-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||     

HOME   ଜିଲ୍ଲା

ଚନ୍ଦନଭାଟିରେ ପୋଷ୍ୟ ସ୍କୁଲ କାର୍ଯ୍ୟକ୍ରମ : ପାଠପଢା ପାଇଁ ସମସ୍ତ ଅଭାବ ପୂରଣ କରାଯିବ   

14-Apr-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର):ଗତକାଲି ବଲାଙ୍ଗିର ମାନ୍ୟବର ବିଧାୟକ ନରସିଂହ ମିଶ୍ରଙ୍କ ଦ୍ୱାରା ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଥିବା ଚନ୍ଦନଭାଟି ପଞ୍ଚାୟତ ହାଇ ସ୍କୁଲ ରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରଷ୍କାର ବିତରଣ କରାଯାଇଛିା ସ୍କୁଲରେ ଥିବା ସମସ୍ତ ଅଭାବ ଅସୁବିଧାକୁ ନେଇ ତା ପୁର୍ବରୁ ଏକ ବୈଠକ ବସିଥିଲା । ଏହି ଅଲୋଚନା ବୈଠକରେ ବିଧାୟକ ଶ୍ରୀ ମିଶ୍ରଙ୍କ ବ୍ୟତିତ ପ୍ରକଳ୍ପ ନିର୍ଦ୍ଦେଶକ ମହେଶ୍ୱର ସ୍ୱାଇଁ, ଗୋଷ୍ଠି ଉନ୍ନୟନ ଅଧିକାରୀ ରାମଦତ୍ତ ଭୋଇ,ଜିଲ୍ଲା ଶିକ୍ଷା ଅଧିକାରୀ ଧୃବଚରଣ ବେହେରା, ଗୋଷ୍ଠି ଶିକ୍ଷା ଅଧିକାରୀ ରାଘବ ପାଣିଗ୍ରାହୀ, ସ୍କୁ ପରିଚାଳଣା କମିଟି ସଭାପତି ରାମ ପ୍ରସାଦ ମିଶ୍ର,ସରପଞ୍ଚ ମୀନାକୁମାରୀ ଭୋଇ, ବିଧାୟକଙ୍କ ଶିକ୍ଷା ପ୍ରତିନିଧି ବାମଦେବ ମିଶ୍ରଏବଂ ସ୍କୁଲ ପ୍ରଧାନ ଶିକ୍ଷକ ତଥା ଅନ୍ୟାନ୍ୟ ଶିକ୍ଷକ ବୃନ୍ଦ ଉପସ୍ଥିତ ଥିଲେ । ବୈଠକରେ ସ୍କୁଲର ଉନ୍ନତି ପାଇଁ ପୁର୍ବରୁ ପଠାଯାଇଥିବା ପ୍ରସ୍ତାବ ଉପରେ ଅଲୋଚନା ହୋଇଥିଲା । ବିଶେଷ କରି ଅଭାବ ଥିବା ଶ୍ରେଣୀଗୃହ ନିର୍ମାଣ, ଖାଲି ପଡିଥିବା ଶିକ୍ଷକ କର୍ମଚାରୀ ପୂରଣ, ଖେଳ ପଡିଆ, ସୁରକ୍ଷା ଦୃଷ୍ଟିରୁ ସିସିଟିଭୀ କ୍ୟାମେରା ଓ ସ୍କୁଲ ରେ ବିଦ୍ୟୁତ ବ୍ୟବସ୍ଥା, ସଇକଲ ଷ୍ଟାଣ୍ଡ , ପାଇଖାନା ନିର୍ମାଣ, ନିୟମିତ ଭାବରେ ଅଭୀଭାବକ ଓ ପୁରାତନ ଛାତ୍ରମାନଙ୍କୁ ଡାକି ସ୍କୁଲର ଉନ୍ନତି କରିବା ପାଇଁ ବୈଠକ କରିବା ଉପରେ ଆଲୋଚନା ହୋଇଥିଲା ତା ସହିତ ସ୍କୁଲରେ ଜରାଜୀର୍ଣ୍ଣ ଭାବରେ ପଡିଥିବା କୋଠାକୁ ଭାଙ୍ଗିସେହି ଜାଗାକୁ ସ୍କୁଲ ପାଇଁ ପାଣ୍ଟି ଯୋଗଣ ଉଦ୍ଦେଶ୍ୟରେ ମାକେର୍ଟ କମ୍ପେଲକ୍ସ ଏବଁ ଉପର ମହାଲରେ ଷ୍ଟାଫ କ୍ୱାଟର ନିର୍ମାଣ ମେଇ ଆଲୋଚନା ହୋଇଥିଲା । ପରେ ଗତ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା କୃତି ଛାତ୍ରଛାତ୍ରୀମାନଙ୍କୁ ମୂଖ୍ୟ ଅତିଥି ଶ୍ରୀ ମିଶ୍ର ମାନପତ୍ର ଓ ଟ୍ରଫୀ ଦେଇ ପୁରସ୍କୃତ କରିଥିଲେ । ପୁରସ୍କାର ପ୍ରଦାନ ଉତ୍ସବରେ ନିଜ ବକ୍ତବ୍ୟରେ ଶ୍ରୀ ମିଶ୍ର କହିଥିଲେ ଯେ, କେବଳ ଭୀତ୍ତିଭୂମୀର ବିକାଶ ଦ୍ୱାରା ଶିକ୍ଷାର ବିକାଶ ହୋଇ ପାରିବ ନାହିଁ । ଏଥିପାଇଁ  ଆମକୁ ଦରକାର ଉତ୍ତମ ଶିକ୍ଷାଦାନ,

