-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||      ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫ ■ ସେମଫାଇନାଲ ଲାଇନ ଅପ ଚୂଡାନ୍ତ   (12-Dec-2025)       ||     

HOME   ବାଣିଜ୍ୟ

ଗୋଡଭଗା କେମ୍ପ ଠାରେ ବୈଷ୍ଣବୀ ଇ ବାଇକ୍ ର ସୋରୁମ୍ ଉଦଘାଟିତ

07-Apr-2021



ବରଗଡ଼ (ମୁକୁନ୍ଦ ଦାସ) :ଗୋଡଭଗା କେମ୍ପ ଠାରେ ବୈଷ୍ଣବୀ ଇ ବାଇକ୍ ର ଏକ ସୋରୁମ୍ ଉଦଘାଟନ ହୋଇଯାଇଛି ଏଠାରେ ବ୍ୟାଟେରୀ ରେ ଚାଲିତ ଇଲେକ୍ଟରୀ ସ୍କୁଟୀ ଉପଲବ୍ଧ ଅଟେ ଏହା ସହିତ ବର୍ତମାନ 3 ଟି ମୋଡେଲ୍ ର ସ୍କୁଟୀ ଉପଲବ୍ଧ ଅଟେ ବୋଲି ମୂଖ୍ୟ ତଥା ପ୍ରୋପାଟର ଜଣା ଶୁଣା ସାମାଜିକ କର୍ମୀ ଦୀବାକର ପ୍ରଧାନ ଆଦ୍ୟାଶା ନିଉଜ୍ କୁ ସୂଚନା ପ୍ରଦାନ କରିଛନ୍ତି। ଏହା ସହିତ 3 ଘଣ୍ଟା ଚାର୍ଚ୍ଚ କଲେ 85 କିମି ଗାଡି ଚାଲିପାରିବ ଓ  ସର୍ଭିସିଂ ମଧ୍ୟ ଉପଲବ୍ଧ ବୋଲି ସୂଚନା ଦେଇଛନ୍ତି ଏହା ସହିତ ଆଜି ଦୁଇଜଣ ଗ୍ରାହକ ଖିରୋଦ ସାହୁ ଓ ରତିଲାଲ୍ ପଟେଲ ଗାଡି ନେଇଛନ୍ତି। ଏହା ହିରୋ ଇ- ବାଇକ୍ ଅନ୍ତଗତ ଅଟେ ଯାହାକି ପେଟ୍ରୋଲରୁ ମୁକ୍ତି ପାଇବା ସହ ବୟସ୍କ ମାନଙ୍କ ପାଇଁ ଏକ ଭଲ ଅଟେ ବୋଲି ଜଣେ ଗ୍ରାହାକ ଜଣାଇଛନ୍ତି। ଏହା ସହିତ ଆଜି ଯେଉଁ ମାନେ ଗାଡି ନେବେ ସେମାନଙ୍କୁ ଗୋଟିଏ ହେଲମେଟ ଦିଆଯାଉଛି। ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ମାନେ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025
  ଜିଲ୍ଲା  
କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   12-Dec-2025

You Might Also Like