-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||     

HOME   ବିଶେଷ

ଫ୍ରାନ୍ସରେ ଆୟୋଜିତ ୱାର୍ଲଡ ପୋଏଟ୍ରି ମିଟ ରେ ଯୋଗଦେଲେ ଓଡ଼ିଆ କବି ଭବାନୀ ଶଙ୍କର ନିଆଲ

15-Jun-2021



ଭବାନୀପାଟନା (ପ୍ରେରଣା ଖବର ବ୍ୟୁରୋ) :ଫ୍ରାନ୍ସରେ ଆୟୋଜିତ ୱାର୍ଲଡ ପୋଏଟ୍ରି ' World Poetry Meet 'ରେ ଯୋଗଦେଇଛନ୍ତି ଆନ୍ତର୍ଜାତୀୟ ଓଡ଼ିଆ କବି ଭବାନୀ ଶଙ୍କର ନିଆଲ  l ଫ୍ରାନ୍ସସିୟ କବି ଏଲିଜା ବେଥ ପ୍ଲେନାଟୋ ସଭାପତିତ୍ବରେ ହେଇଥିବା ଉକ୍ତ ପୋଏଟ୍ରି ମିଟରେ ବିଶ୍ୱର ଫ୍ରାନ୍ସ, ଇରାନ,ଇଟାଲୀ, କ୍ରୋଏସିଆ ସମେତ ଭାରତରୁ କବି ଭବାନୀ ଶଙ୍କର ନିଆଲ ଯୋଗ ଦେଇଥିବା ସ୍ଥଳେ, କ୍ରୋଏସିଆ

ରୁ କବି ଲିଜା ବାଳଟା, ଫ୍ରାନ୍ସରୁ କବି କରୋଲେ କରସିଲୋ ମେଶ୍ରୋବିନ, କୋଲିନ ପିରେ, ମାର୍ଟିନ ପେଜ ଏବଂ ଇଟାଲୀରୁ କରଲୋଟା ଘିରାରଦିନି, ପାଲୋଡି ଟୋରେଶ ରୁଟିଲି ଏବଂ ଇରାନ ରୁ ଆବାସ ସଜାରୀ ଏବଂ ମହମ୍ମଦ ରେଜା ଅରମୀନ ସାମିଲ ହୋଇଥିଲେ l ଏଠାରେ ବିଭିନ୍ନ ଭାଷାରେ ଲେଖା ଯାଉଥିବା କବିତାର ଧାରା ଏବଂ ସମାଜରେ ଏହାର ପ୍ରଭାବ ଉପରେ ଚର୍ଚ୍ଚା କରାଯାଇଥିଲା l କବି ନିଆଲ ତାଙ୍କର ସମ୍ବୋଧନ ସହ ପ୍ରଥମେ ନିଜ ଓଡ଼ିଆ ଏବଂ ଏକ ଇଂରାଜୀ କବିତା ପାଠ କରିଥିଲେ l ସୂଚନାଯୋଗ୍ୟ ଯେ, ଦୀର୍ଘ ତିନି ଦଶନ୍ଧିରୁ ଉଭୟ ହିନ୍ଦୀ ଓ ଓଡ଼ିଆ କବିତାରେ ସକ୍ରିୟ ରହିବା ସହ ଏକାଧିକ ପୁସ୍ତକର ଲେଖକ ତଥା ମହୁରି ପତ୍ରିକାର ମୁଖ୍ୟ ସମ୍ପାଦକ କବି ଭବାନୀଶଙ୍କର ନିଆଲଙ୍କ କବିତା କ୍ରମାଗତ ଭାବେ ଇଂରାଜୀ, ଇଟାଲୀ, ସର୍ବିଆ, ରୁଷ ପରେ ଚୀନ ଭାଷାରେ ଅନୂଦିତ ହେବା ଏକ ଗୌରବର ବିଷୟ। ଉକ୍ତ କବିତା ଗୁଡିକୁ ଇଂରାଜୀରେ ଅଧ୍ୟାପକ ବଙ୍କିମ ମୁଣ୍ଡ ଏବଂ 

ଗୋବିନ୍ଦ ସାହୁ,ଇଟାଲୀରେ କବି ଇମାନୁଏଲା ରିଜୋ ଏବଂ ସର୍ବିଆରେ ପ୍ରଖ୍ୟାତ କବି ତଥା ଅଧ୍ୟାପିକା ସୋଭା ସୋଭକା ସୋଭିକ ଅନୁବାଦ କରିଥିବା ବେଳେ ରୁଷ ଭାଷାରେ ପ୍ରଖ୍ୟାତ ରୁଷ ଲେଖିକା ଏଲିନା ଡାନିସିନା ଏବଂ ଚୀନ ଭାଷାରେ ତାଇୱାନ ଲେଖିକା ଲାଉ ଫୁ ଅନୁବାଦ କରିଛନ୍ତି।କବିଙ୍କ ଏହି ସଫଳତାରେ ରାଜ୍ୟ ଓ ଜିଲ୍ଲାରେ ଖୁସିର ଲହରୀ ଖେଳିଯାଇଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026

You Might Also Like