-+91-9937148622 |

prerana_bgr@rediffmail.com |

  Tuesday 18th March 2025 |

| | | |

R.N.I. Regd No. ODIODI/2010/46693

Breaking News

ବାରପାହାଡ ଜଙ୍ଗଲରୁ ଅଜଣା ଶବ ଉଦ୍ଧାର    (17-Mar-2025)       ||      ସ୍ୱର୍ଗତ ପିତାମ୍ବର ସେଠ ମେମୋରିଆଲ କ୍ରିକେଟ ଟୁର୍ଣ୍ଣlମେଣ୍ଟ ଉଦଯାପିତ   (17-Mar-2025)       ||      କମସରା ଓ କୁମ୍ଭାରମୁଣ୍ଡା ଗ୍ରାମପଞ୍ଚାୟତର ଚାଷଜମିକୁ ଉଠାଜଳସେଚନ ଯୋଗାଇବା ଦାବି   (17-Mar-2025)       ||      କମସରା ଓ କୁମ୍ଭାରମୁଣ୍ଡା ଗ୍ରାମପଞ୍ଚାୟତର ଚାଷଜମିକୁ ଉଠାଜଳସେଚନ ଯୋଗାଇବା ଦାବି   (17-Mar-2025)       ||      ବେଆଇନ ଗୃହ ନିର୍ମାଣ କରି ରାସ୍ତା ଅବରୋଧ ପ୍ରତିବାଦରେ ଅମ୍ବାଭୋନା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ   (17-Mar-2025)       ||      ମହିଳାମାନେ ମହାଶକ୍ତିର ଭଣ୍ଡାର : ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ଵାରା ଶକ୍ତି ଉତ୍ସବ ଆୟୋଜନ   (17-Mar-2025)       ||      ବକଟି ରେ ଧନୁଯାତ୍ରା ମହୋତ୍ସବ    (17-Mar-2025)       ||      ପୁଟପୁଟିଗଡ ୱାଚ ଟାୱାର ଓ ବନ୍ଧପାଲି ନର୍ସରୀ ପରିଦର୍ଶନ କଲେ ଜିଲ୍ଲାପାଳ   (17-Mar-2025)       ||      କୃଷକ ମାନଙ୍କ ଫସଲର ଉଚିତ ମୂଲ୍ୟ ନ ମିଳିବା କାରଣରୁ କୃଷକ ଦାଦନ ଖଟି ଯାଉଛି:-ରାକେଶ ଟିକାୟତ   (17-Mar-2025)       ||      ଜୁନିଅର୍ ରେଡକ୍ରସ କାଉନସିଲର ମାନଙ୍କ ପ୍ରଶିକ୍ଷଣ ଶିବିର ଉଦଘାଟିତ   (17-Mar-2025)       ||      *କୋଶଳେଶ୍ୱର ଉଚ୍ଚ ବିଦ୍ୟାଳୟରେ ପିଏମ୍ ଶ୍ରୀ ସ୍ୱଚ୍ଛତା ପକ୍ଷ ପାଳିତ*   (17-Mar-2025)       ||      ୮ ଦିନ ହେଲା ଛୁଟିରେ ସ୍ବାସ୍ଥ୍ୟ ମିଶନ କର୍ମଚାରୀ *ଜିଲ୍ଲାରେ ସ୍ୱାସ୍ଥ୍ୟସେବପ୍ରଭାବିତ*   (17-Mar-2025)       ||      ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଉମେଶ ଜେନାଙ୍କ ଶୋକ   (17-Mar-2025)       ||      ୪୨ ମୌଜl ଶାନ୍ତି କମିଟିର କାର୍ଯ୍ୟକାରୀ କମିଟି ବୈଠକ   (17-Mar-2025)       ||      ଜନ ଆରୋଗ୍ୟ ସମିତି ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ   (17-Mar-2025)       ||      ପ୍ରେରଣାର ସ୍ଵନକ୍ଷତ୍ର ଦିବସ ପାଳନ ପୂର୍ବରୁ ଆରମ୍ଭ ହେଲା ବିଭିନ୍ନ ପ୍ରତିଯୋଗିତା    (17-Mar-2025)       ||      ମାମୁନୀ ପାଇଲେ ରାଜ୍ୟପାଳ ପୁରସ୍କାର ଡେଙ୍ଗ ବିଦ୍ୟାଳୟ ପାଇଁ ଗୌରବ ଆଣିଲେ   (09-Mar-2025)       ||      ପିକଅପ ସହ ଦୁଇ ସ୍କୁଟି ଧକ୍କା, ଜଣେ ମୃତ ଦୁଇ ଗୁରୁତର   (17-Mar-2025)       ||      *ପାପଡାହାଣ୍ଡି ବ୍ଲକର ବିଭିନ୍ନ ବିଦ୍ୟାଳୟ ରେ ସମାପ୍ତି ସୂଚକ ଆକଳନ -୨ ସୁପରିଚାଳନା ପାଇଁ ବିଇଓ ଏବଂ ସିଆରସି ଙ୍କ ପରିଦର୍ଶନ*   (17-Mar-2025)       ||      ତହଁକ ତିହାର ଉଦଯାପିତ   (17-Mar-2025)       ||     

