-+91-9937148622 |

prerana_bgr@rediffmail.com |

  Saturday 1st October 2022 |

| | | |

R.N.I. Regd No. ODIODI/2010/46693

Breaking News

ମହମହ ସୁବାସିତ ବାସ୍ନାରେ ବିଜେପୁର ରେ ମାଁ ସମଲେଶ୍ୱରୀ ଙ୍କ କାତ୍ୟାୟନୀ ବେଶ   (01-Oct-2022)       ||      ବୀରମହାରାଜପୁର ଠାରେ କୋସଲ ରାଜ୍ୟ ସମନ୍ୱୟ ସମିତି ବୈଠକ    (01-Oct-2022)       ||      ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।   (01-Oct-2022)       ||      ବେଆଇନ ଦେଶୀ ମଦ ସହ ଜଣେ ଗିରଫ।   (01-Oct-2022)       ||      ଶିଶୁ ଗୃହରେ ୨ ଅସହାୟ ଶିଶୁ୍    (01-Oct-2022)       ||      ଅର୍ଥମନ୍ତ୍ରୀ ପୁରସ୍କାର ୨୦୨୨ ପାଇଲେ କଣ୍ଟାବାଞ୍ଜି ଝିଅ ସାରିକା ଜେନ୍।   (01-Oct-2022)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟରେ ବାଳ ସଭା, ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Oct-2022)       ||      ତୁଣ୍ଡଲା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ସୁପର 30+ ମହିଳା ମାନଙ୍କୁ ନେଇ ଏକ ଦକ୍ଷ ମହିଳା ସମ୍ମିଳନୀ ର ଉଦ୍ଘାଟନ କାର୍ଯ୍ୟ ର ଆୟୋଜନ କରାଯାଇଥିଲା, ।   (30-Sep-2022)       ||      ଗୋଆଧ।ରିତ ଜୀବିକା ଉପରେ ତାଲିମ ଶିବିର ଅନୁଷ୍ଠିତ ।   (30-Sep-2022)       ||      ସ୍ୱାଧୀନତା ର ଉଚ୍ଛାସ ପର୍ବ ପାଇଁ ବୌଦ୍ଧ ଜିଲ୍ଲା ର ପବିତ୍ର ମାଟି ଓ ଜଳ ସଂଗ୍ରହ ।   (30-Sep-2022)       ||      ନୂଆଁପଡ଼ା ଜିଲ୍ଲା ଦୌରା ଜଜ କୋର୍ଟ ପରିସରରେ ସ୍ୱାସ୍ଥ୍ୟ ଶିବିର    (30-Sep-2022)       ||      ଟିଟିଲାଗଡ଼: ନୂତନ ଉପଖଣ୍ଡ ପୁଲିସ ଆରକ୍ଷୀ ଅଧିକ୍ଷକଙ୍କ ଯୋଗଦାନ    (30-Sep-2022)       ||      ଲହଙ୍ଗିର ସେବାଶ୍ରମ ବିଦ୍ୟାଳୟ ରେ ପୋଷାକ ବଣ୍ଟନ   (30-Sep-2022)       ||      କଣ୍ଟାବାଞ୍ଜି ଅଞ୍ଚଳ ର ରେଳ ଉନ୍ନତି ପାଇଁ ପ୍ରଧାମନ୍ତ୍ରୀ ଙ୍କ ହସ୍ତକ୍ଷେପ ଅନୁରୋଧ କରିଲେ ପୂର୍ବ ବିଧାୟକ ଆୟୁବ ଖାଁ   (30-Sep-2022)       ||      ଲୋଇସିଂହା ବ୍ଲକ ବାରିକ ସମାଜ ତରଫରୁ ନୁଆଁଖାଇ ଭେଟଘାଟ    (30-Sep-2022)       ||      ସମଲେଶ୍ବରୀ ଛକ,ଅଙ୍ଗଶ୍ରି ସୁନା ଦୋକାନରୁ ଚୋରି   (30-Sep-2022)       ||      ବାଣ୍ଡିଗାଁରେ ଜିଲ୍ଳାସ୍ତରୀୟ ନୂଆଁଖାଇ ଭେଟଘାଟ    (29-Sep-2022)       ||      ମିଶନ ଶକ୍ତି ପକ୍ଷରୁ ଋଣ ମେଳା....   (29-Sep-2022)       ||      କୋଡିଏ ଘର ରଜକ ସମାଜ ର ଆଞ୍ଚଳିକ ବୈଠକ   (29-Sep-2022)       ||      ନିରାପଦ ଆନ୍ତର୍ଜାତୀୟ ଗର୍ଭପାତ ଦିବସ ଓ ବିଶ୍ୱ ଜଳାନ୍ତକ ଦିବସ ରେ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀ ସମ୍ମାନୀତ   (29-Sep-2022)       ||     

