-+91-9937148622 |

prerana_bgr@rediffmail.com |

  Sunday 19th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   (18-Jul-2026)       ||      ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   (18-Jul-2026)       ||     

HOME   ଜିଲ୍ଲା

ଗାଙ୍ଗପୁର ପେଟ୍ରୋଲ ପମ୍ପ ନିକଟରେ ମିନିଟ୍ରକ ଧକ୍କା ରେ ଜେଜେ ମୃତ ନାତୁଣୀ ଆହତ

07-Apr-2021



 କୋଦଳା(ଉମା ମହାରଣା) : ଆଜି ସକାଳ 8 ଘଣ୍ଟ 20 ମିନଟ ସମୟରେ ଗଂଜାମ ଜିଲ୍ଲା ଗାଙ୍ଗପୁର ପେଟ୍ରୋଲପମ୍ପ ନିକଟରେ ଏକ ଟି ଭି ଏସ ଏକ୍ସିଲ ଲୁନା କୁ ମିନିଟ୍ରକ ଧକ୍କାଦେଇ ମିନିଟ୍ରକ ଟି ଓଲଟି ପଡିବାରୁ ଟ୍ରକ ତଳେ ଚାପିହୋଇ  ଘଟଣା ସ୍ଥଳରେ ଜେଜେ ବାପାର ମୃତୁ ଘଟିଥିବା ବେଳେ 10 ବର୍ଷର ନାତୁଣୀ ଆହତ ହୋଇଛି ।ଘବରରୁ ଜଣାପଡିଛି ବେଲଗୁଣ୍ଠା ବ୍ଲକ ବଙ୍କା ପଂଚାୟତ ଅନ୍ତର୍ଗତ ସୁରମଣି ଗ୍ରାମର ଦଣ୍ଡପାଣି ନାୟକ 55,ଧରାକୋଟ ବ୍ଲକ  ଖଣ୍ଡବନ୍ଧ ଗ୍ରାମରେ ରହୁଥିବା ସମ୍ପର୍କୀୟ ଘରକୁ ମଙ୍ଗଳବାର ଦିନ ଯାଇଥିଲେ । ସେଠାରୁ ଆଜି ସକାଳ

7 ଘଣ୍ଟ 30 ମିନଟ ସମୟରେ ନିଜଗ୍ରାମ ସୁରମଣି କୁ ଟି ଭି ଏସ ଏକ୍ସେଲ ରେ ନାତୁଣୀ ପ୍ରିୟଦର୍ଶନୀ ନାୟକ 8 କୁ ଧରି ଫେରୁଥିବା ସମୟରେ ଗାଙ୍ଗପୁର ପେଟ୍ରୋଲ ପମ୍ପ ନିକଟରେ ଆସିକା ପଟୁ ଭଞ୍ଜନଗର ଆଡେ ଯାଉଥିବା ଏକ ମିନିଟ୍ରକ ଯାହାର ନମ୍ବର od02,bc- 6727  ଏକ୍ସେଲ କୁ ଧକ୍କା ଦେଇ ମିନିଟ୍ରକଟି ଘଟଣାସ୍ଥଳରେ ଓଲଟି ପଡିଥିଲା,ଗାଦିତଳେ ଦଣ୍ଡପାଣି ଚାପିହୋଇଯାଇଥିଲେ ,ଫଳରେ  ଦଣ୍ଡପାଣିଙ୍କ ମୁଣ୍ଡକୁ ଗଭୀର ଆଘାତ ଲାଗି ବା ସହ ଦହି ବାହାରି ପଡିବାରୁ ସେ ଘଟଣା ସ୍ଥଳରେ ମୃତୁ ଘଟିଥିଲା ପ୍ରାୟ ଦେଢ଼ ଘଣ୍ଟା ପରେ ଏକ ଜେସିବି ମିଶିନୀ ଆସିବାରୁ ଟ୍ରକ ତଳେ ଚାପିହୋଇ ରହିଥିବା ଦଣ୍ଡପାଣିଙ୍କ ଶବକୁ ବାହାର କରାଯାଇଥିଲା । ନାତୁଣୀ ପ୍ରିୟଦର୍ଶନୀ ସାମାନ୍ୟ ଆହତ ହୋଇଥିଲେ, ସ୍ତାନୀୟ ଲୋକେ ତାକୁ ଗାଙ୍ଗପୁର 

ପ୍ରାଥମିକ ଚିକିଛାଳୟରେ ଭର୍ତି କରିଥିଲେ । ଖବରପାଇ ଗାଙ୍ଗପୁର ଥାନାଅଧିକାରୀ ଘଟଣା ସ୍ଥଳରେ ପହଂଚି ଶବକୁ ଜବତ କରି ବ୍ୟବଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଦେଇ ଦୁର୍ଘଟଣା ଘଟାଇଥିବା ଗାଡିକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛନ୍ତି, ମିନିଟ୍ରକ ର ଡ୍ରାଇଭର ଓ ହେଲ୍ପର ଘଟଣା ସ୍ଥଳରୁ ଚମ୍ପଟ ମାରିଛନ୍ତି ।   ମୃତ ଦଣ୍ଡପାଣି ବନବିଭାଗ କାଜୁ ନିଗମରେ ଚତୁର୍ଥ ଶ୍ରେଣୀ କର୍ମଚାରିଭାବେ କାମ କରୁଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026
  ଜିଲ୍ଲା  
ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   19-Jul-2026
  ଜିଲ୍ଲା  
ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   18-Jul-2026

You Might Also Like