକେଟ ହରାଇ କେବଳ ୨୦୦ ରନ୍ ସଂଗ୍ରହ କରି ୬୨ ବ୍ୟବଧାନରେ ମ୍ୟାଚ୍‌କୁ ହରାଇଥିଲେ । ଦଳ ତରଫରୁ ବିକାଶ ବନ୍‌ଛୋର ସର୍ବାଧିକ ୭୧ ରନ୍ ଓ ସୁମନ ପଟ୍ଟନାୟକ ୪୭ ରନ୍ କରିଥିଲେ । ୟଙ୍ଗ ଷ୍ଟୁଡେଣ୍ଟ କ୍ରିକେଟ କ୍ଳବ ତରଫରୁ ପୁର୍ଣ୍ଣଚନ୍ଦ୍ର ବର୍ଗତ୍ତୀ ୪ ଗୋଟି ଓ ସ୍ୱାଗତ ପଟ୍ଟନାୟକ ୨ ଗୋଟି ଉଇକେଟ ଅକ୍ତିଆର କରିଥିଲେ ।  ୟଙ୍ଗ ଷ୍ଟୁଡେଣ୍ଟ କ୍ରିକେଟ କ୍ଳବର ସନ୍ତୋଷ ଆନନ୍ଦ ମିଶ୍ରଙ୍କୁ ତାଙ୍କର ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ଆଜିର ଶ୍ରେଷ୍ଠ ଖେଳାଳି ଘୋଷିତ କରାଯାଇଥିଲା । 
ଏହି ମ୍ୟାଚକୁ ସମିର କୁମାର ପାଣିଗ୍ରାହୀ ଓ ଶ୍ୟାମସୁନ୍ଦର ପଣ୍ଡା ପରିଚାଲନା କରିଥିବା ବେଳେ ସୁଭମ ନାଏକ ଓ ସ୍ୱାଗତ ସ୍କୋରର ଦାୟିତ୍ୱ ତୁଲାଇଥିଲେ । ଆସନ୍ତା କାଲି (ବୁଧବାର) ନବକିଶୋର କ୍ଳବ ଓ ନାଏକ କ୍ରିକେଏ ଏକାଡେମୀ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହେବ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like