-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||     

HOME   ଦେଶ ବିଦେଶ

ରେକର୍ଡ ସଂକ୍ରମଣ: ୨୪ ଘଣ୍ଟାରେ ହଜାରେ ଟପିଲା ମୃତ୍ୟୁ, ୧ ଲକ୍ଷ ୮୪ ହଜାରରୁ ଅଧିକ ପଜିଟିଭ ଚିହ୍ନଟ

14-Apr-2021



ନୂଆଦିଲ୍ଲୀ(ପ୍ରେରଣା ଖବର ବ୍ୟୁରୋ) ଅସମ୍ଭାଳ ହେଉଛି ସ୍ଥିତି । ଦେଶରେ ବୋଲମାନୁନି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତ ସଂଖ୍ୟା ଆଶାଠାରୁ ଅଧିକ ଭାବେ ବଢିବାରେ ଲାଗିଛି । ଏହାକୁ ନଜରରେ ରଖି ମହାରାଷ୍ଟ୍ର ଆଜିଠୁ ୧୫ ଦିନ ଧରି ମହାରାଷ୍ଟ୍ରରେ ୧୪୪ ଧାରା ଜାରି କରାଯାଇଛି । ସେହିପରି ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଉଟ୍ କର୍ଫ୍ୟୁ ବି ଲାଗିଛି। ତଥାପି ସଂକ୍ରମଣରେ ଲାଗିପାରୁନି ବ୍ରେକ୍ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୮୪ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ପ୍ରଥମ ଥର ଲାଗି ହଜାର ଟପିଛି ମୃତ୍ୟୁ ସଂଖ୍ୟା ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୮୪ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଛି । ଗତକାଲି ମୃତ୍ୟୁ ସଂଖ୍ୟା ୮୭୯ ଥିଲା । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩୮ ଲକ୍ଷ ପାର୍ କରିଛି । ଏତତ୍ ବ୍ୟତୀତ  ମୋଟ୍ ଆକ୍ଟିଭ କେସ୍ ରହିଛି ୧୩ ଲକ୍ଷ ୬୫ ହଜାର, ୫୦୪ ଓ ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୨ ହଜାର ଟପିଛି ।

India reports 1,84,372 new #COVID19 cases, 82,339 discharges and 1,027 deaths in the last 24 hours, as per Union Health Ministry

Total cases: 1,38,73,825
Total recoveries: 1,23,36,036     
Active cases: 13,65,704     
Death toll: 1,72,085      
 
Total vaccination: 11,11,79,578


News Comment




Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026

You Might Also Like