-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଦେଶ ବିଦେଶ

ବେଲଗାମ୍ କରୋନା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୪୬ ହଜାରରୁ ଅଧିକ କୋଭିଡ୍ ପଜିଟିଭ୍ ଚିହ୍ନଟ, ୨୬୨୪ ମୃତ

24-Apr-2021



ନୂଆଦିଲ୍ଲୀ(ପ୍ରେରଣା ଖବର ବ୍ୟୁରୋ): ସ୍ଥିତି ଅସମ୍ଭାଳ । ରେକର୍ଡ କରିଛି କରୋନା । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୪୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୬୨୪ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୪୬ ହଜାର ୭୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୬୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୬୨୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୬୬ ଲକ୍ଷ ୧୦ହଜାର ୪୮୧ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୮୯ ହଜାର ୫୪୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୩୮ ଲକ୍ଷ ୬୭ ହଜାର ୯୯୭ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୫୫୨୯୪୦।

India reports 3,46,786 new #COVID19 cases, 2,624 deaths and 2,19,838 discharges in the last 24 hours, as per Union Health Ministry 

Total cases: 1,66,10,481
Total recoveries: 1,38,67,997
Death toll: 1,89,544 
Active cases: 25,52,940 

Total vaccination: 13,83,79,832


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like