-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ରାଜ୍ୟ

ପୁଣି ଥରେ ଚଳଚଞ୍ଚଳ ହେଲା ସିଲଭର୍ ସିଟି ବୋଟ୍ କ୍ଲବ୍ : ଓଟିଡିସି ପକ୍ଷରୁ ୭୨ତମ ବନ ମହୋତ୍ସବ ପାଳିତ

07-Jul-2021



କଟକ(ପ୍ରେରଣା ଖବର ବ୍ୟୁରୋ) : କୋଭିଡ୍-୧୯ କଟକଣା ପାଇଁ ବନ୍ଦ ଥିବା କଟକସ୍ଥିତ ସିଲଭର୍ ସିଟି ବୋଟ୍ କ୍ଲବ୍ ପୁଣିଥରେ ପର୍ଯ୍ୟଟକଙ୍କ ପାଇଁ ଉନ୍ମୁକ୍ତ ହେବାପରେ ଆଜି ସେଠାରେ ୭୨ତମ ବନ ମହୋତ୍ସବ ପାଳିତ ହୋଇଯାଇଛି।  

ଓଟିଡିସି ଅଧ୍ଯକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୃକ୍ଷରୋପଣ କରିବା ସହ ଗଛଟିଏ ।

ଲଗାଇଲେ ଉଭୟ ସମାଜ ଓ ନିଜର କଲ୍ୟାଣ ସାଧନ ହୋଇପାରିବ ବୋଲି କହିଥିଲେ। ଗଛ ଲଗାଇବା ପାଇଁ ଉତ୍ସାହିତ କରି ସେ କହିଥିଲେ ଯେ, ଗଛ ଆମକୁ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ୍ ଯୋଗାଇ ଥାଏ। ସୁଷମ ଖାଦ୍ୟ, ସ୍ଵଚ୍ଛ ଜଳ ଓ ପ୍ରଦୂଷଣ ମୁକ୍ତ ବାୟୁର ଆବଶ୍ୟକତାକୁ ବୃକ୍ଷ ହିଁ ପୂରଣ କରିଥାଏ l ବୃକ୍ଷ ମଧ୍ୟ ମନୁଷ୍ୟର ଜୀବନ-ଜୀବିକାର ପ୍ରମୁଖ କାରଣ ହୋଇ ପାରୁଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କର ବୃକ୍ଷଲତା ସ୍ବତନ୍ତ୍ର ଦୁର୍ବଳତା ରହିଛି, ବୃକ୍ଷରୋପଣ ପାଇଁ ସେ ସର୍ବଦା ପରାମର୍ଶ ଦେଇଥାନ୍ତି ବୋଲି ସେ କହିଥିଲେ।

କୋଭିଡ୍ ଗାଇଡ୍ ଲାଇନ୍ ଅନୁସାରେ ଅୟୋଜିତ ଏହି କାର୍ଯ୍ୟକ୍ରମରେ  ଓଟିଡିସିର ଅନ୍ୟ ପଦାଧିକାରୀମାନଙ୍କ ସମେତ ପାନ୍ଥନିବାସ କର୍ମଚାରୀମାନେ ଉପସ୍ଥିତ ଥିଲେ। 

ସୂଚନାଯୋଗ୍ୟ, ଏପ୍ରିଲ ୧୪ ଓଡ଼ିଆ ନବବର୍ଷରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ସିଲଭର୍ ସିଟି ବୋଟ୍ କ୍ଲବକୁ ଲୋକାର୍ପିତ କରିଥିଲେ। ଏହି ବୋଟିଂ କ୍ଲବ୍  ପୁଣିଥରେ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଛି ଓ ସରକାରଙ୍କ  କୋଭିଡ୍ ଗାଇଡ ଲାଇନକୁ ପାଳନ କରି ପର୍ଯ୍ୟଟକଙ୍କ ପାଇଁ  ମନୋରଞ୍ଜନ ଭିତ୍ତିକ ଜଳକ୍ରୀଡ଼ା ଆରମ୍ଭ ହୋଇଛି।ଏହି ବୋଟ୍ କ୍ଲବରେ ଜେଟ ସ୍କି, ସ୍ପିଡ୍‍ ବୋଟ, ଡେ କ୍ରୁଜ୍‍, ବାନାନା ବୋଟ, ଇନଫ୍ଲେଟେବୁଲ୍‍ ବୋଟ୍‍, ୱାଟର ସ୍କୁଟର, ଫ୍ଲୋଟିଂ କାଫେ, କାୟାକିଂ, କାନୋଇଙ୍ଗ, ପେଡାଲ୍‍ ବୋଟ୍‍, ସ୍କୁବା ଡାଇଭିଂ ଭଳି ଅନେକ କାର୍ଯ୍ୟକଳାପ ସାମିଲ୍ ଅଛି । ତେବେ ବର୍ତ୍ତମାନ ରାଜ୍ୟ ସରକାରଙ୍କ କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ପ୍ରତ୍ୟକ ଶନିବାର ଓ ରବିବାର ( ସପ୍ତାହାନ୍ତ ସଟଡାଉନ୍ ପାଇଁ ) ଏହି ବୋଟ୍ କ୍ଲବ୍ ବନ୍ଦ ରହିବ। କୋଭିଡ୍ -୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ବୋଟ୍ ଓ ଅନ୍ୟାନ୍ୟ ଉପକରଣ ଗୁଡ଼ିକ ନିୟମିତ ସାନିଟାଇଜ୍ କରାଯାଉଛି। 

 ରାଜ୍ୟରେ ପର୍ଯ୍ୟଟନର ବିକାଶ ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଉଛନ୍ତି ଓ ତାଙ୍କ ପରାମର୍ଶରେ ମହାନଦୀରେ ଜଳଭିତ୍ତିକ ମନୋରଞ୍ଜନକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ଓଡିଶା ପର୍ଯ୍ୟଟନ ବିଭାଗ ସହାୟତାରେ ଏହି ବୋଟ କ୍ଲବ୍‍କୁ ୨ କୋଟି ଟଙ୍କା ବିନିଯୋଗରେ ନବୀକରଣ କରାଯାଇଥିଲା 


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like