-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

ନରସିଂହ ସେନା ପକ୍ଷରୁ ରକ୍ତଦାନ ଶିବିର

13-Apr-2021



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର))- ସ୍ଥାନୀୟ ସ୍ୱେଚ୍ଛାସେବୀ ସଂଗଠନ ନରସିଂହ ସେନା ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଦେଶରେ ମହାମାରି କରୋନାର ଦ୍ୱିତୀୟ ଲହରି ଚାଲିଛି । ଏ ସମୟରେ ବିଭିନ୍ନ ବ୍ଲଡ ବ୍ୟାଙ୍କରେ ରକ୍ତର ଆବଶ୍ୟକତାକୁ ଅନୁଭବ କରି ନରସିଂହ ସେନା ଛତାମଖନା ଠାରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ କରିଥିଲା । ଏହି ରକ୍ତଦାନ ଶିବିରରେ ସମୁଦାୟ ୨୫ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା । ନରସିଂହ ସେନାର ସଭାପତି ଯୁବ ନେତା ତଥା ସମାଜସେବୀ ଶୁଭ୍ରାଂଶୁ ଶେଖର ପଣ୍ଡାଙ୍କ ଉଦ୍ୟମରେ ସ୍ଥାନୀୟ ପଂଚାୟତ ପରିସରରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରକୁ ମୁଖ୍ୟ ଅତିଥି ପିସିସି ଅନୁସୂଚିତ ଜନଜାତି ସେଲ ସଭ୍ୟ ଲୋକନାଥ କୁମୁରା ଆନୁଷ୍ଠାନିକ ଉଦ୍‌ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ବଲାଙ୍ଗିର ବିଧାୟକଙ୍କ ସ୍ୱାସ୍ଥ୍ୟ ପ୍ରତିନିଧି ମନୀଷ ମିଶ୍ର ଯୋଗଦାନ କରି ଉପସ୍ଥିତ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ରକ୍ତଦାନ ଶିବିରରେ ଅନେକ ଲୋକ ଯୋଗଦେଇ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ । ଦୁଇ ଜଣ ମହିଳା ସୁନିତା ମିଶ୍ର ଏବଂ ପୁଷ୍ପାଞ୍ଜଳି ଭୋଇ ପ୍ରଥମେ ରକ୍ତଦାନ କରି ମହିଳା ମାନଙ୍କ ମଧ୍ୟରେ ସଚେତନତାର ବାର୍ତ୍ତା ଦେଇଥିଲେ । ଜାମଗାଁ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ଜ୍ଞାନ ରଂଜନ ଦାଶ, ଆଶାକର୍ମୀ ରୁକ୍ମଣି ଭୁଏ ଏବଂ ବଲାଙ୍ଗିର ବଲାଙ୍ଗିର ବ୍ଲଡ ବ୍ୟାଙ୍କ ଅଧିକାରୀ ନରେଶ ଚନ୍ଦ୍ର ମିଶ୍ର, ଶେକ୍ ଅସରଫ, ଅକ୍ଷୟ ବାଗ, ସୁଶିଲ ସୁନା ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ । ଶିବିରକୁ ସଫଳ ଆୟୋଜନ ପାଇଁ ସରପଂଚ ଜନ୍ମଜୟ ବାରିକ, ଉପ-ସଭାପତି ନରେନ୍ଦ୍ର ମିଶ୍ର, ସଂପାଦକ ରାଜ କିଶୋର ମିଶ୍ର, କୋଷାଧ୍ୟକ୍ଷ ସଚ୍ଚିଦାନନ୍ଦ ମିଶ୍ର ଏବଂ ପୂର୍ବତନ ସରପଂଚ ସରୋଜ ମେଶ୍ୱା ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like