-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ରାଜ୍ୟ

୬ ମାସ ପରେ ଜେଲରୁ ମୁକୁଳିଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

13-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ) :  ୬ ମାସ ପରେ ଝାରପଡ଼ା ଜେଲରୁ ମୁକୁଳିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଶୁକ୍ରବାର ଷଷ୍ଠ ମାମଲାରେ ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ । ପରେ ଗତକାଲି ମଧ୍ୟାହ୍ନରେ  ସେ ଝାରପଡ଼ା ଜେଲରୁ ବାହାରିଛନ୍ତି ।
ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଠକେଇ ନେଇ ମୋଟ୍ ୬ଟି ମାମଲା ଥିଲା । ପୂର୍ବରୁ ୫ଟି ମାମଲାରେ ତାଙ୍କୁ ଜାମିନ ମିଳିସାରିଥଥିବା ବେଳେ ଗତକାଲି ଷଷ୍ଠ ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ ।  ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ପ୍ରଦୀପଙ୍କୁ ଜାମିନ ମିଳିଥିଲା ।  ତା’ସହିତ ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟଙ୍କ ତାଙ୍କୁ ନିଦେ୍ର୍ଧଶ ଦେଇଥିଲେ । ସେହିପରି ଗଣମାଧ୍ୟମରେ କୌଣସି ବିବୃତ୍ତି ନଦେବାକୁ ତଥା ସାକ୍ଷୀମାନଙ୍କୁ ଧମକଚମକ ନଦେବାକୁ ସର୍ତ୍ତ ରଖିଥିଲେ କୋର୍ଟ ।
ସୂଚନାଯୋଗ୍ୟ,  ଡିସେମ୍ବର ୩ ତାରିଖରେ ପ୍ରଦୀପଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ଭାବି ଜ୍ୱାଇଁ ଆକାଶ ପାଠକଙ୍କ ସହିତ ମିଶି ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ପ୍ରଦୀପ ପାଣିଗ୍ରାହୀ ଗଞ୍ଜାମର କିଛି ଲୋକଙ୍କଠାରୁ ଟଙ୍କା ଆଦାୟ କରିଥିବା ନେଇ ଅଭିଯୋଗ ହୋଇଥିଲା । ଏନେଇ ଗଞ୍ଜାମର ଭିନ୍ନ ଭିନ୍ନ ଥାନାରେ ତାଙ୍କ ନାଁରେ ଏକାଧିକ ମାମଲା ରୁଜୁ ହୋଇଥିଲା । ଏହି ମାମଲାର ତଦନ୍ତ କରି କ୍ରାଇମବ୍ରାଞ୍ଚ ତାଙ୍କୁ ଗିରଫ କରିଥିଲା । 
ଇତି ମଧ୍ୟରେ ଆକାଶ ପାଠକ ଓ ତାଙ୍କ ବାପା ତଥା ପୂର୍ବତନ ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକଙ୍କୁ ଜାମିନ ମିଳିଥିଲା । ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଗୋଳନ୍ଥରା ଥାନାରେ ହୋଇଥିବା ମାମଲାରେ ସେମାନଙ୍କୁ ହାଇକୋର୍ଟରୁ ଜାମିନ ମିଳିଥିଲା । ତେବେ ଉଭୟଙ୍କ ନାଁରେ ଅନ୍ୟାନ୍ୟ ମାମଲା ଥିବାରୁ ସେମାନେ ଜେଲ୍ରୁ ବାହାରି ପାରି ନାହାନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like