-+91-9937148622 |

prerana_bgr@rediffmail.com |

  Monday 18th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଶାଳ ସମାବେଶ* *ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ*   (18-May-2026)       ||      କଳା ପଲସର ଆତଙ୍କ ଆସିଲେ ଝାମ୍ପିଲେ   (18-May-2026)       ||      ବାଲି ମାଫିଆଙ୍କ ଘରେ ବଡ ଧରଣର ରେଡ୍, ୨୫ ଲକ୍ଷ ଟଙ୍କା ଜବତ   (18-May-2026)       ||      ପେଟ୍ରୋଲ ପମ୍ପରେ ସଙ୍କଟ, ଖୁଚୁରା ଦୋକାନରେ ଲିଟର ପିଛା ୧୪୦ ଟଙ୍କାରେ ବିକ୍ରି: ଅଞ୍ଚଳରେ ବଢ଼ୁଛି ଚର୍ଚ୍ଚା   (18-May-2026)       ||      କଟକ ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବରିକଙ୍କୁ ଗରଫ ଦାବିରେ ବ୍ଲକ୍ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ   (18-May-2026)       ||      ଆନ୍ତର୍ଜାତୀୟ ‘ଆର୍ଟ ଅଫ ଗିଭିଙ୍ଗ ଡେ’ ଅବସରରେ ଏକତ୍ରିତ ହେଲେ ଗ୍ରାମବାସୀ; ନିଃସ୍ୱାର୍ଥ ସେବାର ମହତ୍ତ୍ୱ ଉପରେ ଜୋର ଦେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (18-May-2026)       ||      ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ୨୧ ରୁ    (18-May-2026)       ||      ସହରରେ ଆରମ୍ଭ ହେଲା କନଭେ ପାଟ୍ରୋଲିଂରାତି ସାଢ଼େ ୧୦ରେ ଦୋକାନ ବନ୍ଦ*   (18-May-2026)       ||      ପ୍ରବଳ ଗରମରେ ଘନ ଘନ ବିଦ୍ୟୁତ କାଟ୍ ଅଫିସରେ ଅଭିଯୋଗ କଲେ କାର୍ଣ୍ଣପାତ କରୁ ନଥିବା ଅଭିଯୋଗ    (18-May-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ     (17-May-2026)       ||      ଦଶମ ସିବିଏସସି ପରୀକ୍ଷାର ଏ-ୱାନ ଛାତ୍ର ଶିବାଶିସ ବାଘ ସମ୍ବର୍ଦ୍ଧିତ    (17-May-2026)       ||      ଓଡ଼ିଆ କବିତାରେ ନବରସ♦️ ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ଆବିଷ୍କାର କାର୍ଯ୍ୟକ୍ରମ    (17-May-2026)       ||      ୬୬ତମ ଓଡିଶା ରାଜ୍ୟ ସିିନିୟର ସୁଇମିଂ ଚମ୍ପିୟାନସିପ୍ ଉଦ୍‌ଯାପିତ   (17-May-2026)       ||      ୧୪ ବର୍ଷ ରୁ କମ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଷଷ୍ଠ ଦିବସ   (17-May-2026)       ||      ଧର୍ମଗଡ଼ ଯାଦବ ଜିଲ୍ଲା ମହାସଭା କାର୍ଯ୍ୟାଳୟ ଉଦଘାଟନ ଓ ସମ୍ବର୍ଦ୍ଧନା ସଭା ।   (17-May-2026)       ||      ବରିଷ୍ଠ ନାଗରିକଙ୍କୁ ସ୍ୱତନ୍ତ୍ର ପରିଚୟ ପତ୍ର ବଣ୍ଟନ   (17-May-2026)       ||      ଡାବୁଗାଁ ରେ ଜଗନ୍ନାଥ ଲୋକ କଳା ପରିଷଦ ର ବୈଠକ   (17-May-2026)       ||      *ସୋନପୁର ଥାନାରେ ଜିଲ୍ଲା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକ ଙ୍କୁ ପରିଚୟ ପତ୍ର ପ୍ରଦାନ*-   (17-May-2026)       ||      ଟ୍ରାକ୍ଟର ଦୁର୍ଘଟଣା ରେ ଚାଷୀ ମୃତ।   (17-May-2026)       ||      *ମାନିଗାଁ ରେ ଆରମ୍ବ ହେଲା ନିଶା ମୁକ୍ତ ଅଭିଯାନ*   (17-May-2026)       ||     

