-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||     

HOME   ଜିଲ୍ଲା

ପାରିବାରିକ କଳହରୁ ଦଉଡି ଦେଇ ଆତ୍ମହତ୍ୟା

11-Apr-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ରାଇକିଆ ଥାନା ଅନ୍ତର୍ଗତ ବାସନ୍ତୀ ପଲ୍ଲୀ ସାହିରେ ଏକ ପାରିବାରିକ କଳହ କାରଣରୁ ଜଣେ ବ୍ୟକ୍ତି ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଟିକାବାଲି ଥାନା ଦଡିଙ୍ଗିଆ ଗ୍ରାମର ରମଣ ଦିଗାଳ(୩୫) ବାସନ୍ତୀ ପଲ୍ଲୀ ସାହିରେ ଏକ ଭଡ଼ାଘରେ ସ୍ତ୍ରୀ ଓ ଦୁଇ ପିଲାଙ୍କ ସହ ରହି ଆସୁଥିଲେ। ସେ ଏକ ଚିକେନ୍ ଦୋକନରେ ରହି କାମକରୁଥିଲେ। କୌଣସି କାରଣରୁ ସ୍ତ୍ରୀ ସହ ଘରେ ଝଗଡ଼ା ହୋଇଥିବା କୁହାଯାଉଛି। ଏଥିଯୋଗୁଁ ସ୍ତ୍ରୀ ତାଙ୍କ ବାପଘରକୁ ଚାଲିଯାଇଥିଲେ। ଏଥିରେ ସେ ତାଙ୍କର ମାନସିକ ଭାରସାମ୍ୟ ହରାଇ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ଶନିବାର ସକାଳୁ ତାଙ୍କ ଶାଳକ ଆହାସ ନାୟକ ସେ ଘରକୁ ଯାଇ ଭିଣୋଇଙ୍କୁ କବାଟ ବାଡ଼େଇ ଡ଼ାକିଥିଲେ। କିନ୍ତୁ କୌଣସି ଉତ୍ତର ମିଳିନଥିଲା। ଏହାପରେ କବାଟ ଠେଲି ଦେଖିଲା ବେଳକୁ ତାଙ୍କ ଭିଣୋଇ ଝୁଲା ଅବସ୍ଥାରେ ରହିଥିବା ଦେଖିବାକୁ ପାଇଥିଲେ। ସେ ଏନେଇ ରାଇକିଆ ଥାନାରେ ସୂଚନା ଦେଇଥିଲେ। ସୂଚନା ପାଇ ଘଟଣାସ୍ଥଳରେ ରାଇକିଆ ଥାନା ଅଧିକାରୀ ତରୁଣ ତପନ ବେହେରା ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପୁଲିସ ଶବକୁ ମେଡିକାଲ କୁ ବ୍ୟବଛେଦ ପାଇଁ ପଠାଇଥିଲା । ଏନେଇ ରାଇକିଆ ପୋଲିସ୍ ପକ୍ଷରୁ ୦୪/୨୦୨୧ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ପୁଲିସ ପକ୍ଷରୁ କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026

You Might Also Like