-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||     

HOME   ରାଜ୍ୟ

ରାଜ୍ୟରେ ୪ହଜାର ଟପିଲା କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୪୪୪୫ ପଜିଟିଭ୍ ଚିହ୍ନଟ

19-Apr-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୮୨୫୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୭୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୭୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୩ଜଣ, ବରଗଡ଼ ଜିଲ୍ଲାରୁ ୧୭୮ଜଣ, ଭଦ୍ରକ ଜିଲ୍ଲାରୁ ୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬୮ଜଣ, ବୌଦ୍ଧ ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୨୫୧ଜଣ, ଦେଓଗଡ଼ ଜିଲ୍ଲାରୁ ୩୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୦ଜଣ, ଗଜପତି ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲରାୁ ୬୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩ଜଣ, ଯାଜପୁର ଜିଲ୍ଲାରୁ ୫୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭୩ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୫ଜଣ, କେନ୍ଦୁଝର ଜିଲ୍ଲାରୁ ୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୮୭ଜଣ, କୋରାପୁଟ ଜିଲ୍ଲାରୁ ୨୧ଜଣ, ମାଲକାନଗିରି ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୭ଜଣ, ନୟାଗଡ଼ ଜିଲ୍ଲାରୁ ୫୦ଜଣ, ନୂଆପଡ଼ା ଜିଲ୍ଲାରୁ ୪୩୭ଜଣ, ପୁରୀ ଜିଲ୍ଲାରୁ ୨୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୫୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୪୧ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୨୫ଜଣ ରହିଛନ୍ତି ।


ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୫୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୬୧୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୬୩୬୦୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Covid-19 Report For 18th April

New Positive Cases: 4445
In quarantine: 2574
Local contacts: 1871

(Details of local contacts will be shared by concerned Dist Administration)

District Wise Cases:

1. Angul: 87
2. Balasore: 123
3. Bargarh: 178
4. Bhadrak: 43
5. Balangir: 168
6. Boudh: 21
7. Cuttack: 251
8. Deogarh: 35
9. Dhenkanal: 20
10. Gajapati: 10
11. Ganjam: 62
12. Jagatsinghpur: 33
13. Jajpur: 58
14. Jharsuguda: 231
15. Kalahandi: 273
16. Kandhamal: 29
17. Kendrapada: 35
18. Keonjhar: 75
19. Khurda: 587
20. Koraput: 21
21. Malkangiri: 9
22. Mayurbhanj: 100
23. Nawarangpur: 127
24. Nayagarh: 50
25. Nuapada: 437
26. Puri: 219
27. Rayagada: 53
28. Sambalpur: 241
29. Sonepur: 22
30. Sundargarh: 722
31. State Pool: 125

New recovery: 1309
Cumulative tested: 9636052
Positive:372703
Recovered:346134
Active case: 24568


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026

You Might Also Like