-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

ଲଳିତ ନାୟକ ଶ୍ରମିକ କର୍ମଚାରୀ ମହାସଂଘ, ବଲାଙ୍ଗିର ତରଫରୁ ରନ୍ଧା ଖାଦ୍ୟ ବଣ୍ଟନ

17-Jun-2021



ବଲାଙ୍ଗିର,(ପ୍ରେରଣା ଖବର)- ସ୍ୱର୍ଗତ ଲଳିତ ନାୟକଙ୍କ ସ୍ମୃତିରେ ନାମିତ କରାଯାଇଥିବା ଲଳିତ ନାୟକ ଶ୍ରମିକ କର୍ମଚାରୀ ମହାସଂଘ ତରଫରୁ ତଥା ସ୍ମାଇଲ ଫର ଅଲ ଅନୁଷ୍ଠାନର ସହଯୋଗରେ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲ ପରିସରରେ ରୋଗୀମାନଙ୍କ ସହାୟକ ଏବଂ ଭିକାରୀମାନଙ୍କୁ ସନ୍ଧ୍ୟା ସମୟରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଥିଲା । ସମାଜସେବା ପ୍ରତି ପ୍ରେରଣା ଯୋଗାଉଥିବା ସ୍ୱର୍ଗତ ଲଳିତ ନାୟକ ଆମ୍ଭମାନଙ୍କୁ ଯେଉଁ ସାମାଜିକ ଶିକ୍ଷା ସମାଜ ପ୍ରତି ଶିଖାଇଛନ୍ତି, ସେଥି ପାଇଁ ଆମ୍ଭେମାନେ ଅନୁପ୍ରାଣିତ ହୋଇ ସମାଜ ପାଇଁ ଆମ୍ଭେ କିଛି ଲୋକଙ୍କୁ ସାହାଯ୍ୟ ସହଯୋଗ କରି ସେମାନଙ୍କର ମଂଗଳ କାମନା କରୁଛୁ । ୰ ଲଳିତ ନାୟକଙ୍କର ସ୍ମୃତିରେ ସ୍ମାଇଲ ଫର ଅନୁଷ୍ଠାନର ଅମୂଲ୍ୟ ସେଠଙ୍କ ସହଯୋଗରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ୰ ଲଳିତ ନାୟକଙ୍କ ପୁତୁରା ବୁବୁନ ନାୟକ, ମହାସଂଘର ଉପାଧ୍ୟକ୍ଷ ରତନ କୁମାର ମହାରଣା ଓ ପ୍ରଭାସ ପାଣିଗ୍ରାହୀ, ସାଧାରଣ ସଂପାଦକ ପ୍ରଭାକର ମିଶ୍ର, ସଂଗଠନ ସଂପାଦକ ମନୋରଂଜନ ମିଶ୍ର, କିଶୋର ମିଶ୍ର, ଲମ୍ବୋଦର ସାଏ, ଅବିନ ମହାକୁର, ବିଭାର ଘଡେଇ, ସ୍ମାଇଲ ଫର ଅଲ ଅନୁଷ୍ଠାନର ରବି ଚାନ୍ଦ, ରିଙ୍କୁ ଚନ୍ଦନ, ସୌଭାଗ୍ୟ ବେହେରା, ମୁକେଶ ସିଂ, ପ୍ରଭାତ ମିଶ୍ର, ଟିଙ୍କୁ ଓ ଶିବୁ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଏତଦ୍ ବ୍ୟତୀତ ସ୍ୱର୍ଗତ ନାୟକଙ୍କ ସ୍ମୃତିରେ ଆଗାମୀ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ମହାସଂଘ ତରଫରୁ କରିବା ପାଇଁ ସିଦ୍ଧାନ୍ତ ଗ୍ରହଣ କରାଯାଇଛି । ମୁଖ୍ୟ ଉପଦେଷ୍ଟା ପଦ୍ମ ଚରଣ ଆଚାର୍ଯ୍ୟ, ଉପଦେଷ୍ଟା ଦ୍ୱୟ ଶ୍ରୀୟାକାନ୍ତ ପାଣିଗ୍ରାହୀ ଓ ବିନୋଦ ଦାସ ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like