-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||     

HOME   ଜିଲ୍ଲା

ଅବକାରୀ ଗୁଇନ୍ଦା ବିଭାଗର ଅଚାନକ ଚଢ଼ାଉ : ବିଦେଶୀ ମଦ ଜବତ,୨ ଗିରଫ

20-Apr-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ):ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗର ଏକ ସ୍ୱତନ୍ତ୍ର ଦଳ ଅଚାନକ ଭାବେ ବିଭିନ୍ନ ସ୍ଥାନରେ ଚଢାଉ କରି ଚୋରାରେ ଓ ବେଆଇନ ଭାବେ ବିକ୍ରି ହେଉଥିବା ୧୩୧ ଲିଟର ବିିଭିନ୍ନ ବିଦେଶୀ ମଦ ଜବତ କରିବା ସହିତ ଏହି ଘଟଣାରେ ୨ ଜଣକୁ ଗିରଫ କରିଛନ୍ତି। ଗିରଫ ମାନେ ହେଲେ ଗୋଛାପଡ଼ା ପଞ୍ଚାୟତ ଅନ୍ତର୍ଗତ କାମଟଣା ଗ୍ରାମର ରିନା କହଁର ଓ ଅନ୍ୟଜଣେ ହେଲେ ଖଜୁରିପଡ଼ା ବ୍ଳକ ଅନ୍ତର୍ଗତ ଭେଟଖୁଲ୍‍ ଗ୍ରାମର ପଦ୍ମଚରଣ ସାହୁ। ଅବକାରୀ ଅଧିକାରୀ ବିଶ୍ୱଜିତ୍‍ ନାୟକଙ୍କ ନେତୃତ୍ୱରେ ଏହି ଚଢାଉରେ ଏସ୍‍.ଆଇ ସନ୍ତୋଷ ନାୟକ, କୁମୁଦ ପ୍ରଧାନ, ପ୍ରବୀଣ କୁମାର ସାମଲ ପ୍ରମୁଖ ସାମିଲ ହୋଇଥିଲେ। ଚଢାଉରେ ରିନା କହଁରଙ୍କ ଠାରୁ ୧୦୧ ଲିଟର ବିଦେଶୀ ମଦ ଜବତ କରିଥିବା ବେଳେ ପଦ୍ମଚରଣ ଠାରୁ ୩୦ ଲିଟର ବିଦେଶୀ ମଦ ଜବତ କରିଥିଲେ। ଦୀର୍ଘଦିନ ହେଲା ଉଭୟ ଏହି ଚୋରା ମଦକାରବାର କରୁଥିବା ତଦନ୍ତରୁ ଜଣାପଡିଛି। ପୃଥକ ପୃଥକ ଭାବେ ୨ଟି ମାମଲା ରୁଜୁକରି ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଥିବା ତଦନ୍ତ ଅଧିକାରୀ ଶ୍ରୀ ନାୟକ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026

You Might Also Like