-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

ଗୁହାରି ଫଳପ୍ରଦ ହେଲା........ ସୋସିଆଲ ମିଡିଆରେ ପ୍ରଚାର ପରେ ସାମାଜିକ କର୍ମୀ,ପ୍ରଶାସନ ଓ ପୋଲିସ ପ୍ରଶାସନର ଉଦ୍ୟମରେ ଦାଦନ ଯାଇ ଫସିଥିବା ଶ୍ରମିକ ଉଦ୍ଧାର ହୋଇ ଘରକୁ ଫେରିଲେ

18-Jun-2021



ବିନିକା(ହିମାଂଶୁ ଶେଖର ପୁଟେଲ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ବାଉଁଶୁଣୀ ଗ୍ରାମର ଅଜିତ ପାଣ୍ଡେ ଓ ତାଙ୍କ ସ୍ତ୍ରୀ  ତାମିଲନାଡୁର ଦାରାବରମ ଜିଲ୍ଲାର ତିରପୁରକୁ କାମ ପାଇଁ ଯାଇଥିଲେ l ତାଙ୍କ ସ୍ତ୍ରୀଙ୍କ ସ୍ବାସ୍ଥ୍ୟ ଖରାପ ଥିବା ବେଳେ ମାଲିକ ତାଙ୍କୁ ଗୋଟେ ଘରେ ବନ୍ଦି କରି ରଖି ଚିକିତ୍ସା ପାଇଁ ବାହାରକୁ ଛାଡୁ ନ ଥିଲେ I ଏପରିକି ଖାଇବା ପିଇବା ପାଇଁ ପଇସା ଦେଉ ନ ଥବା ମଧ୍ୟ ଅଭିଯୋଗ କରିଛନ୍ତି ଅଜିତ I ଏଭଳି ଅବସ୍ଥାରେ କାହାକୁ ନ ପାଇ ଅଜିତ ମୋବାଇଲରେ ଏକ ଭିଡିଓ କରି ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିଥିଲେ।
ତାଙ୍କୁ ଉଦ୍ଧାର ପାଇଁ ସାମାଜିକ ଗଣମାଧ୍ୟମରେ ଭିଡିଓ ମେସେଜ କରି  ବିଭିନ୍ନ ପ୍ରାନ୍ତ ରୁ ପ୍ରଶାସନକୁ ଗୁହାରି କରାଯାଇଥିଲା l ଶେଷରେ ପ୍ରଶାସନର ପ୍ରଚେଷ୍ଟା ବଳରେ ଉଦ୍ଧାର ହୋଇ ନିଜ ଘରକୁ ଫେରିଛନ୍ତି। ତାମିଲନାଡୁରୁ ରେଳ ଯୋଗେ ବଲାଙ୍ଗୀର 

ରେଳ ଷ୍ଟେସନକୁ ପହଂଚି ଥିଲେ। ସୁବର୍ଣ୍ଣପୁର ଜିଲ୍ଲା ଶ୍ରମ ମଙ୍ଗଳ ଅଧିକାରୀ ମୋହନ କୁମ୍ଭାର ଓ ବିନିକାର ହେଲପ୍ ଟୁ ଆଦରସ୍ (H2O)  ଅନୁଷ୍ଠାନର ସ୍ବେଚ୍ଛାସେବୀ  ଜନାର୍ଦ୍ଦନ ଖମାରୀ ସେମାନଙ୍କୁ ରେଳ ଷ୍ଟେସନ ରୁ ବାଉଁଶୁଣି ନିଜ ଗ୍ରାମକୁ ଆଣି ତାଙ୍କ ଘରେ ଛାଡିଛନ୍ତି l ତେବେ ଏହି ଉଦ୍ଧାର ରେ ସୁବର୍ଣ୍ଣପୁର ଜିଲ୍ଲା ଶ୍ରମ ଅଧିକାରୀ,ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଏବଂ ସମ୍ବଲପୁରୀ ମହନି ଦୀପା ବାରିକଙ୍କୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like