HOME   ଜିଲ୍ଲା

ପରିବହନ ମନ୍ତ୍ରୀଙ୍କ ଅଞ୍ଚଳରେ ୨୨ ଲକ୍ଷର ବସଷ୍ଟାଣ୍ଡ ଜରାଜୀର୍ଣ୍ଣ

20-Jun-2021



ବୀରମହାରାଜପୁର, ( ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ସଦରମହକୁମା ଠାରେ ଥିବା ସରକାରୀ ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ନହୋଇ ଅବହେଳିତ ଅବସ୍ଥାରେ ପଡିରହିଛି । ୨୦୦୩-୪ ରାଜ୍ୟ ସଭା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ପାଣ୍ଠିରୁ ୨୦ ଲକ୍ଷ ଓ ଡି ଆର ଡିଏ ବିଭାଗରୁ ୨ ଲକ୍ଷ ମୋଟ ୨୨ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା । ୨୦୦୬ ମସିହା ଡିସେମ୍ବର ୭ ତାରିଖ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦଘାଟିତ ହୋଇଥିଲା । ତତ୍କାଳୀନ ଖଣି, ଇସ୍ପାତ, ଯୋଜନା ଓ ସମନ୍ବୟ ମନ୍ତ୍ରୀ ତଥା ବର୍ତ୍ତମାନର ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଉଦଘାଟନ ପରଠୁଁ ଏହାର  କାନ୍ଥରେ ଚୁନ ଟିକିଏ ଲାଗିନଥିବା ବେଳେ ରକ୍ଷଣାବେକ୍ଷଣ ଅଭାବରୁ ବସଷ୍ଟାଣ୍ଡ ପରିତ୍ୟକ୍ତ ଅବସ୍ଥାରେ ପଡିରହିଛି ଓ ସର୍ବଦା ତାଲା ଝୁଲୁଥିବା ଦେଖିବାକୁ ମିଳିଛି । ଖରା ବର୍ଷା ଯାତ୍ରୀଙ୍କୁ ଭାରି ହଇରାଣ ହେବାକୁ ଦେଖିବାକୁ ମିଳୁଛି । ଦୁଃଖ କଥା ଏଠାରେ ପରିଶ୍ରାର ନଥିବାରୁ ବିଶେଷ କରି ମହିଳା ଯାତ୍ରୀ ମାନେ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଶ୍ରୀ  ବେହେରା ଲଗାତର ଏହି ଅଞ୍ଚଳରୁ ପ୍ରତିନିଧିତ୍ବ କରୁଥିଲେ ବି ଏହି ବସଷ୍ଟାଣ୍ଡ ପ୍ରତି ଆଦୌ ଦୃଷ୍ଟି ଦେଇନଥିବା ଅଭିଯୋଗ ହେଉଛି । ବସଷ୍ଟାଣ୍ଡଟିର ଏଭଲି ଦୁରବସ୍ଥା ନେଇ ସ୍ଥାନୀୟ ଜନସାଧାରଣ ତଥା ଯାତ୍ରୀ ମହଲରେ ଗଭୀର ଉଦବେଗ ପ୍ରକାଶ ପାଇଛି । ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେବା ସହ ତୁରନ୍ତ ଏହା କାର୍ଯ୍ୟକ୍ଷମ କରିବା ପାଇଁ ଜନସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଶାଳ ସମାବେଶ* *ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ*   18-May-2026
  ଜିଲ୍ଲା  
କଳା ପଲସର ଆତଙ୍କ ଆସିଲେ ଝାମ୍ପିଲେ   18-May-2026
  ଜିଲ୍ଲା  
ବାଲି ମାଫିଆଙ୍କ ଘରେ ବଡ ଧରଣର ରେଡ୍, ୨୫ ଲକ୍ଷ ଟଙ୍କା ଜବତ   18-May-2026
  ରାଜ୍ୟ  
ପେଟ୍ରୋଲ ପମ୍ପରେ ସଙ୍କଟ, ଖୁଚୁରା ଦୋକାନରେ ଲିଟର ପିଛା ୧୪୦ ଟଙ୍କାରେ ବିକ୍ରି: ଅଞ୍ଚଳରେ ବଢ଼ୁଛି ଚର୍ଚ୍ଚା   18-May-2026
  ଜିଲ୍ଲା  
କଟକ ଟାଙ୍ଗି ବ୍ଲକରେ ଅରିନ୍ଦମ ରାୟ ଓ ଅଭୟ ବରିକଙ୍କୁ ଗରଫ ଦାବିରେ ବ୍ଲକ୍ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ   18-May-2026
  ରାଜ୍ୟ  
ଆନ୍ତର୍ଜାତୀୟ ‘ଆର୍ଟ ଅଫ ଗିଭିଙ୍ଗ ଡେ’ ଅବସରରେ ଏକତ୍ରିତ ହେଲେ ଗ୍ରାମବାସୀ; ନିଃସ୍ୱାର୍ଥ ସେବାର ମହତ୍ତ୍ୱ ଉପରେ ଜୋର ଦେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   18-May-2026
  ଜିଲ୍ଲା  
ଦୁଲଦୁଲି କଲା ପରିଷଦ ପକ୍ଷରୁ ନବମ ଲୋକକଳା ଉତ୍ସଵ ୨୧ ରୁ   18-May-2026
  ଅପରାଧ  
ସହରରେ ଆରମ୍ଭ ହେଲା କନଭେ ପାଟ୍ରୋଲିଂରାତି ସାଢ଼େ ୧୦ରେ ଦୋକାନ ବନ୍ଦ*   18-May-2026
  ରାଜ୍ୟ  
ପ୍ରବଳ ଗରମରେ ଘନ ଘନ ବିଦ୍ୟୁତ କାଟ୍ ଅଫିସରେ ଅଭିଯୋଗ କଲେ କାର୍ଣ୍ଣପାତ କରୁ ନଥିବା ଅଭିଯୋଗ    18-May-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ    17-May-2026
  ଜିଲ୍ଲା  
ଦଶମ ସିବିଏସସି ପରୀକ୍ଷାର ଏ-ୱାନ ଛାତ୍ର ଶିବାଶିସ ବାଘ ସମ୍ବର୍ଦ୍ଧିତ   17-May-2026
  ରାଜ୍ୟ  
ଓଡ଼ିଆ କବିତାରେ ନବରସ♦️ ସାହିତ୍ୟ ଅକାଦେମି ଏବଂ ଓଡିଶା ସାହିତ୍ୟ ଏକାଡେମୀର ଆବିଷ୍କାର କାର୍ଯ୍ୟକ୍ରମ   17-May-2026

You Might Also Like