-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||     

HOME   ଜିଲ୍ଲା

ବାତ୍ୟା ପାଇଁ ପ୍ରସ୍ତୁତ ସମ୍ପୁର୍ଣ୍ଣ ଅଛି ସ୍ୱାସ୍ଥ୍ୟ ବିଭାଗ: ବିଜୟ ମହାପାତ୍ର*

25-May-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ) : ବାତ୍ୟା ୟସ ପାଇଁ ସମ୍ପୁର୍ଣ୍ଣ ପ୍ରସ୍ତୁତ ଅଛି ସ୍ୱାସ୍ଥ୍ୟ ବିଭାଗ ।  ଗାଇଡଲାଇନ ଅନୁଯାୟୀ ସବୁ କାର୍ଯ୍ୟ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ନିଦେ୍ର୍ଧଶକ ବିଜୟ ମହାପାତ୍ର କହିଛନ୍ତି । ବିଭିନ୍ନ ସ୍ଥାନରେ ସ୍ୱାସ୍ଥ୍ୟ ଶିବିର କରିବା ସହ ଜରୁରୀକାଳୀନ ସେବା ଯୋଗାଇବା ଓ ପୂର୍ବ ସମସ୍ତ ଚିକିତ୍ସିତଙ୍କୁ ସେବା ପ୍ରାଥମିକତା ଦିଆଯାଇଛି । ଏଥର କୋଭିଡ ପରିସ୍ଥିତି ଥିବାରୁ ବିଭାଗର ଆଗରେ ଅଧିକ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ କୋଭିଡ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଲଜିଷ୍ଟିକ ମହଜୁଦ ରଖାଯାଇଛି । ତେଣୁ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ ।
ଏପଟେ ପ୍ରଭାବିତ ହେବାକୁ ଥିବା ୩ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା  । ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ସହ ଶାହା ଆଲୋଚନା କରିଛନ୍ତି  । ଭିଡ଼ିଓ କନଫରେନ୍ସିଂରେ ହୋଇଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ମୁଖ୍ୟ ଶାସନ ସଚିବ, ଏସଆରସି ଓ ଅନ୍ୟ ଅଧିକାରୀ ମଧ୍ୟ ଉପସ୍ଥିତ ରହିଥିଲେ  । ଏହି ସମୀକ୍ଷା ବୈଠକରେ ଅକ୍ସିଜେନ, ଟିକା ଯୋଗାଣ ଉପରେ ଗୁରୁତ୍ୱ ଦେଇଛନ୍ତି ଶାହା  । କୋଭିଡ ହସ୍ପିଟାଲରେ ଯେପରି ସମସ୍ୟା ସୃଷ୍ଟି ନ ହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ କହିଛନ୍ତି ଶାହା  । ଏହାବାଦ୍ ବିଜୁଳି କଟିଗଲେ ବିକଳ୍ପ ବ୍ୟବସ୍ଥା କରିବାକୁ ନିଦେ୍ର୍ଧଶ ଦେଇଛନ୍ତି ଶାହା  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026

You Might Also Like