-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||     

HOME   ବିଶେଷ

ରବିବାର କବିତାରେ ଆସନ୍ତୁ ପଢିବା କବୟତ୍ରୀ ସ୍ମୃତି ସରିତାଙ୍କ ରଚିତ ଏକ ଭିନ୍ନ ସ୍ଵାଦ ର ମନାଛୁଆଁ କବିତା

25-Apr-2021



ମନ ଆଢୁଆଳେ 
**************************
ଶୀତ ସକାଳ ର ପାହାନ୍ତି ତାରା ସେ
ମୁଁ,ଅଭଶପ୍ତl ଉଆଁସୀ କନ୍ୟା,
ମୋ ଛାଇ ପଡ଼ିଲେ କା  ଜୀବନ ଆକାଶେ 
ମାଡ଼ି ନ ଆସୁ ବନ୍ୟା l

ସମାଧିଷ୍ଠ ହେଲା  ପରେ,ଇଛା ସବୁ 
ପାଖୁ ଆଶା ଗଲେ ଦୂରେ,
କାହା ସୁଖ ଜୀବନର ଦୁଃଖର କାହାଣୀ
ହେବାକୁ ମନ ତ ମାରେ l

ମୋ ନୀରବତା ଆଜି,ପ୍ରଶ୍ନ ଟିଏ ହୋଇ
ମତେ ପଚାରିଲେ କିଛି,
ନିଜ ଠାରୁ ନିଜେ ହାରିବା ପରେ କି
ଉତ୍ତର ମୋ ପାଖେ ଅଛି????

'ଥିଲି'ଓ 'ଥିବି' ର ମଝିରେ ରହି ମୁଁ
'ଅଛି' ସିନା ରହିଗଲି,
ସବୁ ଇଛା ହାତ ଛାଡ଼ିଦେବା ପରେ
ଅଲୋଡ଼ା ଟେ ହୋଇଗଲି l

ମନ ପରା ଏକ ସୁକ୍ଷ୍ମ ତନ୍ତୁ ଟିଏ
ଯଦି ଭାଙ୍ଗିଯାଏ ଥରେ,
କାଚ ଭଳି ଶବ୍ଦ କରେ ନାହିଁ ସତ
(କିନ୍ତୁ )ଦାଗ ରହିଯାଏ ଗାରେ l

ପରିଚୟ ଆଜି ବାଟବଣା ହୋଇ
ଅନ୍ଧାରେ ବାଡ଼ି ବୁଲାଏ,
ଏ ଘଟରେ ପ୍ରାଣ ଟିକେ ଥିବା ଯାଏଁ  
(ଆଶା )ରଖିବିନି କାଣିଚାଏ l

ଧୂଆଁ ଓ କୁହୁଡ଼ି ମଝିରେ ରହିକି
ପଥ ହୁଡ଼ିବାଟା ବୃଥା,
କାଚ କାଞ୍ଚନ ର ଫରକ ଜାଣିଲେ 
ମନୁ ଲିଭିଯିବ ସବୁ ବ୍ୟଥା l

ଏମିତି କୌଣସି ମୋହ ନାହିଁ ଆଉ
କରିଦେବ ବଶୀଭୂତଃ,
ମିଛ ମାୟା ଏଇ ସଂସାର ଭିତରେ
ସତ ତୁମେ ଜଗନ୍ନାଥ l

ସ୍ମୃତିସରିତା, କଟକ (ନୂଆପଡା )


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026

You Might Also Like