-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଦେଶ ବିଦେଶ

ଚାଇନାକୁ କଡ଼ା ଚେତାବନୀ ଦେଇଛନ୍ତି ଅଜିତ୍ ଡୋଭାଲ୍- ସ୍ଵାର୍ଥ ପାଇଁ ନୁହେଁ ମହତ ଲକ୍ଷ୍ୟ ନେଇ ଲଢିବୁ

25-Oct-2020



ପୂର୍ବ ଲଦାଖର ଲାଇନ୍ ଅଫ୍ ଆକଚୁଆଲ୍ କଣ୍ଟ୍ରୋଲ୍ (ଏଲଏସି) ରେ ଉତ୍ତେଜନା ଜାରି ରହିଥିବା ବେଳେ ଚାଇନାକୁ କଡ଼ା ଚେତାବନୀ ଦେଇଛନ୍ତି ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା ମୁଖ୍ୟ ଅଜିତ୍ ଡୋଭାଲ୍। ସେ କହିଛନ୍ତି ଯେଉଁଠି ଭାରତ ବିପଦ ଅନୁଭବ କରେ, ନିଶ୍ଚିତ ଭାବେ ଲଢ଼େଇ କରିବ। କିନ୍ତୁ ଏହା ବ୍ୟକ୍ତିଗତ ସ୍ୱାର୍ଥ ପାଇଁ ନୁହେଁ, ବରଂ ମହତ ଉଦ୍ଦେଶ୍ୟ ପାଇଁ ବୋଲି ସେ କହିଛନ୍ତି!! ସୋମବାର ଆମେରିକାର ବୈଦେଶିକ ମନ୍ତ୍ରୀ ମାଇକ୍ ପୋମ୍ପିଓ ଏବଂ  ପ୍ରତିରକ୍ଷା ମନ୍ତ୍ରୀ ମାର୍କ ଏସପର ଆସୁଛନ୍ତି। ଏହି ସମୟରେ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଚୁକ୍ତି ହେବ ବୋଲି ଜଣାପଡ଼ିଛି। ଯେଉଁଥିରେ ଚାଇନା ମୁଖ୍ୟ ମୁଦ୍ଦା ରହିଛି। ଆମେରିକାର ଏହି ଦୁଇ ପ୍ରମୁଖ ନେତା ଡୋଭାଲଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ତେବେ ଭେଟଘାଟ ପୂର୍ବରୁ ଡୋଭାଲଙ୍କ ମନ୍ତବ୍ୟ ଚାଇନା ପାଇଁ କଡ଼ା ଚେତାବନୀ ବୋଲି କୁହାଯାଉଛି!! ଏହାପୂର୍ବରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ ଭାରତ ଚାଇନା ସୀମାରେ ଥିବା ଉତ୍ତେଜନାକୁ ଦୂର କରି ଶାନ୍ତି ଫେରାଇ ଆଣିବାକୁ ଚାହୁଁଛି। ପଶ୍ଚିମବଙ୍ଗର ଦାର୍ଜିଲିଂ ଜିଲ୍ଲାର ସୁକନାରେ ଥିବା ଭାରତୀୟ ସେନାର ମୁଖ୍ୟାଳୟରେ ଦଶହରା ଅବସରରେ ଅସ୍ତ୍ରଶସ୍ତ୍ର ପୂଜା ବେଳେ ସେ ଏଭଳି କହିଛନ୍ତି। ରାଜନାଥ କହିଛନ୍ତି, ମୁଁ ସୁନିଶ୍ଚିତ ଯେ କୌଣସି ପରିସ୍ଥିତିରେ ଆମର ସୈନିକମାନେ ଅନ୍ୟ ହାତକୁ ଗୋଟିଏ ଇଞ୍ଚ ଜମି ଦେବେ ନାହିଁ। ସେହିଭଳି ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଜୟାଦଶମୀ ଅବସରରେ ଦେଶକୁ ସମ୍ବୋଧିତ କରି କହିଛନ୍ତି ଯେ ଚାଇନା ବିରୋଧରେ ଭାରତର ରଣନୀତି, ସାମରିକ ଶକ୍ତିକୁ ବଢ଼ାଇବା ଦରକାର!!*

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like