-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ଜିଲ୍ଲା

ବାଲିଗୁଡା:ପଥଚାରୀଙ୍କୁ ସମାଜସେବୀ ପଣା ବଣ୍ଟନ କଲେ

14-Apr-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ) : ସମଗ୍ର ରାଜ୍ୟରେ ଦିନକୁ ଦିନ  ପ୍ରବଳ ଖରା ଓ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଯୁବ ସମାଜ ସେବୀ ଦୀପକ କୁମାର ପଣ୍ଡା ଟାଉନର ପିଡବ୍ଲୁଡି ଛକ ନିକଟରେ ଶୁଭଲଷ୍ମୀ ନାମରେ ଏକ ପଣା ଷ୍ଟଲ ଖୋଲିଛନ୍ତି | ଏହି ପଣା ଷ୍ଟଲ ପ୍ରତ୍ୟେକ ସୋମବାର, ଗୁରୁବାର ଓ ଶନିବାର ଦିନ ସକାଳ ୭ ଘଣ୍ଟ ଠାରୁ ଆରମ୍ଭ ହୋଇ ଦିନ ୧ ଘଣ୍ଟ ପର୍ଯ୍ୟନ୍ତ ବିନା ମୂଲ୍ୟରେ ଲୋକଙ୍କୁ ପଣା ବଣ୍ଟନ କରାଯାଇଥାଏ | ଏହି ପଣା ବଣ୍ଟନ କାର୍ଯ୍ୟକ୍ରମ ଆଗକୁ ଦୀର୍ଘ ତିନି ମାସ ଯାଏ ଜାରି ରହିବ ବୋଲି ସମାଜ ସେବୀ ଶ୍ରୀ ପଣ୍ଡା ମତ ପ୍ରକାଶ କରିଛନ୍ତି |ଏହି ପଣା ବଣ୍ଟନ ରେ ଯଦି କେହି ସ୍ୱେଚ୍ଛାସେବୀ ସାହାର୍ଯ୍ୟ କରିବାକୁ ଚାହାଁନ୍ତି ତେବେ ତାଙ୍କୁ ସାହାର୍ଯ୍ୟ କରିପାରିବେ ବୋଲି ମଧ୍ୟ କହିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like