HOME   ରାଜନୀତି

ସେବା ପ୍ରଦାନ କରି ରାହୁଲ ଗାନ୍ଧୀଙ୍କ ଜନ୍ମ ଦିନ ପାଳିଲା ବଲାଙ୍ଗିର କଂଗ୍ରେସ

19-Jun-2021



ବଲାଙ୍ଗିର,(ପ୍ରେରଣା ଖବର)- ଭାରତୀୟ ଜାତୀୟ କଂଗ୍ରେସ ର ଶିର୍ଷ ନେତୃତ୍ୱ ତଥା ଯୁବନେତା ରାହୁଲ ଗାନ୍ଧୀଙ୍କର ୫୦ତମ ଜନ୍ମଦିବସ ବଲାଙ୍ଗିର ଜିଲ୍ଲା କଂଗ୍ରେସ ତରଫରୁ ପାଳିତ ହୋଇଯାଇଛି । କରୋନା ମହାମାରୀ ସମୟରେ ସାଧାରଣ ଲୋକ ତଥା କରୋନା ରୋଗୀ ମାନେ ନାହିଁ ନଥିବା ଦୁର୍ଦ୍ଦଶା ଭୋଗୁଛନ୍ତି । ତେଣୁ ରାହୁଲ ଗାନ୍ଧୀଙ୍କର ଜନ୍ମ ଦିବସକୁ ବଲାଙ୍ଗିରରେ କରୋନା ପ୍ରପିଡିତ ଜନସାଧାରଣଙ୍କୁ ବିଭିନ୍ନ ପ୍ରକାର ସେବା ଯୋଗାଇ ଶ୍ରୀ ଗାନ୍ଧୀଙ୍କର ଜନ୍ମ ଦିବସ ପାଳନ କରାଯାଇଥିବା କଂଗ୍ରେସ କହିଛି । ଏହି କ୍ରମରେ ଆଜି ସକାଳୁ ସ୍ଥାନୀୟ ଭୀମ ଭୋଇ ମେଡିକାଲ କଲେଜ, ମହାଦେବ ମନ୍ଦିର ସାମନା ଏବଂ କଚେରୀ ଛକରେ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ କରାଯିବା ସହ ଲୋକଙ୍କୁ କରୋନା ପ୍ରତି ସଚେତନ କରାଯାଇଥିଲା । ଭୀମ ଭୋଇ ମେଡିକାଲ କଲେଜ ରକ୍ତ ଭବନ ଠାରେ ଛାତ୍ର କଂଗ୍ରେସ ତରଫରୁ ରକ୍ତଦାନ କାଯ୍ୟକ୍ରମ କରାଯାଇଛି ।