HOME   ଜିଲ୍ଲା

ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ ଶଜନା ଗଛ ଚଢ଼ି ଥିବା ବେଳେ ୧୧ କେ.ଭି. ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ

15-Jun-2021



କଣ୍ଟାବାଞ୍ଜି, ( ଆନନ୍ଦ ମୋଟେ ) ଶଜନା ଗଛ  ଚଢ଼ିଥିବା ବେଳେ ଘଟିଲା ଅଘଟଣ । ଗଛ ଉପରେ ଥିବା ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ କଣ୍ଟାବାଞ୍ଜି ଥାନା ଆଶ୍ରମପଡାର ସାଗର ନାଗ । ଜିଆପି ପୋଲିସ ଘଟଣା ସ୍ଥଲରେ ପହଂଚି ଶବ ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଦେଇଛି ।

ଜିଆରପି ପୋଲିସ ସୁଚନା ଅନୁସାରେ ଆଶ୍ରମପଡାର ସାଗର ନାଗ (୫୫) ଆଜି ସକାଳୁ ସକାଳୂ ନିଜ ପୁରୁଣା ଘର ପାଖରେ ଥିବା ଏକ ଶଜନା ଗଛ ଉପରେ ଶାଗ ତୋଲିବା ପାଇଁ ଚଢିଥିଲେ । ସେହି ସମୟରେ ଶଜନା ଗଛ ଉପରେ ଥିବା ୧୧ କେ.ଭି.ବିଦ୍ୟୁତ ତାର ସଂସ୍ପର୍ଶ ଆସିଥିଲେ । ବିଦ୍ୟୁତ୍ ଝଟକା ଲାଗି ସାଗର ତଲେ ପଡିଯାଇଥିଲେ । ଘଟନା ସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାରପାହାଡ ଜଙ୍ଗଲରୁ ଅଜଣା ଶବ ଉଦ୍ଧାର   17-Mar-2025
  ଜିଲ୍ଲା  
ସ୍ୱର୍ଗତ ପିତାମ୍ବର ସେଠ ମେମୋରିଆଲ କ୍ରିକେଟ ଟୁର୍ଣ୍ଣlମେଣ୍ଟ ଉଦଯାପିତ   17-Mar-2025
  ରାଜନୀତି  
କମସରା ଓ କୁମ୍ଭାରମୁଣ୍ଡା ଗ୍ରାମପଞ୍ଚାୟତର ଚାଷଜମିକୁ ଉଠାଜଳସେଚନ ଯୋଗାଇବା ଦାବି   17-Mar-2025
  ରାଜନୀତି  
କମସରା ଓ କୁମ୍ଭାରମୁଣ୍ଡା ଗ୍ରାମପଞ୍ଚାୟତର ଚାଷଜମିକୁ ଉଠାଜଳସେଚନ ଯୋଗାଇବା ଦାବି   17-Mar-2025
  ଜିଲ୍ଲା  
ବେଆଇନ ଗୃହ ନିର୍ମାଣ କରି ରାସ୍ତା ଅବରୋଧ ପ୍ରତିବାଦରେ ଅମ୍ବାଭୋନା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ   17-Mar-2025
  ରାଜ୍ୟ  
ମହିଳାମାନେ ମହାଶକ୍ତିର ଭଣ୍ଡାର : ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ଵାରା ଶକ୍ତି ଉତ୍ସବ ଆୟୋଜନ   17-Mar-2025
  ଜିଲ୍ଲା  
ବକଟି ରେ ଧନୁଯାତ୍ରା ମହୋତ୍ସବ   17-Mar-2025
  ଜିଲ୍ଲା  
ପୁଟପୁଟିଗଡ ୱାଚ ଟାୱାର ଓ ବନ୍ଧପାଲି ନର୍ସରୀ ପରିଦର୍ଶନ କଲେ ଜିଲ୍ଲାପାଳ   17-Mar-2025
  ଜିଲ୍ଲା  
କୃଷକ ମାନଙ୍କ ଫସଲର ଉଚିତ ମୂଲ୍ୟ ନ ମିଳିବା କାରଣରୁ କୃଷକ ଦାଦନ ଖଟି ଯାଉଛି:-ରାକେଶ ଟିକାୟତ   17-Mar-2025
  ଜିଲ୍ଲା  
ଜୁନିଅର୍ ରେଡକ୍ରସ କାଉନସିଲର ମାନଙ୍କ ପ୍ରଶିକ୍ଷଣ ଶିବିର ଉଦଘାଟିତ   17-Mar-2025
  ଜିଲ୍ଲା  
*କୋଶଳେଶ୍ୱର ଉଚ୍ଚ ବିଦ୍ୟାଳୟରେ ପିଏମ୍ ଶ୍ରୀ ସ୍ୱଚ୍ଛତା ପକ୍ଷ ପାଳିତ*   17-Mar-2025
  ଜିଲ୍ଲା  
୮ ଦିନ ହେଲା ଛୁଟିରେ ସ୍ବାସ୍ଥ୍ୟ ମିଶନ କର୍ମଚାରୀ *ଜିଲ୍ଲାରେ ସ୍ୱାସ୍ଥ୍ୟସେବପ୍ରଭାବିତ*   17-Mar-2025

You Might Also Like