-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||     

HOME   ରାଜ୍ୟ

ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ

11-Apr-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ): ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୫୬୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୦୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୭୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩ଜଣ, ବରଗଡ଼ ଜିଲ୍ଲାରୁ ୬୮ଜଣ, ଭଦ୍ରକ ଜିଲ୍ଲାରୁ ୩୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୩୧ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୮ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୧ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୯୦ଜଣ, ପୁରୀ ଜିଲ୍ଲାରୁ ୪୩ଜଣ, ରାୟଗଡ଼ ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୮୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୯୫୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୯୬୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୭୦୩୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026

You Might Also Like