ଏହି ସମସ୍ତ କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସ ଉପସଭାପତି ମନିଷ ମିଶ୍ର, ସେବାଦଳ ମୂଖ୍ୟ ଅସିତ ମିଶ୍ର, ନଗର ସଭାପତି ବୁଲୁ ଦାନୀ, ଯୁବ ସବାପତି ପ୍ରେମ ପ୍ରକାଶ ମିଶ୍ର, ଜୁଲୁ ପଟ୍ଟନାୟକ, ପ୍ରକାଶ ସାହୁ, ଅବିନାଶ ସାଏ, ଅକଣ୍ଡ ସେଠ, ବ୍ୟାସଦେବ ନନ୍ଦ, ଟୁନା ହୋତା, ପବିତ୍ର ନେପାକ, ଛାତ୍ର ସଭାପତି ଅଙ୍କିତ ସାହୁ, ଟୁଲୁ ସେନ, ନିରଞ୍ଜନ ମିଶ୍ର, ଲୋପନ ମିଶ୍ର, ଅମିୟ ବଗର୍ତ୍ତି, ସୁମନ୍ତ ବିଭାର, ସୁଜିତ କୁମ୍ଭାର, ମିଥୁନ ବାଗ, ରମଣୀ ନାୟକ, ପ୍ରତିକ ବେହେରା, ଅମନ ମିଶ୍ର, ଅଜୟ ନାଗ, ରାଜା ସେଠ ପ୍ରମୂଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହମହ ସୁବାସିତ ବାସ୍ନାରେ ବିଜେପୁର ରେ ମାଁ ସମଲେଶ୍ୱରୀ ଙ୍କ କାତ୍ୟାୟନୀ ବେଶ   01-Oct-2022
  ଜିଲ୍ଲା  
ବୀରମହାରାଜପୁର ଠାରେ କୋସଲ ରାଜ୍ୟ ସମନ୍ୱୟ ସମିତି ବୈଠକ    01-Oct-2022
  ଜିଲ୍ଲା  
ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।   01-Oct-2022
  ଜିଲ୍ଲା  
ବେଆଇନ ଦେଶୀ ମଦ ସହ ଜଣେ ଗିରଫ।   01-Oct-2022
  ଜିଲ୍ଲା  
ଶିଶୁ ଗୃହରେ ୨ ଅସହାୟ ଶିଶୁ୍   01-Oct-2022
  ଜିଲ୍ଲା  
ଅର୍ଥମନ୍ତ୍ରୀ ପୁରସ୍କାର ୨୦୨୨ ପାଇଲେ କଣ୍ଟାବାଞ୍ଜି ଝିଅ ସାରିକା ଜେନ୍।   01-Oct-2022
  ଜିଲ୍ଲା  
ପଂଚାୟତ ଉଚ୍ଚ ବିଦ୍ୟାଳୟରେ ବାଳ ସଭା, ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Oct-2022
  ଜିଲ୍ଲା  
ତୁଣ୍ଡଲା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ସୁପର 30+ ମହିଳା ମାନଙ୍କୁ ନେଇ ଏକ ଦକ୍ଷ ମହିଳା ସମ୍ମିଳନୀ ର ଉଦ୍ଘାଟନ କାର୍ଯ୍ୟ ର ଆୟୋଜନ କରାଯାଇଥିଲା, ।   30-Sep-2022
  ଜିଲ୍ଲା  
ଗୋଆଧ।ରିତ ଜୀବିକା ଉପରେ ତାଲିମ ଶିବିର ଅନୁଷ୍ଠିତ ।   30-Sep-2022
  ଜିଲ୍ଲା  
ସ୍ୱାଧୀନତା ର ଉଚ୍ଛାସ ପର୍ବ ପାଇଁ ବୌଦ୍ଧ ଜିଲ୍ଲା ର ପବିତ୍ର ମାଟି ଓ ଜଳ ସଂଗ୍ରହ ।   30-Sep-2022
  ଜିଲ୍ଲା  
ନୂଆଁପଡ଼ା ଜିଲ୍ଲା ଦୌରା ଜଜ କୋର୍ଟ ପରିସରରେ ସ୍ୱାସ୍ଥ୍ୟ ଶିବିର   30-Sep-2022
  ଜିଲ୍ଲା  
ଟିଟିଲାଗଡ଼: ନୂତନ ଉପଖଣ୍ଡ ପୁଲିସ ଆରକ୍ଷୀ ଅଧିକ୍ଷକଙ୍କ ଯୋଗଦାନ   30-Sep-2022

You Might Also Like