ଛାତରଛାତ୍ରୀମାନଙ୍କ ଶୃଙ୍ଖଲିତ ଆଚରଣ ଏବଂ ଅଭିଭାବକମାନଇଙ୍କ ସହେଯାଗ । ତାହା ହେଲେ ହିଁ ଆମେ ଏହି ସ୍କୁଲ କୁ ଏକ ଉନ୍ନତସ୍କୁଲରେ ପରିଣତ କରି ପାରିବା ଏବଂ ଛାତ୍ରଛାତ୍ରୀମାନେ ଭଲ ମଣୀଷ ହୋଇ ବାହାରିବେ । ସେ ଆହୁରି ମଧ୍ୟ କହିଥିଲେ, ସ୍କୁଲର ଛାତ୍ରଛାତ୍ରୀମାନଙ୍କ ପାଇଁ ଶିକ୍ଷା, କ୍ରିଡା ଓ ସଚସ୍କୃତିକ କାର୍ଯ୍ୟକ୍ରମରେ ନିଜର ଦକ୍ଷତା ପ୍ରମାଣ କରିବା ପାଇଁ କୌଣସି ଅଭାବ ରହିବ ନାହିଁ । ସମସ୍ତ ପ୍ରକାର ଅଭାବ ଅସୁବିଧାକୁ ନିଶ୍ଚୟ ପୂରଣ କରାଯିବ ବୋଲି ସେ କହିଥିଲେ । ଏହି ପରିପ୍ରେକ୍ଷୀରେ ବିଦ୍ୟାଲୟର ପୁର୍ବତନ ଶିକ୍ଷକ ଗୋପାଳ ପ୍ରସାଦ ପାଣୀଗ୍ରାହୀ, କପିଳେଶ୍ୱର ପାଣୀଗ୍ରାହୀ. ରମେଶ ଚନ୍ଦ୍ର ମେହେର, ଡା, ସତ୍ୟବ୍ରତ ମିଶ୍ରଙ୍କୁ ସମ୍ମାନୀତ କରଯାଇଥିଲା । ଶେଷରେ ପ୍ରଧାନ ଶିକ୍ଷକ ଧନ୍ୟବାଦ ଦେଇ ସଭାଶେଷ ଘୋଷଣା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026

You Might Also Like